Browsing Category
ଓଡିଶା
ଆଦିବାସୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଶୀତକାଳୀନ ଶିବିର ଉଦଯାପିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ୨ଟି ୟୁନିଟର ଏକ ସପ୍ତାହ ବ୍ୟାପୀ ଆୟୋଜିତ ଶୀତକାଳୀନ ସେବା ଶିବିର ବଡଗାଁ ପୋଷ୍ୟଗ୍ରାମରେ ଉଦଯାପିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡ. ବିଭୂତି ଭୂଷଣ!-->…
Read More...
Read More...
ନୂତନ ବର୍ଷର ବନ୍ଧୁମିଳନ ସହ “କରେନ୍ଦ୍ର ମାଝୀ ସ୍ମୃତି କମିଟି” ଗଠନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଆଦିବାସୀ ନେତା ତଥା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଦୁଇ ଦୁଇ ଥର ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ପରେ ତାଙ୍କ ସହଯୋଗୀମାନଙ୍କୁ ନେଇ ଇଂରାଜୀ ନୂତନ ବର୍ଷ ଅବସରରେ ଗୁମା ପଞ୍ଚାୟତ ଉଷାବାଲି ଠାରେ ଏକ ବନ୍ଧୁମିଳନ!-->…
Read More...
Read More...
ମ୍ୟୁଜିକ୍ ସର୍କଲ ପରିଚାଳିତ ସ୍ପ୍ରିଂଭେଲି ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ମ୍ୟୁଜିକ୍ ସର୍କଲ ପରିଚାଳିତ ସ୍ପ୍ରିଂଭେଲି ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉଭୟ ଇଂରାଜୀ ଏବଂ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ!-->…
Read More...
Read More...
ଦ୍ୱିଦିବସୀୟ ସ୍କୁଲ ସ୍ତରୀୟ ଚେସ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ
ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ପ୍ରାୟୋଜିତ ଦ୍ୱିଦିବସୀୟ ସ୍କୁଲ ସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ସଂଘ ପରିସରରେ ଆରମ୍ଭ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତା ସାଂସ୍କୃତିକ ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି!-->…
Read More...
Read More...
ହେଲୋ କିଡସ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ସହରର ହେଲୋ କିଡସ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ସକାଳେ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ସ୍କୁଲ ପରିଚାଳକ ଫେଜ୍ ମହମ୍ମଦ ଖାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
Read More...
Read More...
ପାଇକମାଲ ସରକାରୀ ଆୟୁର୍ବେଦ ଚିକିତ୍ସାଳୟରେ ନିଦାନ କେନ୍ଦ୍ର ଉଦଘାଟିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଆୟୁର୍ବେଦ ଚିକିତ୍ସାଳୟରେ ଆଜି ନୂତନ ନିଦାନ କେନ୍ଦ୍ରକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚିକିତ୍ସକ ମାନେ ନିସ୍ୱାର୍ଥ!-->…
Read More...
Read More...
ଫୋଲ୍ଡସ୍କୋପ୍ର ଉପଯୋଗିତା ଉପରେ ସ୍ୱତନ୍ତ୍ର ବକ୍ତୃତା ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ସ୍ନାତକୋତ୍ତର ପ୍ରାଣୀ ବିଜ୍ଞାନ ଓ ଉଦ୍ଭିଦ ବିଜ୍ଞାନ ବିଭାଗ ଏବଂ ଆଇକ୍ୟୁଏସିର ମିଳିତ ଆନୁକୂଲ୍ୟରେ ‘ଜୀବବିଜ୍ଞାନ କ୍ଷେତ୍ରରେ ଫୋଲ୍ଡସ୍କୋପ୍ର ପ୍ରୟୋଗ’ ଶୀର୍ଷକ ଏକ ସମ୍ମାନଜନକ ବକ୍ତୃତା!-->…
Read More...
Read More...
ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ୭୩ ତମ ଜୟନ୍ତୀ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା, ଇସ୍ପାତ ନଗର କମିଟି ତରଫରୁ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ତଥା ମହାସଭାର ସଭାପତି ଦିଲ୍ଲୀପ ରାୟଙ୍କ ୭୩ତମ ଜୟନ୍ତୀ ମହସଭାର ଖଡ୍ଗ ଭବନ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ମହାସଭାର ସାଧାରଣ ସମ୍ପାଦକ ଶଶଧର!-->…
Read More...
Read More...
ରାଉରକେଲାରେ ବିମାନ ଦୁର୍ଘଟଣା
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା । ଜରୁରୀ ଅବତରଣ ବେଳେ କଂସର ଅଚଂଳରେ ବିମାନ କ୍ରାସ୍ । ପାଇଲଟଙ୍କ ସହ ୬ ଗୁରୁତର । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାସ୍ଥଳରେ ରଘୁନାଥପାଲି ଥାନା ପୁଲିସ!-->…
Read More...
Read More...
ରାଉରକେଲାର ଚିତ୍ର ଶିଳ୍ପୀ ସୁନ୍ଦର ବନରେ ସମ୍ମାନିତ
ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ବଙ୍ଗର କାକଦ୍ୱୀପ ଠାରେ ଅବସ୍ଥିତ ସୁନ୍ଦରବନ ଆର୍ଟ ଏକାଡେମୀର ବାର୍ଷିକ ଉତ୍ସବ ଗତମାସ ୨୭ ତାରିଖ ଦିନ ଚିତ୍ରକଳା ପ୍ରଦର୍ଶନୀ ଓ ଚିତ୍ରଶିଳ୍ପୀ ସମ୍ମାନ ପ୍ରଦାନ ମହା ଆଡ଼ମ୍ବରରେ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ରାଉରକେଲା ସାତ ନମ୍ବର!-->…
Read More...
Read More...