Browsing Category
ଓଡିଶା
ପ୍ରଶାସନ ପକ୍ଷରୁ ଏକତା ପଦଯାତ୍ରା ଅନୁଷ୍ଠିତ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣରୁ ଏହା ଆରମ୍ଭ ହୋଇ ନଳିନୀ ଛକ, ବସଷ୍ଟାଣ୍ଡ, ବିଜୁ ପଟ୍ଟନାୟକ ଛକ,!-->…
Read More...
Read More...
ବଲାଙ୍ଗିର ଲୋକ ଉତ୍ସବ ଲୋକ ନାଟକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ଦେଉଳ ଗାଁ ଶ୍ରୀରାମଜୀ କଳାପରିଷଦ
ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ୨୩ ତମ ବଲାଙ୍ଗିର ଲୋକ ଉତ୍ସବ ୨୦୨୬ ଗତ ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲିଥିବାବେଳେ ଆଜି ୨୩ ତାରିଖ ଜିଲ୍ଲା ସ୍ତରୀୟ ଲୋକ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉପଖଣ୍ଡ ସ୍ତରରୁ ଉତିନ୍ନ ହୋଇ ଆସିଥିବା ବିଭିନ୍ନ ଦଳ ଏଥିରେ ଅଂଶଗ୍ରହଣ!-->…
Read More...
Read More...
ରାଉରକେଲାରେ ପିଏମ୍ ସ୍ଵନିଧି ଯୋଜନାର ସିଧାପ୍ରସାରଣ
ଉଠା ଦୋକାନୀ ଓ ବୁଲା ବିକାଳୀଙ୍କୁ ଋଣ ଓ କ୍ରେଡିଟ୍ କାର୍ଡ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
ରାଉରକେଲା, (ସସ୍ମିିତା ପ୍ରଧାନ) : ଉଠା ଦୋକାନୀ ତଥା ବୁଲା ବିକାଳୀଙ୍କ ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମ ଠାରେ ୧!-->!-->!-->…
Read More...
Read More...
ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ଵତୀ ପୂଜା, ବିଦ୍ୟାରମ୍ଭ ସଂସ୍କାର ଓ ନେତାଜୀ ଜୟନ୍ତୀ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ଵତୀ ପୂଜା, ବିଦ୍ୟାରମ୍ଭ ସଂସ୍କାର, ସାମୂହିକ ଖଡ଼ି ଛୁଆଁ ଉତ୍ସବ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ମାଆମାନେ ଭାଇ ଭଉଣୀମାନଙ୍କ ସହ କଳସ ଓ ଗ୍ରନ୍ଥ ଶୋଭାଯାତ୍ରାରେ ଗୋପାଳଜୀ ମନ୍ଦିରକୁ!-->…
Read More...
Read More...
ଖୁର୍ସାପାଲି ଜୟ ହିନ୍ଦ କ୍ରିକେଟ କପ ଉଦଯାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରୀ ପଞ୍ଚାୟତ ଅଧୀନସ୍ଥ ଖୁର୍ସାପାଲି ଠାରେ ଗତ ତିନି ଦିନ ଧରି ଚାଲିଥିବା ଜୟ ହିନ୍ଦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୧୬ଟି ଟିମ୍ ଅଂଶଗ୍ରହଣ!-->…
Read More...
Read More...
ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ପାଳିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଅମର ନାମ ଲେଖାଇ ଯାଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ଓଡ଼ିଶାର ବୀରତ୍ୱପୂର୍ଣ୍ଣ ସଂଗ୍ରାମର ପ୍ରତୀକ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ!-->…
Read More...
Read More...
ବିଭିନ୍ନ ଶିକ୍ଷାନୁଷ୍ଠାନରେ ମା’ ବାଗଦେବୀଙ୍କ ପୂଜା
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଆଜି ବସନ୍ତ ପଞ୍ଚମୀ ମା' ବାଗ୍ଦେବୀଙ୍କ ପୂଜା । ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳନ ହୁଏ ମାଆଙ୍କ ପୂଜା । ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର!-->…
Read More...
Read More...
ଗୁଡଭେଲା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ବିଇଓ ନମିତା ରାଣୀ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ସୁପ୍ରସିଦ୍ଧ ଐତିହାସିକ ସ୍ଥଳୀ ଚୌଷଠୀ ଯୋଗିନୀ!-->…
Read More...
Read More...
ସିଦ୍ଧିଦାତ୍ରୀ ମା’ ସରସ୍ୱତୀଙ୍କ ପୂଜାର୍ଚ୍ଚନା ମହାସମାରୋହରେ ପାଳିତ : ଶତାଧିକ କୁନି ଛୁଆ ଖଡ଼ି ଛୁଇଁଲେ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସିଦ୍ଧିଦାତ୍ରୀ ମା' ସରସ୍ୱତୀଙ୍କ ପୂଜାର୍ଚ୍ଚନା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଯାଇଛି । ସେଥିପାଇଁ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ପୂଜା ଅନୁଷ୍ଠାନ ଚଳଚଞ୍ଚଳ!-->…
Read More...
Read More...
ସାମୂହିକ ‘ବନ୍ଦେ ମାତରମ୍’ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୂଆପଡ଼ା, (କେପିଏନ୍ଏସ୍) : ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କୁତୃମୁଡ଼ା ୱାର୍ଡରେ ପୌର ପ୍ରଶାସନ ସହଯୋଗରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏନଏସି ନିର୍ବାହୀ ଅଧିକାରୀ କମଲାସନ ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ!-->…
Read More...
Read More...