Browsing Category

ଓଡିଶା

ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବରୋବାହାଲ ସ୍ଥିତ ନିମ୍ନ ଇନ୍ଦ୍ର ପ୍ରକଳ୍ପ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ଫଟୋ ଚିତ୍ରରେ
Read More...

ଶିଶୁ ଯତ୍ନ ଅନୁଷ୍ଠାନରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅଧିନସ୍ଥ ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାର ଦ୍ଵାରା ପରିଚାଳିତ ଶିଶୁ ଯତ୍ନ ଅନୁଷ୍ଠାନରେ ସୋମବାର ଓ ମଙ୍ଗଳବାର ଦୁଇ ଦିନ ଧରି ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ
Read More...

ଦେଓଗାଁରେ ମୁକ୍ତ ବିଦ୍ୟାଳୟରେ ଡ୍ରପ ଆଉଟ୍ ପିଲାଙ୍କ ପ୍ରବେଶ ଶିବିର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ ସଂଗଠନ ଓ ଜାତୀୟ ମୁକ୍ତ ବିଦ୍ୟାଳୟ ସଙ୍ଗଠନରେ ନାମଲେଖା ପାଇଁ ଏକ ପ୍ରବେଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଦେଓଗାଁ ବ୍ଲକ ଅଞ୍ଚଳରେ ୧୦ମ ଶ୍ରେଣୀରେ ପହଞ୍ଚିବା ପୂର୍ବରୁ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସ : କପିଲାଭଟାକୁ ହରାଇ ମନିଗାଁ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ
Read More...

ଜାତୀୟ ସ୍ତରରେ ଓଡ଼ିଶାର ଗୌରବ ଡ଼ଃ ସୀତାକାନ୍ତ କରଙ୍କୁ ‘ଜ୍ୟୋତିଷ ବଶିଷ୍ଠ’ ଉପାଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତୀୟ ଜ୍ୟୋତିଷ ଓ ବାସ୍ତୁଶାସ୍ତ୍ରର ପ୍ରାଚୀନ ଓ ଗଭୀର ପରମ୍ପରାକୁ ନୂତନ ଗବେଷଣାତ୍ମକ ଦୃଷ୍ଟିକୋଣରେ ପ୍ରସ୍ତୁତ କରୁଥିବା ବିଦ୍ୱାନମାନଙ୍କ ମଧ୍ୟରେ ଓଡ଼ିଶାର ନାମକୁ ଜାତୀୟ ସ୍ତରରେ ଉଜ୍ଜ୍ୱଳ କରିଛନ୍ତି ଡ଼ଃ ସୀତାକାନ୍ତ କର । ବୁଦ୍ଧ ବିହାର, ଭୁବନେଶ୍ୱରରେ
Read More...

୨୪ କୁଣ୍ଡୀୟ ରାଷ୍ଟ୍ର ଶୌର୍ଯ୍ୟ ସମୃଦ୍ଧି ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ବିଶାଳ କଳସ ଶୋଭାଯାତ୍ରା

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ରାଷ୍ଟ୍ରୀୟ ଶୌର୍ଯ୍ୟ ସମୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ଏକ ବିଶାଳ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ୧୦୦୦ରୁ ଅଧିକ ମହିଳା କଳସ
Read More...

ଉନ୍ନୟନ ମୂଳକ କାର୍ଯ୍ୟରେ ଗୋପାଳପୁର ଏନ.ଏ.ସି.ରେ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଆମ୍ ଆଦମୀ ପାର୍ଟି ପକ୍ଷରୁ ବିକ୍ଷୋଭ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆଜକୁ ତିନି ବର୍ଷ ହେଲା ହୋଇଆସିଥିବା ଉନ୍ନୟନ ମୂଳକ କାର୍ଯ୍ୟରେ ଅର୍ଥ ଆତ୍ମସାତ ସାଂଗକୁ ବ୍ୟାପକ ଦୁର୍ନୀତି, କାର୍ଯ୍ୟରେ ଅନିୟମିତତା ହୋଇଥିବା ଆମ୍ ଆଦମୀ ପାର୍ଟି ପକ୍ଷରୁ ଅଭିଯୋଗ ହୋଇଛି । ଆମ୍ ଆଦମୀ
Read More...

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଗୁଲମୀ ଫରେଷ୍ଟର ଅଶୋକ ନାଏକ : ଲାଞ୍ଚ ୧୦ହଜାର ଟଙ୍କା ସହ ମୋଟ ୧୨ହଜାର ଟଙ୍କା ଜବତ

ରେଙ୍ଗାଲ ଗଛ କାଟିବା ବାବଦ ପାଇଁ ନେଉଥିଲେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ କାବୁ କରିଥିଲା ବଲାଙ୍ଗିର ଭିଜିଲାନ୍ସ ଟିମ । ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ
Read More...

ବ୍ରହ୍ମପୁରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆଜି ୧୧.୦୦ ଘଣ୍ଟା ସମୟରେ ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର, ଭା.ପ୍ର.ସେ ଅଧ୍ୟକ୍ଷତାରେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର
Read More...

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଘାଟିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଦ୍ଵାରା ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସ୍ଥାନୀୟ ନାରୀ କଲ୍ୟାଣ କେନ୍ଦ୍ର ପଡିଆ ଠାରେ ଦୁଇ ଦିନିଆ କାର୍ଯ୍ୟକ୍ରମର ଉଦଘାଟନ ହୋଇଯାଇଛି । ଜିଲ୍ଲାର ୧୭ ଗୋଟି ବ୍ଲକରୁ ୧୨୦୦ରୁ ଅଧିକ ସଂଖ୍ୟାରେ
Read More...