Browsing Category
ଓଡିଶା
ଚଳିତ ଆର୍ଥିକ ବର୍ଷର ପ୍ରଥମ ତିନୋଟି ତ୍ରୈମାସରେ ପୁଞ୍ଜିଗତ ବ୍ୟୟର 80 ପ୍ରତିଶତରୁ ଅଧିକ ଉପଯୋଗ କଲା ଭାରତୀୟ ରେଳବାଇ
ସୁରକ୍ଷା, କ୍ଷମତା ବୃଦ୍ଧି, ଭିତ୍ତିଭୂମି ଆଧୁନିକୀକରଣ ଏବଂ ଯାତ୍ରୀ ସୁବିଧା ଲାଗି ହୋଇଛି ବିପୁଳ ବ୍ୟୟ
ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ରେଳବାଇ 2025-26 ଆର୍ଥିକ ବର୍ଷରେ ସକଳ ବଜେଟ୍ ସହାୟତାର 80.54 ପ୍ରତିଶତ ବ୍ୟୟ କରିଛି। ଚଳିତ ଆର୍ଥିକ ବର୍ଷରେ ମୋଟ୍ 2,52,200 କୋଟି ଟଙ୍କା!-->!-->!-->…
Read More...
Read More...
ରମ୍ଭା କପ ସିଜନ -୪ : ଫାଇନାଲରେ ରମ୍ଭା କ୍ରିକେଟ କ୍ଲବ ବିଜୟୀ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରମ୍ଭା ହାଇସ୍କୁଲ ମିନି ଷ୍ଟାଡିୟମରେ ରମ୍ଭା କପ୍ ସିଜନ-୪ ପକ୍ଷରୁ ସଂଗଠିତ ଅନ୍ତଃରାଜ୍ୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୧୩ତମ ଦିନରେ ଆଇ.ସି.ସି. ଇଛାପୁରମ୍ ସହ ରମ୍ଭା କ୍ରିକେଟ କ୍ଲବ ମଧ୍ୟରେ ଖେଳ ରବିବାର ଅନୁଷ୍ଠିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ!-->…
Read More...
Read More...
ହିଞ୍ଜିଳିରେ ବେଆଇନ ବାଲି ଦୁର୍ନୀତି, ଜମି ଦୁର୍ନୀତି, ଅବାଧ ମଦ ବିକ୍ରି ପ୍ରତିବାଦରେ ଆମରଣ ଅନଶନ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ବେଆଇନ ବାଲିଦୁର୍ନୀତି, ମଦ ବିକ୍ରି, ଜମି ଦୁର୍ନୀତି, ଅବୈଧ ଗୃହନିର୍ମାଣ ଚାଲିଥିବା ଅଭିଯୋଗରେ କଂଗ୍ରେସ୍ ପାର୍ଟି ନେତାଙ୍କ ପକ୍ଷରୁ ସୋମବାର ଦିନ ଅମରଣ ଅନଶନ କରିଥିବା ଜଣାଯାଇଛି । ପ୍ରକାଶ ଯେ, ହିଞ୍ଜିଳିକାଟୁ!-->…
Read More...
Read More...
ଭୂମିସୂତା ପଣ୍ଡାଙ୍କ ପରଲୋକ
ବରଗଡ, ( ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଅତାବିରା ଏନ୍ଏସି ରେଙ୍ଗାଲିକେମ୍ପ ସ୍ୱର୍ଗତ ଭକ୍ତ ଚରଣ ପଣ୍ଡାଙ୍କ ପତ୍ନୀ ଭୂମିସୂତା ପଣ୍ଡା(୭୭)ଙ୍କ ସୋମବାର ଅପରାହ୍ନରେ ବରଗଡ଼ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ବାର୍ଦ୍ଧକ୍ୟଜନିତ ବିଭିନ୍ନ ସମସ୍ୟା!-->…
Read More...
Read More...
ପାଟଣାଗଡ଼ ପୁରୁଣା ଡାକ୍ତରଖାନାରେ ଓ.ପି.ଡ଼ି ଏବଂ ମେଡ଼ିସିନ ବିଭାଗ ଖୋଲିବାକୁ ଦାବୀ
ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ପାଟଣାଗଡ଼ ସହର ପାଟଣାଗଡ଼ ଉପଖଣ୍ଡ ତଥା ପଡ଼ୋଶୀ ବ୍ଲକର ଜନସାଧାରଣ, ରୋଗୀମାନେ ନିର୍ଭର କରିଥାନ୍ତି । ବତ୍ର୍ତ୍ତମାନ ସେହି ଡାକ୍ତରଖାନା ନୂଆ ହୋଇ ନିର୍ମାଣ ହୋଇଥିବା ବିଲଡିଂକୁ ଡାକ୍ତରଖାନା ସ୍ଥାନାନ୍ତର ହୋଇଛି । ଏହାକୁ ଅଞ୍ଚଳବାସୀ ସ୍ୱାଗତ!-->…
Read More...
Read More...
ଲକ୍ଷ୍ମୀପୁର ଗ୍ରାମରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଡ଼ିଓ ସମ୍ବିତ୍ ସଂଗ୍ରାମଜିତ୍ ସାହୁ, ତହସିଲଦାର ଶ୍ରୀମତୀ ଦିବ୍ୟା ମହାନ୍ତି,!-->…
Read More...
Read More...
ବାଲିଗୁଡା ଉପଖଣ୍ଡରେ ୨ ଘଣ୍ଟିଆ ବନ୍ଦ ଡାକରା ଦେଲା ଓଡିଶା ମେଡିକାଲ ସେବା ସଂଘ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓଏମସା)ର ଡାକରାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର, ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ମାନଙ୍କର ଦାବି ପୂରଣ ନହେବାରୁ ସରକାରୀ!-->…
Read More...
Read More...
ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍ଘାଟିତ
ବଲାଙ୍ଗିର, (କେପିଏନ୍ଏସ୍) : ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଉଦଘାଟକ ଭାବରେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଯୋଗଦେଇ ଉଦଘାଟନ କରିଥିବା ବେଳେ!-->…
Read More...
Read More...
ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
"ଆତ୍ମ ବିଶ୍ୱାସ ହେଉଛି ସବୁଠୁ ବଡ ଶକ୍ତି"
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନୂତନ!-->!-->!-->…
Read More...
Read More...
ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୨୮ଟି ଅଭିଯୋଗ ପତ୍ର ଦାଖଲ!-->…
Read More...
Read More...