Browsing Category
ଓଡିଶା
ବାଙ୍କିପାଲି କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା
ସୁବର୍ଣ୍ଣପୁର, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ବାଙ୍କିପାଲି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ତ୍ରିଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ଗିଧମାଲ ଠାରେ ତିନିଦିନ ଧରି ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...
ଡକ୍ଟର ଏ.ପି.ଜେ. ଅବଦୁଲ କଲାମ ଜନକଲ୍ୟାଣ ଚାରିଟେବୁଲ ଟ୍ରଷ୍ଟର ପକ୍ଷରୁ ଅସହାୟଙ୍କୁ ଶୀତ ବସ୍ତ୍ର ବଣ୍ଟନ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଶୀତ ଋତୁର ତୀବ୍ର ଶୀତରେ ଅସହାୟ, ଦରିଦ୍ର ଓ ଗରିବ ଶ୍ରେଣୀର ଲୋକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ରାତ୍ରି ସମୟରେ ଅସହାୟ, ଦରିଦ୍ର ଲୋକେ ବାରଣ୍ଡାରେ, କୌଣସି ସ୍ଥାନରେ ଥିବା ଭଙ୍ଗା କୋଠରୀ ମାନଙ୍କରେ, ପରିତ୍ୟକ୍ତ ସ୍ଥାନରେ!-->…
Read More...
Read More...
ଗୋପାଳପୁର ସମୁଦ୍ର କୂଳରେ ଅମୃତ କାଳ ସାଂସ୍କୃତିକ ଉତ୍ସବ ଉଦଘାଟିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର ଅନୁକୂଲ୍ୟରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଅମୃତ କାଳ ସାଂସ୍କୃତିକ ଉତ୍ସବ ସମାରୋହ ମାଧ୍ୟମରେ ଏକ ବିକଶିତ ଭାରତର ଯେଉଁ ପରିକଳ୍ପନା କରାଯାଇଛି,!-->…
Read More...
Read More...
ମହାନଦୀ ଧାରାର ବାର୍ଷିକ ଉତ୍ସବ ଉତ୍ସାହ -୨୦୨୬ ଅନୁଷ୍ଠିତ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରରେ ଗଢ଼ି ଉଠିଥିବା ଲୋକପ୍ରିୟ ଶିକ୍ଷାନୁଷ୍ଠାନ ମହାନଦୀ ଧାରାର ବାର୍ଷିକ ଉତ୍ସବ "ଉତ୍ସାହ - ୨୦୨୬" ପାଳନ ହୋଇଯାଇଛି । ଏହି ଉତ୍ସବରେ ବିଶିଷ୍ଟ ଅତିଥିମାନେ ଯୋଗଦେଇ କାର୍ଯ୍ୟକ୍ରମର ପ୍ରଥମ ଦିନକୁ ସଫଳ କରିଛନ୍ତି । ମୁଖ୍ୟ ଅତିଥି!-->…
Read More...
Read More...
ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ଅକ୍ସିଜନ୍ ପ୍ଲାଣ୍ଟ ଅଚଳ : ରୋଗୀ ହନ୍ତସନ୍ତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୪ ମାସ ହେଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅକ୍ସିଜନ୍ ପ୍ଲାଣ୍ଟ ଅଚଳ ଅବସ୍ଥାରେ ପଡ଼ିରହିଛି । ଏହା ଏକ ସଂଗ୍ରହାଳୟ ଭଳି ଜନସାଧାରଣଙ୍କ ନିମନ୍ତେ ଦୃଶ୍ୟମାନ ହୋଇଛି । ଛତ୍ରପୁର ହସ୍ପିଟାଲର ସ୍ୱାସ୍ଥ୍ୟ ସେବାରେ ରୋଗୀସେବାରେ ବ୍ୟାହତ ହୋଇଛି । ରୋଗୀ!-->…
Read More...
Read More...
ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୂକ୍ତିକରଣ ଶିବିର
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପ-ଜିଲ୍ଲାପାଳ ଅବିନାଶ କୁମାରଙ୍କ ନିର୍ଦ୍ଦେଶକ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଦୁଇ ଗୋଟି ଆର୍ଥିକ ସାକ୍ଷରତା ଶିବିର ତା ୧୭.୦୧.୨୦୨୬ ରିଖରେ ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ!-->…
Read More...
Read More...
ରୁଗୁଡ଼ିଖାଲରେ ବିଶ୍ଵଶାନ୍ତି ମାନସ ଯଜ୍ଞ ଆରମ୍ଭ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଥାନା ଆଗଲପୁର ବ୍ଲକ ଵେନ୍ଦ୍ରା ରଘୁନାଥ ମଠର ମହନ୍ତ ଯମୁନା ଦାସ ମହାରାଜ ଏବଂ ଝରେଇବାହାଲି ମଠାଧୀଶ ବଳରାମ ଦାସଙ୍କ ମିଳିତ ପୌରହିତ୍ୟରେ ସ୍ଥାନୀୟ ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ନିମିତ୍ତ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ!-->…
Read More...
Read More...
ଆଦର୍ଶ ଶିକ୍ଷକ ତଥା ସମାଜସେବୀ ସ୍ଵର୍ଗତ କୃଷ୍ଣଚନ୍ଦ୍ର ଧରୁଆଙ୍କ ଧର୍ମପତ୍ନୀ ବୈଦେୟୀଙ୍କ ପରଲୋକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଲୁହୁରେନ ବାହାଲି ଗାଁର ଜଣାଶୁଣା ସ୍ୱର୍ଗତ କୃଷ୍ଣଚନ୍ଦ୍ର ଧରୁଆଙ୍କ ଧର୍ମପତ୍ନୀ ବୈଦେୟୀ ଧରୁଆଙ୍କ ପରଲୋକ ହୋଇଯାଇଛି । ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ!-->…
Read More...
Read More...
ମୁରିବାହାଲ ବ୍ଲକସ୍ତରୀୟ ମକର ମେଳା ମହୋତ୍ସବ ଉଦଯାପିତ
ଯମୁନା ପାହାଡ଼ର ପାରିପାର୍ଶ୍ୱିକ ଉନ୍ନୟନ କରାଯିବ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମ ପାହାଡ ଉପରେ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ବ୍ଲକସ୍ତରୀୟ ତୃତୀୟ ବର୍ଷ ମକର ମେଳା ମହୋତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ!-->!-->!-->…
Read More...
Read More...
ଲେବଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପିଏମଶ୍ରୀ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଲେବଡାଠାରେ ପ୍ରଥମ ପିଏମଶ୍ରୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ!-->…
Read More...
Read More...