Browsing Category

ଓଡିଶା

ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ଜନ୍ମ ମହୋତ୍ସବ ଓ ସତସଙ୍ଗ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ସୁନ୍ଦରଗଡ ସମ୍ମୁଖସ୍ଥ ପଡିଆରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୮ତମ ଶୁଭ ଜନ୍ମ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ସତସଙ୍ଗ ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ସତସଙ୍ଗର ପରମ ପୂଜ୍ୟପାଦ ଶ୍ରୀ ଶ୍ରୀ ଆଚାର୍ଯ୍ୟ
Read More...

ବାଣାୟତ ଓଡ଼ିଆ ସମାଜର ୪୭ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହର ଉଦିତନଗର ନିକଟରେ ଅବସ୍ଥିତ ମା' ସିଂହାସିନୀ ମନ୍ଦିର ପ୍ରାଙ୍ଗଣରେ ରାଉରକେଲା ତାଲୁକା ବାଣାୟତ ଓଡ଼ିଆ ସମାଜର ୪୬ତମ ବାର୍ଷିକ ସମ୍ମିଳନୀ ସମାଜର ସଭାପତି ଅଭିରାମ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ରଘୁନାଥପାଲ୍ଲୀ ବିଧାୟକ
Read More...

ଆମ ପୁଲିସ ସମିତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନା ପକ୍ଷରୁ ଆମ ପୁଲିସ ସମିତି ବୈଠକ ଆମ୍ବାଗାନ ସ୍ଥିତ ଗଜପତି ମାର୍କେଟ ଦୁର୍ଗା ପୂଜା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଥାନା ପ୍ରଭାରୀ ବୈଦ୍ୟନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମାର୍କେଟ ସଭାପତି ଚିତ୍ତରଞ୍ଜନ
Read More...

ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀ ସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିରର ତୃତୀୟ ପ୍ରତିଷ୍ଠା ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୂଜକ ଭାବେ ଚିତ୍ତରଞ୍ଜନ ରଥ ଓ କର୍ତ୍ତା ଭାବେ ମନ୍ଦିରର ସମ୍ପାଦକ ନିରଞ୍ଜନ ସାମନ୍ତରାୟ ଦାୟିତ୍ଵ ନିର୍ବାହ
Read More...

ଜଙ୍ଗଲ ଜମିରେ ବେଆଇନ ଭାରୀଯାନ ଚଳାଚଳ କରୁଥିବା ସଂସ୍ଥା ଉପରେ ଏତଲା ଦେଲେ ଶ୍ରୀପୁରା ସରପଞ୍ଚ

ରାଉରକେଲା/ଝାରସୁଗୁଡା, (ସସ୍ମିତା ପ୍ରଧାନ) : ଶ୍ରୀପୁରା ଗ୍ରାମରେ ଥିବା ଜଙ୍ଗଲ ଜମିକୁ କିଛି ପ୍ରାଇଭେଟ ସଂସ୍ଥା ବେଆଇନ ରାସ୍ତା ରୂପେ ବ୍ୟବହାର କରି ଏହା ଉପରେ ଭାରୀଯାନ ଚଳାଚଳ କରୁଥିବା ଦ୍ୱାରା ସୃଷ୍ଟି କରାଯାଇଥିବା ନୂତନ ଜଙ୍ଗଲର କ୍ଷତି ହୋଇଥିବାରୁ ସମ୍ପୃକ୍ତ ପ୍ରାଇଭେଟ ସଂସ୍ଥା ଗୁଡିକ
Read More...

ହସ୍ପିଟାଲରୁ ଡିସଚାର୍ଜ ହେଲେ ରାଉରକେଲାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବିମାନର ପାଇଲଟ୍

ରାଉରକେଲା, (କେପିଏନ୍‌ଏସ୍‌) : ଭୁବନେଶ୍ୱର ବିମାନ ବନ୍ଦରରୁ ୪ ଜଣ ଯାତ୍ରୀ ଏବଂ ୨ ଜଣ ବିମାନ ପାଇଲଟଙ୍କୁ ନେଇ ରାଉରକେଲା ଆସୁଥିବା ୯ ସିଟ୍ ବିଶିଷ୍ଟ ଇଣ୍ଡିଆ ୱାନ୍ ଚାର୍ଟର ବିମାନ, ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଜଲଦା ନିକଟବର୍ତ୍ତୀ କଂସର ଠାରେ ଚାଷ ଜମିରେ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦଘାଟିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ନେତୃତ୍ୱରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବାବେବୀର ସିଆରସିସି ମଧୁସୂଦନ ମାଝୀ ପତାକା ଉତ୍ତୋଳନ
Read More...

ଓଡ଼ିଶା ଚାଷୀ ସୁରକ୍ଷା ଅଭିଯାନର ଆହ୍ୱାନ : ସରକାରଙ୍କ ଚାଷୀମାରଣ ନୀତି ବିରୋଧରେ ଦୁର୍ବାର ଆନ୍ଦୋଳନ ଆହ୍ୱାନ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ନବୀନ ଭବନ ପରିସରରେ ଓଡ଼ିଶା ଚାଷୀ ସୁରକ୍ଷା ଅଭିଯାନର ବୈଠକ ଆବାହକ ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମର ବିଭିନ୍ନ ଚାଷୀ ସଂଗଠନର ସଦସ୍ୟମାନେ ସରକାରଙ୍କ ଚାଷୀ ମାରଣ ନିତି ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ ବୋଲି ଆହ୍ୱାନ
Read More...

ଖପ୍ରାଖୋଲ ବନବିଭାଗର ଚଢ଼ାଉ : ୧୦ କ୍ୱିଣ୍ଟାଲ ଖଇର କାଠ ଜବତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବନବିଭାଗ ଆଉଥରେ ପ୍ରମାଣ କରିଛି ଯେ, ଜଙ୍ଗଲ ଲୁଟେରା ଓ କାଠ ମାଫିଆଙ୍କ ପାଇଁ ଏହି ଅଞ୍ଚଳ ଆଉ ସୁରକ୍ଷିତ ନୁହେଁ । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସଠିକ୍ ସୂଚନା ଆଧାରରେ, ମଙ୍ଗଳବାର ରାତି ପ୍ରାୟ ୧୨ଟା ସମୟରେ ହରିଶଙ୍କର ରେଞ୍ଜ ଅଧିକାରୀ ଅରବିନ୍ଦ
Read More...

ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ : ଯୁବ କଂଗ୍ରେସ ନେତାଙ୍କ ଗୁଳିବିଦ୍ଧ ଶରୀର ଉଦ୍ଧାର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସହରର ବଡ଼ବଜାର ଭଗବତୀ ପ୍ଲଟ୍ ନିବାସୀ ତଥା ଜିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ରାଜା ମିଶ୍ର (୪୦) ଙ୍କ ଗୁଳିବିଦ୍ଧ ଶରୀର ତାଙ୍କ ଘରୁ ଉଦ୍ଧାର ହୋଇଛି । ସୋନପୁରର ପୂର୍ବତନ ବିଧାୟକ ବିନୋଦ ପାତ୍ରଙ୍କ ଅତି ବିଶ୍ଵସ୍ତ ତଥା ଖାସ ସହଯୋଗୀ ତଥା
Read More...