Browsing Category

ଓଡିଶା

ପଞ୍ଚତତ୍ୱର ତ୍ରିଦିବସୀୟ ଜାତୀୟ କାର୍ଯ୍ୟକ୍ରମ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତି ପ୍ରତିବଦ୍ଧତା ରଖିଥିବା ଅନୁଷ୍ଠାନ ପଞ୍ଚତତ୍ୱର ତ୍ରିଦିବସୀୟ ଜାତୀୟ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଜନ୍ମେଜୟ ମହାନ୍ତିଙ୍କ ଆବାହକତ୍ୱ ତଥା ଝିଲିମା ମହାନ୍ତିଙ୍କ ସଂଯୋଜନାରେ
Read More...

ଦୃଷ୍ଟିର ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ଚିତ୍ରକଳା ପ୍ରତିଷ୍ଠାନ ଦୃଷ୍ଟି ତରଫରୁ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ ସେକ୍ଟର ୧୮ ସ୍ଥିତ ଗୁରୁ ତେଗ ବାହାଦୁର ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ୧୭ ଓ ୧୮ ତାରିଖ ଦୁଇଦିନ ଧରି ଆୟୋଜିତ ଏହି ପ୍ରଦର୍ଶନୀରେ ପ୍ରାୟ ୮୦ ଜଣ
Read More...

ସମାଜସେବୀଙ୍କ ବିୟୋଗରେ ଶୋକର ଛାୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଳିଙ୍ଗବିହାର ନିବାସୀ ସମାଜସେବୀ ହୃଦାନନ୍ଦ ପରିଡ଼ାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ପରିଡ଼ା ଆର୍‌ଏସ୍‌ପିରେ ଯୋଗଦେଇ ସେଠାରେ କୋଅପରେଟିଭ ସଂସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିଥିଲେ । ଏହାସହ
Read More...

ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ୍ ରାଉରକେଲା ୨୦୨୪-୨୫ ପାଇଁ ବାର୍ଷିକ ବିବରଣୀ ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୯୦ ମସିହାରୁ ସ୍ଥାପିତ ହୋଇ ଦୀର୍ଘ ୩୫ ବର୍ଷ ଧରି ରାଉରକେଲା ସହରର ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ଦି ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ୍, ରାଉରକେଲା ପକ୍ଷରୁ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବାର୍ଷିକ ବିବରଣୀ ପ୍ରଦାନ କରାଯାଇଛି । ବିଗତ
Read More...

ଜିଜ୍ଞାସା ଶିକ୍ଷାକେନ୍ଦ୍ରରେ ବିଦାୟକାଳୀନ ସମ୍ବର୍ଦ୍ଧନା

ଭୋଗରାଇ, (କେପିଏନଏସ) : ଭୋଗରାଇ ବ୍ଲକ ଅନ୍ତର୍ଗତ ଦହମୁଣ୍ଡା ସ୍ଥିତ ଯୁକ୍ତ ଦୁଇ କଳା ଜିଜ୍ଞାସା ଶିକ୍ଷାକେନ୍ଦ୍ରରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ଡ଼ଃ. ଶିବନାରାୟଣ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ନାଟ୍ୟକାର ତଥା
Read More...

ହରିଶଙ୍କର ପାହାଡ଼ରେ ଗଳିତ ଶବ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ହରିଶଙ୍କର ମନ୍ଦିର ନିକଟରୁ ପ୍ରାୟ ୮୦୦ ମିଟର ଦୂର ପାହାଡ଼ ଉପରେ ଜଣେ ଅପରିଚିତ ପୁରୁଷଙ୍କ ଗଳିତ ଶବ ମିଳିଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପ୍ରାପ୍ତ
Read More...

ପଦ୍ମପୁରରେ ସପ୍ତଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ମାନନୀୟା ଶ୍ରୀମତୀ ମମତା ନାୟକ ଉପଖଣ୍ଡ ଥାନା ଭାରପ୍ରାପ୍ତ ଅଧିକାରୀ, ମୁଖ୍ୟବକ୍ତା ଭାବରେ ଶ୍ରୀମତୀ ତାପିନୀ ପଣ୍ଡା ଜୀବବିଜ୍ଞାନ
Read More...

ମିଠାପାଲି ପଞ୍ଚାୟତ ଯାଦବ ସମାଜ ବାର୍ଷିକ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପିପଲଖୁଣ୍ଟା ଗ୍ରାମରେ ମିଠାପାଲି ପଞ୍ଚାୟତ ଯାଦବ ସମାଜର ବାର୍ଷିକ ଉତ୍ସବ ରବିବାର ଦିନ ପାଳିତ ହୋଇଯାଇଛି । ମିଠାପାଲି ପଞ୍ଚାୟତ ସଭାପତି ଟିକିଲାଲ ମାହାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ
Read More...

ସୁଲେଇ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ବଣଭୋଜି କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସୁଲେଇ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ବଣଭୋଜି କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲା ରାମପୁର ନିକଟବର୍ତ୍ତୀ ପୂଜା ଡୁଙ୍ଗୁରି
Read More...

ଠିକାଦାର ସଂଘର ପ୍ରେସମିଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସାମ୍ବାଦିକ ଭବନ ଠାରେ ବଲାଙ୍ଗିର ଜିଲ୍ଲା ଠିକାଦାର ସଂଘ ତରଫରୁ ଏକ ପ୍ରେସମିଟର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଦୁଇଟି ପ୍ରସଙ୍ଗ ଥିଲା ବଲାଙ୍ଗିର ଜିଲ୍ଲା ଠିକାଦାର ସଂଘ ତରଫରୁ ସ୍ଥିର କରିଥିଲୁଁ । ଯେ ଅନ୍ୟ ଜିଲ୍ଲାର ଠିକାଦାରମାନେ ବଲାଙ୍ଗିର
Read More...