Browsing Category

ଓଡିଶା

ବଙ୍ଗୋମୁଣ୍ଡା ବ୍ଲକରେ ନୂତନ ବିଡ଼ିଓଙ୍କ ଯୋଗଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ଏକ ବର୍ଷରୁ ଅଧିକ ଦିନ ପରେ ଜଣେ ସ୍ଥାୟୀ ଭାବରେ ନୂତନ ବିଡ଼ିଓ ଯୋଗଦାନ କରିଛନ୍ତି । ଗତ ନଭେମ୍ବର ମାସରେ ନୂତନ ବିଡ଼ିଓ ଭାବରେ ଯୋଗଦେବା ପାଇଁ ଚିଠି ହୋଇଥିଲା । ଆଜି ଗୁରୁବାର ଦିନ ବଙ୍ଗୋମୁଣ୍ଡା ବ୍ଲକରେ
Read More...

ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଜୀବନ ବଞ୍ଚାଇଲା ପ୍ରାଇଭେଟ ଆମ୍ବୁଲାନ୍ସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ମୋହରା ଛକ ଠାରେ ବାଇକ ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ଭାବେ ପଡି ରହିଥିବା ବେଳେ ପ୍ରାଇଭେଟ ଆମ୍ବୁଲାନ୍ସ ଡାକ୍ତର ଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇ ଥିବାନେଇ ସୂଚନା ମିଳିଛି
Read More...

ବାଲିଗୁଡାରୁ ମଧ୍ୟପ୍ରଦେଶ ଗଞ୍ଜେଇ ଚାଲାଣ : ଗଞ୍ଜେଇ ସହ ତିନୋଟି ଗାଡି ଜବତ, ୭ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନିଶା କାରବାର ରୋକିବାକୁ କନ୍ଧମାଳ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । ବାଲିଗୁଡ଼ା ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡ଼ି ମଟର ଯାଞ୍ଚ୍ କଡ଼ାକଡ଼ି କରାଯାଇଛି । ଫଳରେ ପୋଲିସକୁ ମିଳିଛି ବଡ଼ ସଫଳତା । ପୃଥକ ପୃଥକ
Read More...

ନିଲମ୍ବିତ ରେଞ୍ଜରଙ୍କ ଘର ନିକଟରୁ ମିଳିଲା ମୃତହାତୀର ଶରୀର : ମୋବାଇଲ ଲାଇଟରେ ହେଲା ଶବ ବ୍ୟବଚ୍ଛେଦ

ରେଞ୍ଜରଙ୍କ ପତ୍ତା ମିଳୁନି ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ବେଲଘର ରେଞ୍ଜ ମୁଣ୍ଡୁଟି ଜଙ୍ଗଲରୁ ହାତୀର ମୃତଦେହ ଗାଏବ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି । ତେବେ ଏହି ମୃତହାତୀର ଖଣ୍ଡବିଖଣ୍ଡିତ ଅଂଶ ବୁଧବାର ନିଲମ୍ବିତ ରେଞ୍ଜର
Read More...

ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ସବୁ ବର୍ଷ ଭଳି ଏ ବର୍ଷ ମଧ୍ୟ କୋଚ୍ ମଣି ବରିହାଙ୍କ ନାମରେ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ
Read More...

ଆଗଲପୁର ବ୍ଲକରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ବ୍ଲକ ସାମାଜିକ ସମୀକ୍ଷା ଅଧିକାରୀଙ୍କ ଆୟୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ , ବ୍ଲକ
Read More...

ରାମପୁର ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ରାମପୁର ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସ୍ଥାୟୀ ଜୀବନ ଶୈଳୀ ଉପରେ ସେଣ୍ଟର୍ ଫର୍ ଏନଭାୟୋରନମେଣ୍ଟାଲ ଏଜୁକେଶନ ତରଫରୁ ଏକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନ ସଭାରେ ବିଦ୍ୟାଳୟର ପ୍ରଧାନ
Read More...

ରାଉରକେଲା କଲେଜରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏକମା, ରାଉରକେଲା ମହାବିଦ୍ୟାଳୟ, ରାଉରକେଲା ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲାର ମିଳିତ ଆନୁକୂଲ୍ୟରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଇଏସ୍‌ଆଇସି ମେଡିକାଲ ସ୍ଥାନାନ୍ତର ଚକ୍ରାନ୍ତ ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଇଏସ୍‌ଆଇସି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭୁବନେଶ୍ୱର ଉଠାଇ ନେବାକୁ ଯୋଜନା ଚାଲିଥିବା ଅଭିଯୋଗ କରିଛି ସିଟୁ ସଂଗଠନ । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସିଆଇଟିୟୁର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବିଷ୍ଣୁ ମହାନ୍ତି କହିଛନ୍ତି ଯେ, ଗୋଟିଏ ପଟେ
Read More...

କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, କୁମ୍ବିଂ ଅପରେସନ ଜୋରଦାର

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି । ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ
Read More...