Browsing Category
ଓଡିଶା
ଜିଲ୍ଲା ପରିବହନ ବିଭାଗ ଓ ଟିକାବାଲି ପୋଲିସର ମିଳିତ ଉଦ୍ୟମରେ ଯାନବାହାନ ଯାଞ୍ଚ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ପରିବହନ ବିଭାଗ ଓ ଟିକାବାଲି ପୋଲିସର ମିଳିତ ଉଦ୍ୟମରେ ୧୫୭ ନଂ. ଜାତୀୟ ରାଜପଥ କୋଚିଲାଗଡ ଠାରେ ପରିବହନ ଅଧିକାରୀ ଶିବାନୀ ମାଝୀଙ୍କ ନେତୃତ୍ୱରେ ଯାନବାହାନ ଯାଞ୍ଚ କରାଯାଇଛି । ଯାଞ୍ଚ ବେଳେ ଚାଳକଙ୍କ ଲାଇସେନ୍ସ, ସିଟ୍ ବେଲଟ୍,!-->…
Read More...
Read More...
ବ୍ରହ୍ମପୁରରୁ କୋଟଗଡ ନୂତନ ସରକାରୀ ବସ୍ ସେବା ଆରମ୍ଭ : ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାବାସୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ବ୍ରହ୍ମପୁର ଠାରୁ କୋଟଗଡ ପର୍ଯ୍ୟନ୍ତ ଏକ ନୂତନ ମାର୍ଗରେ ଶୀତତାପ ନିୟନ୍ତ୍ରିତ ସରକାରୀ ବସ୍ ସେବା ବୁଧବାର ଠାରୁ ଆରମ୍ଭ ହୋଇଛି । ଏହି ବସ୍ ସେବା ଆରମ୍ଭ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଓ!-->…
Read More...
Read More...
ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
• ଜାତୀୟ ଭାବରେ ନିର୍ଦ୍ଧାରିତ ଅବଦାନ (ଏନଡିସି) ୨୦୩୧-୨୦୩୫କୁ ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନକୁ ସୂଚୀତ କରିବା ପାଇଁ ମିଳିଲା ମଞ୍ଜୁରି• ଭାରତ ୨୦୩୫ ସୁଦ୍ଧା ଏହାର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଅଙ୍ଗାରକାମ୍ଳ ନିର୍ଗମନ ତୀବ୍ରତାକୁ ୨୦୦୫ ସ୍ତରରୁ ୪୭!-->…
Read More...
Read More...
ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ
ଭୁବନେଶ୍ୱର, (ପିଆଇବି) : ହାଇଦ୍ରାବାଦ ଗସ୍ତରେ ଥିବା ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ ଆଜି ଦ୍ଵିତୀୟ ଦିନରେ ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ (ଏନଏସଟିଆଇ) ପରିଦର୍ଶନ କରିଛନ୍ତି। ଏହି ପରିଦର୍ଶନର ଉଦ୍ଦେଶ୍ୟ ଥିଲା ସେଠାରେ ଚାଲୁଥିବା ଦକ୍ଷତା ବିକାଶ ପଦକ୍ଷେପ ଓ!-->…
Read More...
Read More...
କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପୃଥକ ପତ୍ର : ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ…
• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର କ୍ୟାବିନେଟ୍ ୨୦୧୮ ଜୁନ୍ ୨୭ରେ ଚଣ୍ଡିଖୋଲ ଠାରେ ଏହି ପ୍ରକଳ୍ପ ପାଇଁ ଅନୁମୋଦନ ଦେଇଥିଲେ• ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ମୁଁ ଚିଠି ଲେଖିଥିଲେ ମଧ୍ୟ ଏଥିରେ ବିଳମ୍ବ ହୋଇଥିଲା• ପରବର୍ତ୍ତୀ ପର୍ଯ୍ୟାୟରେ ୨୦୨୫!-->…
Read More...
Read More...
୨୮,୮୪୦ କୋଟି ଟଙ୍କା ବ୍ୟୟବରାଦ ସହିତ ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ସଂଶୋଧିତ ଆଞ୍ଚଳିକ ସଂଯୋଗୀକରଣ ଯୋଜନା -ଉଡ଼ାନର ଶୁଭାରମ୍ଭ ଏବଂ କାର୍ଯ୍ୟକାରିତା ପ୍ରସ୍ତାବକୁ ଅନୁମୋଦନ କରିଛି।୨୦୨୬-୨୭ ଆର୍ଥିକ ବର୍ଷରୁ ୨୦୩୫-୩୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଦଶ!-->…
Read More...
Read More...
ନାୟିକା ରାଉରକେଲା ତରଫରୁ ପଖାଳ ଦିବସ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ମହିଳା ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ନାୟିକା ରାଉରକେଲା ତରଫରୁ ବିଶ୍ୱ ପଖାଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦିକା କନକଲତା ଦାସଙ୍କ ଆବାହକତ୍ୱ ତଥା ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ!-->…
Read More...
Read More...
ପୁରୁଷୋତ୍ତମପୁରଠାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପୁରୁଷୋତ୍ତମପୁର ବ୍ଲକ ସ୍ଵପ୍ନେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଥିବା କଲ୍ୟାଣ ମଣ୍ଡପ ଠାରେ ରାଜ୍ୟ ମହିଳା କମିଶନ, ଜିଲ୍ଲା ପ୍ରଶାସନ ଓ ପୁରୁଷୋତ୍ତମପୁର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ!-->…
Read More...
Read More...
ଅନୀତା ପ୍ରହରାଜଙ୍କୁ ମିଳିଲା ନ୍ୟାୟ, ପ୍ରାପ୍ୟ ହେଲା ପରିବାର ପେନସନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳତାର ଏକ ସ୍ପଷ୍ଟ ଉଦାହରଣ ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗରରୁ ସାମ୍ନାକୁ ଆସିଛି । ଅନୀତା ପ୍ରହରାଜ ନାମକ ଜଣେ ଅବିବାହିତା ମହିଳା ୨୦୧୪ ମସିହାରେ ପିତାଙ୍କୁ ହରାଇବା ସହ!-->…
Read More...
Read More...
ଅଞ୍ଚଳ ମହାବିଦ୍ୟାଳୟରେ +୩ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ପୁରାତନ ସମ୍ମିଳନୀ ପ୍ରକୋଷ୍ଠରେ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ +୩ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ସଭାପତିତ୍ୱରେ!-->…
Read More...
Read More...