Browsing Category
ଓଡିଶା
ଯତରା -୨୦୨୬ର ପ୍ରସ୍ତୁତି ଜିଲ୍ଲା ପ୍ରଶାସନର ସାମ୍ବାଦିକ ସମ୍ମିଳନୀ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଚଳିତ ଫେବୃଆରୀ ୮ ରୁ ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ ଠାରେ ଅନୁଷ୍ଠିତ ହେବ ଜିଲ୍ଲା ମହୋତ୍ସବ ଯତରା -୨୦୨୬ । ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସଦଭାବନା ଭବନ ଠାରେ ଏକ!-->…
Read More...
Read More...
ରଶ୍ମିପ୍ରଭା ପତ୍ରିକା ପକ୍ଷରୁ ବିଦ୍ୟାଳୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରରୁ ଗତ କିଛିବର୍ଷ ଧରି ପ୍ରକାଶିତ ତ୍ରୟମାସିକ ସାହିତ୍ୟ ପତ୍ରିକା ରଶ୍ମିପ୍ରଭା ପକ୍ଷରୁ ବିଭିନ୍ନ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସେକ୍ଟର-୭ ସ୍ଥିତ ଇସ୍ପାତ ସାହିତ୍ୟ ସଂସଦ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମ!-->…
Read More...
Read More...
ୱାର୍ଡରେ ପୌର ପ୍ରଶାସନ ଜନ ଶୁଣାଣି କାର୍ଯ୍ୟକ୍ରମ : ଟିଟିଲାଗଡ଼ ୱାର୍ଡ ନମ୍ବର ୨ ରୁ ଆରମ୍ଭ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଲୋକଙ୍କ ସରକାର ଯାହାକି ମୋହନ ମାଝୀ, ଲୋକଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବା ହେଉ କି ନିଜ ୱାର୍ଡର ଅସୁବିଧା ବିଷୟରେ ଜଣେଇବାକୁ ହେଲେ ଆଗ କାର୍ଯ୍ୟାଳୟକୁ ଯିବାକୁ ପଡୁଥିଲା । ଏବେ ତାହାକୁ ହୃଦୟଙ୍ଗମ କରି ଆହୁରି ସରଳ ଉପାୟରେ ଲୋକଙ୍କ ନିକଟକୁ!-->…
Read More...
Read More...
ଗେର୍ଡି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଗେର୍ଡି ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ସଞ୍ଜୀବ କୁମାର ଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ:ଶ: ଡୁଙ୍ଗୁରିପାଲି ସରପଞ୍ଚ ସଦାଶିବ!-->…
Read More...
Read More...
ସନ୍ଥ ରବି ଦାସଜୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଭାରତୀୟ ଜନତା ପାର୍ଟି ସୁବର୍ଣ୍ଣପୁର ଜିଲ୍ଲା ଶାଖା ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ସନ୍ଥ ରବି ଦାସଜୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସୋନପୁର ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ଅଟଳ ବିହାରୀ ବାଜପେୟୀ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ!-->…
Read More...
Read More...
ପ୍ରତିଷ୍ଠିତ ବନାରସ ସାହିତ୍ୟ ମହୋତ୍ସବରେ ୟସ୍ମିନ୍ ମେହେରଙ୍କ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, (କେପିଏନ୍ଏସ୍) : ଉତ୍ତରପ୍ରଦେଶର ସାଂସ୍କୃତିକ ରାଜଧାନୀ ବାରାଣସୀଠାରେ ଆୟୋଜିତ ପ୍ରତିଷ୍ଠିତ 'ବନାରସ ଲିଟରେଚର ଫେଷ୍ଟିଭାଲ' (ବିଏଲ୍ଏଫ୍)ର ଚତୁର୍ଥ ସଂସ୍କରଣରେ ଓଡ଼ିଶାର ଜଣେ ଉଦୀୟମାନ ପ୍ରତିଭା ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଭୁବନେଶ୍ୱରର କୃତୀ ସନ୍ତାନ!-->…
Read More...
Read More...
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ବଲାଙ୍ଗିର, (କେପିଏନ୍ଏସ୍) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ସଦରମହକୁମା ସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ!-->…
Read More...
Read More...
ପାଟଣେଶ୍ୱରୀ ମହୋତ୍ସବର ଦ୍ଵିତୀୟ ଦିନ : ଚଣ୍ଡୀ ଯଜ୍ଞରେ ସାମିଲ ହେଲେ ତିନି ଯୋଡି
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ପାଟଣେଶ୍ୱରୀ ମହୋତ୍ସବର ଦ୍ଵିତୀୟ ଦିନ । ତିନିଟି ଯୋଡି ସୂର୍ଯ୍ୟପୂଜା ପରେ ଚଣ୍ଡୀ ଯଜ୍ଞରେ ସାମିଲ ହୋଇ ବଲାଙ୍ଗିରର ଅଧିଷ୍ଠାତ୍ରୀ ଦେବୀଙ୍କୁ ପୂଜା ଅର୍ଚ୍ଚନା କରିଛନ୍ତି । ସନ୍ଧ୍ୟାରେ ଭକ୍ତିପୂର୍ଣ୍ଣ କାର୍ଯ୍ୟକ୍ରମରେ ଜନସାଧାରଙ୍କୁ ଯୋଡି ହେବା!-->…
Read More...
Read More...
ନୂଆ ୟୁଜିସି ନିୟମ ବିରୁଦ୍ଧରେ ବ୍ରାହ୍ମଣ ମହାସଭାର ହାଲ୍ଲାବୋଲ : ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୂଆ ଯୁଜିସି ନିୟମ ବିରୁଦ୍ଧରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ହାଲ୍ଲାବୋଲର ଡାକରା ଦେଇଛି । ମହାସଭାର ସଭ୍ୟମାନେ ଏକଜୁଟ ହୋଇ ନିୟମ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି । ଦାବିକୁ ଆଣଦେଖା!-->…
Read More...
Read More...
ସପ୍ତମ ରାଜ୍ୟସ୍ତରୀୟ ଖଲିଆପାଲି ଫୁଟବଲ କପ୍ ଉଦ୍ଘାଟିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ମ୍ୟୁନିସିପାଲଟି ଅନ୍ତର୍ଗତ ୱାର୍ଡ ନମ୍ବର ୧୭ ସ୍ଥିତ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମ୍ ଠାରେ ସପ୍ତମ ରାଜ୍ୟସ୍ତରୀୟ ଖଲିଆପାଲି ଫୁଟବଲ କପ୍ ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ମ୍ୟାଚ୍ଟି ଆୟୋଜକ ଖଲିଆପାଲି ଜଗନ୍ନାଥ ସ୍ପୋର୍ଟିଂ କ୍ଲବ୍ ବନାମ!-->…
Read More...
Read More...