Browsing Category
ଓଡିଶା
ବିଧାୟକଙ୍କ ସହଯୋଗ ଫଳରେ ଚିକିତ୍ସା ପାଇଁ କଟକ ଗଲେ ମିଟୁ
ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଇସ୍ପାତ ସହରାଞ୍ଚଳର ସେକ୍ଟର-୧୬ ରେ ରହୁଥିବା ମିଟୁ ଗୌଡ଼ ଗତ ପ୍ରାୟ ୬ମାସ ତଳେ କୌଣସି ଏକ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇ କଟକରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ ।!-->…
Read More...
Read More...
ବଡ଼ନୂଆଗାଁ ମିଶନ ବିଦ୍ୟାଳୟରେ ଶତ ବାର୍ଷିକ ଉତ୍ସବ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଢେଲୁଆ ଗ୍ରାମ ପଂଚାୟତ ଅନ୍ତର୍ଗତ ବଡ଼ ନୂଆଗାଁ ମିଶନ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉର୍ମିଳା କିରଣ ବେକଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ!-->…
Read More...
Read More...
ପଦ୍ମପୁର ଉପଖଣ୍ତ ସାମ୍ବାଦିକ ସଂଘର ସାଧାରଣ ସଭା ଓ କର୍ମକର୍ତ୍ତା ଚୟନ
ବଡ ସଭାପତି, ଅଶ୍ୱିନୀ ସଂପାଦକ, ସୁରଥ କୋଷାଧ୍ୟକ୍ଷ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ସାମ୍ବାଦିକ ସଂଘର ସାଧାରଣ ସଭା ନୃସିଂହନାଥ ବିନ୍ଧ୍ୟବାସିନୀ ଯାତ୍ରୀ ନିବାସରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ସାମ୍ବାଦିକ ମାନଙ୍କ ଆୟୋଜନ କ୍ରମେ ସଭାପତି ବଡ!-->!-->!-->…
Read More...
Read More...
ଯୁବକବି ସୁଜିତ କୁମାର ସତପଥିଙ୍କୁ ମୟୁରଭଞ୍ଜ ପୁସ୍ତକ ମେଳା ସାରସ୍ୱତ ପୁରସ୍କାର -୨୦୨୬
ମୟୁରଭଞ୍ଜ : ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ଦ୍ୱାଦଶ ତମ ମୟୁରଭଞ୍ଜ ପୁସ୍ତକ ମେଳା ସାରସ୍ୱତ ପୁରସ୍କାର ୨୦୨୬ କବିତା ବିଭାଗ ପାଇଁ ଯୁବକବି ସୁଜିତ କୁମାର ସତପଥିଙ୍କୁ ସମ୍ମାନିତ କରାଯାଇଛି । ପଶ୍ଟିମା ପ୍ରକାଶନ ଭୁବନେଶ୍ୱରଙ୍କ!-->…
Read More...
Read More...
ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ । ଏଥିରେ ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା ।!-->…
Read More...
Read More...
ଯତରା -୨୦୨୬ର ପ୍ରସ୍ତୁତି ଜିଲ୍ଲା ପ୍ରଶାସନର ସାମ୍ବାଦିକ ସମ୍ମିଳନୀ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଚଳିତ ଫେବୃଆରୀ ୮ ରୁ ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ ଠାରେ ଅନୁଷ୍ଠିତ ହେବ ଜିଲ୍ଲା ମହୋତ୍ସବ ଯତରା -୨୦୨୬ । ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସଦଭାବନା ଭବନ ଠାରେ ଏକ!-->…
Read More...
Read More...
ରଶ୍ମିପ୍ରଭା ପତ୍ରିକା ପକ୍ଷରୁ ବିଦ୍ୟାଳୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରରୁ ଗତ କିଛିବର୍ଷ ଧରି ପ୍ରକାଶିତ ତ୍ରୟମାସିକ ସାହିତ୍ୟ ପତ୍ରିକା ରଶ୍ମିପ୍ରଭା ପକ୍ଷରୁ ବିଭିନ୍ନ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସେକ୍ଟର-୭ ସ୍ଥିତ ଇସ୍ପାତ ସାହିତ୍ୟ ସଂସଦ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମ!-->…
Read More...
Read More...
ୱାର୍ଡରେ ପୌର ପ୍ରଶାସନ ଜନ ଶୁଣାଣି କାର୍ଯ୍ୟକ୍ରମ : ଟିଟିଲାଗଡ଼ ୱାର୍ଡ ନମ୍ବର ୨ ରୁ ଆରମ୍ଭ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଲୋକଙ୍କ ସରକାର ଯାହାକି ମୋହନ ମାଝୀ, ଲୋକଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବା ହେଉ କି ନିଜ ୱାର୍ଡର ଅସୁବିଧା ବିଷୟରେ ଜଣେଇବାକୁ ହେଲେ ଆଗ କାର୍ଯ୍ୟାଳୟକୁ ଯିବାକୁ ପଡୁଥିଲା । ଏବେ ତାହାକୁ ହୃଦୟଙ୍ଗମ କରି ଆହୁରି ସରଳ ଉପାୟରେ ଲୋକଙ୍କ ନିକଟକୁ!-->…
Read More...
Read More...
ଗେର୍ଡି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଗେର୍ଡି ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ସଞ୍ଜୀବ କୁମାର ଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ:ଶ: ଡୁଙ୍ଗୁରିପାଲି ସରପଞ୍ଚ ସଦାଶିବ!-->…
Read More...
Read More...
ସନ୍ଥ ରବି ଦାସଜୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଭାରତୀୟ ଜନତା ପାର୍ଟି ସୁବର୍ଣ୍ଣପୁର ଜିଲ୍ଲା ଶାଖା ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ସନ୍ଥ ରବି ଦାସଜୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସୋନପୁର ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ଅଟଳ ବିହାରୀ ବାଜପେୟୀ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ!-->…
Read More...
Read More...