Browsing Category

ଓଡିଶା

ଓଡ଼ିଶା ପାଠ୍ୟକ୍ରମ ରୂପରେଖ – ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ସଇଁତଳା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ସଇଁତଳା ଠାରେ ଓଡିଶା ପାଠ୍ୟକ୍ରମ ରୂପରେଖ ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସଞ୍ଚାଳନ ନିମନ୍ତେ ବ୍ଲକ୍ ସ୍ତରୀୟ ପାଞ୍ଚ ଦିନିଆ ପ୍ରଶିକ୍ଷଣ
Read More...

ବାହାବଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରର ଆଧୁନିକରଣ ପ୍ରକଳ୍ପର କ୍ଷେତ୍ର ପରିଦର୍ଶନ କଲେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ…

ଖର୍ଚ୍ଚ ହେବ ୩୪ କୋଟି ଟଙ୍କା ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲା ଗସ୍ତକାଳରେ ରାଜ୍ୟ ସରକାରଙ୍କ ଏମଏସଏମଇ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବାହାବଳପୁର ସ୍ଥିତ ମତ୍ସ୍ୟ ଅବତରଣ କେନ୍ଦ୍ର (ଜେଟି) ସହ ଏହାର ଆଧୁନିକିକରଣ ପ୍ରକଳ୍ପ
Read More...

ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

ବାଲେଶ୍ୱର, (କେପିଏନ୍‌ଏସ୍‌) : ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ଵର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୋଗରାଇ ପଞ୍ଚାୟତ ସମିତି ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତରୁ
Read More...

ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ଼
Read More...

ଆଗଲପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଲଳିତ ମୋହନ ସ୍ମୃତି ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ପ୍ରକଳ୍ପ ନିର୍ଦ୍ଦେଶକ ତରଣୀସେନ ସୁନା, ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ,
Read More...

ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ପୋଲିସ ପ୍ୟାରେଡ୍ ପଡିଆ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଗରିମାମୟ ଭାବେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟମନ୍ତ୍ରୀ (ସ୍ୱାଧୀନ) ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ
Read More...

ନୟାପାଲି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ଭୋଗରାଇ, (କେପିଏନ୍‌ଏସ୍‌) : ଖରିଦପିପଳ ଗ୍ରାମପଞ୍ଚାୟତ ଅନ୍ତର୍ଗତ ନୟାପାଲି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶୋକ କୁମାର ମହାପାତ୍ର, ସହକାରୀ ଶିକ୍ଷୟିତ୍ରୀ ମନୋରମା ବେହେରା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଲା
Read More...

ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ୨୧ ତମ ବାର୍ଷିକ ଉତ୍ସବ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅନ୍ତର୍ଯ୍ୟାମୀ ସାହୁ ସଭାପତିତ୍ୱ, ସାଧାରଣ ସମ୍ପାଦକ ମଧୁସୂଦନ ବଳଙ୍କ ଆବାହକତ୍ୱ ତଥା ସହ ସମ୍ପାଦକ ଉଦୟ କୁମାର
Read More...

ଇସ୍ପାତ ନଗରୀ ରାଉରକେଲାରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲା ଠାରେ ବିଭିନ୍ନ ଅନୁଷ୍ଠାନ ତରଫରୁ ୭୭ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଅତିଥିମାନେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସାଧାରଣତନ୍ତ୍ର ଦିବସ ପାଳନର ଲକ୍ଷ୍ୟ, ଆଭିମୁଖ୍ୟ,
Read More...

ମିଡ଼ିଆ କ୍ଲବ ପକ୍ଷରୁ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ରାଉରକେଲା(ସସ୍ମିତା ପ୍ରଧାନ) : ରାଉରକେଲା ମିଡ଼ିଆ କ୍ଲବ ପକ୍ଷରୁ ସେକ୍ଟର - ୨୧ ସ୍ଥିତ କାର୍ଯ୍ୟାଳୟ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ନେଟ୍ରା ର ସଭାପତି ଇଂ ବିମଲ ବିଶି ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...