Browsing Category
ଓଡିଶା
ଧର୍ମପରାୟଣ ବ୍ୟକ୍ତି ଗଣପତି ସାହୁଙ୍କ ପରଲୋକ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମପଞ୍ଚାୟତର ରଘୁନାଥପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ତାରାତାରିଣୀ ରାଇସ ମିଲ୍ ମାଲିକ, ଧର୍ମପରାୟଣ ବ୍ୟକ୍ତି ଗଣପତି ସାହୁଙ୍କର ଇତିମଧ୍ୟରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ!-->…
Read More...
Read More...
ବିକାଶ ସ୍କୁଲ ପକ୍ଷରୁ କ୍ୟାରିୟର କାଉନସେଲିଂ ଓ ପୁରସ୍କାର ବିତରଣ ଉତ୍ସବ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ଠାରେ ବିକାଶ ସ୍କୁଲ ଶାସନ ପକ୍ଷରୁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଦ୍ୟା ବିକାଶ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ ଓଡ଼ିଶା ମୁଖ୍ୟ ପ୍ରଶାସନିକ ଅଧିକାରୀ ସଞ୍ଜୀବ!-->…
Read More...
Read More...
ପଏଁରୀ ତିହାର ଉଦ୍ଯାପିତ : ଡାଲଖାଇ ଓ ଚପ୍ କରାଟି ଗୀତ ନାଚରେ ଝୁମିଲେ ଦର୍ଶକ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ତିନିଦିନ ଧରି ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ପଏଁରୀ ତିହାର- ୨୦୨୬ ଉଦଯାପିତ ହୋଇଯାଇଛି । ସୁବର୍ଣ୍ଣପୁର ହେଉଛି କଳାର ମାଟି ଏଠାରେ ବର୍ଷର ପ୍ରାୟ ସବୁ ସମୟରେ ବିଭିନ୍ନ ପ୍ରକାର ସାଂସ୍କୃତିକ ଏବଂ ପାରମ୍ପରିକ କାର୍ଯ୍ୟକ୍ରମ ଆୟୋଜିତ!-->…
Read More...
Read More...
ଅଙ୍ଗନଦୀ ପୋଲ ଉପରେ ବାଇକକୁ ଧକ୍କା ଦେଲା ଟାଟାଏସ ଗାଡି : କକା-ପୁତୁରା ମୃତ,
ଅଧାରେ ରହିଲା ଭଉଣୀ ବାହାଘର କାର୍ଡ ବଂଟନ
ସାଲେଭଟା, (କେପିଏନ୍ଏସ୍) : ଆଜି ମଧ୍ୟାହ୍ନରେ ଚେରୁପାଲି-ସାଲେଭଟା ଅଙ୍ଗନଦୀ ପୋଲ ଉପରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ କାକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ପ୍ରାପ୍ତ ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା!-->!-->!-->…
Read More...
Read More...
ନୃସିଂହନାଥରେ ବୁଡ଼ ପକାଇଲେ ବରଗଡ଼ ଧନୁଯାତ୍ରାର କଳାକାର ଗଣ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମହା ସମାରୋହରେ ପାଳିତ ହୋଇଯାଇଛି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଏହି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ୨୪ ଡିସେମ୍ବରରୁ ଆରମ୍ଭ ହୋଇ ୩ ଜାନୁୟାରୀ ଯାଏ ମହା ଆଡମ୍ବରରେ ପାଳିତ ହୋଇଥିଲା । ବିଶ୍ୱର ସର୍ବ ବୃହତ!-->…
Read More...
Read More...
କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡାରେ ମଶାଲ ଶୋଭାଯାତ୍ରା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି । ପ୍ରଥମେ ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ସାପାଗାଣ୍ଡା ସ୍ଥାନରୁ ଏହି ମଶାଲ ବାହାରି ତୁମୁଡିବନ୍ଧ ବ୍ଲକ ଓ କୋଟଗଡ଼ ବ୍ଲକ ପରିକ୍ରମା କରି!-->…
Read More...
Read More...
ସୋମନାଥ ସ୍ୱାଭିମାନ ପର୍ବ – ୧୦୦୦ ବର୍ଷ (୧୦୨୬- ୨୦୨୬)ର ଏକ ଅତୁଟ ଆସ୍ଥା
ନରେନ୍ଦ୍ର ମୋଦୀ
ସୋମନାଥ… ଏହି ଶବ୍ଦଟିକୁ ଶୁଣିବା ମାତ୍ରେ ଆମମାନଙ୍କ ହୃଦୟ ଓ ମନରେ ଗର୍ବ ଏବଂ ଗୌରବର ଏକ ଭାବନା ଆପେ ଜାଗ୍ରତ ହୋଇଥାଏ । ଏହା ହେଉଛି ଭାରତର ଆତ୍ମାର ଶାଶ୍ୱତ ଆହ୍ୱାନ । ଏହି ଭବ୍ୟ ମନ୍ଦିର ଭାରତର ପଶ୍ଚିମ ତଟରେ ଗୁଜରାଟ ରାଜ୍ୟରେ ପ୍ରଭାସ ପତନ ନାମକ ସ୍ଥାନରେ ଅବସ୍ଥିତ ।!-->!-->!-->…
Read More...
Read More...
ଟିଟିଲାଗଡ଼ ଶ୍ରୀରାମ ଉପବନ କୁମ୍ଭୀପଡ଼ା ଠାରେ ଗାୟତ୍ରୀ ପରିବାରର ବନ୍ଧୁ ମିଳନ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରବିବାର ଦିନ ସକାଳ ୯ଟାରେ ଟିଟିଲାଗଡ଼ ନିକଟସ୍ଥ କୁମ୍ଭୀପଡ଼ା ଶ୍ରୀରାମ ଉପବନ ଠାରେ ବଲାଙ୍ଗିର ଜିଲ୍ଲା ଗାୟତ୍ରୀ ପରିବାରର ବନ୍ଧୁ ମିଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଥମେ ଅତିଥି ମାନଙ୍କୁ ମଞ୍ଚ ଉପରକୁ ଆମନ୍ତ୍ରଣ କରିବା ପରେ ପ୍ରଦୀପ!-->…
Read More...
Read More...
ସୁବର୍ଣ୍ଣପୁରରେ ଅଷ୍ଟାଦଶ ମହୁରି ମହୋତ୍ସବ ଅନୁଷ୍ଠିତ
ସାହିତ୍ୟ ଜଗତରେ ମହୁରିର ଭୂମିକା ଅନବଦ୍ୟ, ଅନନ୍ୟଡ. ପ୍ରୀତିଧାରା ସାମଲ ଓ ଡ. ନୃପରାଜ ସାହୁଙ୍କୁ ମହୁରି ସମ୍ମାନ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ମଣିଷ ମନର ଆବେଗକୁ ପରିପ୍ରକାଶ କରିବା ପାଇଁ ସାହିତ୍ୟ ହିଁ ଏକମାତ୍ର ଉପଯୁକ୍ତ ମାଧ୍ୟମ । ସାହିତ୍ୟ ସାଧନା ସୁଖ, ଦୁଃଖ, ଅଭାବ ଓ!-->!-->!-->…
Read More...
Read More...
ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ଵିତୀୟ ଦିବସ : ବଙ୍କାପୁର ଦଳକୁ ହରାଇ ତେତେଲପଡା ଦଳ ବିଜୟୀ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଲଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଦ୍ଵିତୀୟ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର!-->…
Read More...
Read More...