Browsing Category
ଓଡିଶା
ଜାନୁୟାରୀ ୨୨ରୁ ୨୬ ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦିକ୍ଷଣ ଗୃହ (ସର୍କିଟ ହାଉସ) ସମ୍ମିଳନୀ ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଗୋପାଳପୁର ବିଧାୟକ ତଥା ବାଣିଜ୍ୟ, ପରିବହନ,!-->…
Read More...
Read More...
ଅବସରପ୍ରାପ୍ତ ପୋଲିସ ଅଫିସର ଆସୋସିଏସନର ନୂଆବର୍ଷକୁ ସ୍ୱାଗତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅବସରପ୍ରାପ୍ତ ପୋଲିସ ଅଫିସର୍ସ କଲ୍ୟାଣ ଆସୋସିଏସନ ତରଫରୁ ପୁରାତନ ବର୍ଷ ୨୦୨୫କୁ ବିଦାୟ ଜଣାଇ ନୂଆବର୍ଷ ୨୦୨୬କୁ ସ୍ୱାଗତ କରିବା ସହ ଆସନ୍ତା ମକର ସଂକ୍ରାନ୍ତିର ଅଭିନନ୍ଦନ ଜ୍ଞାପନ କରାଯାଇଛି । ଆସୋସିଏସନର ବରିଷ୍ଠ ଉପସଭାପତି ପୂର୍ଣ୍ଣଚନ୍ଦ୍ର!-->…
Read More...
Read More...
ଇଂରାଜୀ ନବବର୍ଷ ଉପଲକ୍ଷେ ଶ୍ରଦ୍ଧାରେ ବନ୍ଧୁ ମିଳନ ଉତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : କାର୍ଯ୍ୟକାରୀ ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ପୌରାହିତ୍ୟରେ ଏବଂ କାର୍ତ୍ତିକ ଚନ୍ଦ୍ର ପାଣ୍ଡବଙ୍କ ଆବାହକତ୍ୱରେ ଭିନ୍ନକ୍ଷମଙ୍କ ଅନୁଷ୍ଠାନ ଶ୍ରଦ୍ଧା ଠାରେ ନବବର୍ଷ ଉପଲକ୍ଷେ ଅନୁଷ୍ଠାନର ପରିଚାଳନା କମିଟି ପୁରାତନ ଓ ବର୍ତ୍ତମାନର ସଦସ୍ୟ, ଶିକ୍ଷକ!-->…
Read More...
Read More...
ଜଗତ କଲ୍ୟାଣ ପାଇଁ ମହୁଲପାଲି ଠାରେ ୧୭ତମ ଅଙ୍ଗ ଆଳତୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଜୀବନ ଧାରା ବୋଲାଉଥିବା ଅଙ୍ଗ ନଦୀରେ ଆଜି ଶନିବାର ପୌଷ ପୂର୍ଣ୍ଣିମା ଅବସରରେ ସନ୍ଧ୍ୟା ୬ଘଣ୍ଟା ସମୟରେ ଐତିହାସିକ ୧୭ଶ ଅଙ୍ଗ ଆଳତୀ କରାଯାଇଛି । ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଲତାକୁ!-->…
Read More...
Read More...
ଆସ ମାଗି ଯିମା ପୁଷ୍ପୁନିର ଛେର୍ଛେରା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ଏକ ନିଆରା ପର୍ବ ହେଉଛି ପୁଷ୍ପୁନିର ଛେର୍ଛେରା । ଏହି ପର୍ବଟି ପୌଷ ମାସ ପୂର୍ଣ୍ଣିମା ଦିନ ସମସ୍ତ ପୁରପଲ୍ଲୀ, ଗାଁଗଣ୍ଡାରେ ପାଳନ ହୁଏ । ଏହା ଏକ ନିଆରା ପର୍ବ । ଏଥିରେ ସାଜଶଯ୍ୟା ନାହିଁ କି ପୂଜା ପାଠ ନାହିଁ । ଖାଇବା ପିଇବା, ମଜା!-->…
Read More...
Read More...
ଦେଶର ପ୍ରଥମ ଶିକ୍ଷିକା ଫୁଲେବାଇଙ୍କ ଜୟନ୍ତୀ ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାତା ଫୁଲେବାଇଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହରି ଶଙ୍କର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିକ୍ଷକ ବିରଞ୍ଚି ନାରାୟଣ ଦାଶ, ମନୋଜ ତାଣ୍ଡି, ଅଲେଖ!-->…
Read More...
Read More...
ଫ୍ରେଣ୍ଡସ କ୍ଲବ ତରଫରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ତରଫରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆସନ୍ତା ଜାନୁଆରୀ ୫ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳପଡିଆରେ ଆୟୋଜିତ ହେବାକୁ ଯାଉଛି । ଆଜି ଏହି ସଂକ୍ରାନ୍ତରେ ଏକ!-->…
Read More...
Read More...
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପୁଷ୍ୟାଭିଷେକ ଉତ୍ସବ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ ବାନ୍ଧନଘୋର ଗ୍ରାମ ଠାରେ ଥିବା ଶ୍ରୀରାମ ମନ୍ଦିରରେ ପୌଷ ପୂର୍ଣ୍ଣିମା ଅବସରରେ ସପ୍ତମ ପୁଷ୍ୟାଭିଷେକ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ ଓ ଓଡିଶା ସରକାରଙ୍କର ଓଡିଆ!-->…
Read More...
Read More...
ପୁତଲାମହୁଲ ଗ୍ରାମରେ ରାତିରେ ଧାନ ଚୋରି ଉଦ୍ୟମ, ଟ୍ରାକ୍ଟର ସହ ଧରାପଡ଼ିଲେ ୪ ଦୁର୍ବୃତ୍ତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଥାନା ଅନ୍ତର୍ଗତ ମାଟିଆଭଟା ପଞ୍ଚାୟତର ପୁତଲାମହୁଲ ଗ୍ରାମରେ ଶୁକ୍ରବାର ରାତିରେ ଘଟିଥିବା ଧାନ ଚୋରି ଉଦ୍ୟମ ଅଞ୍ଚଳରେ ଭୟ ଓ ଆତଙ୍କ ସୃଷ୍ଟି କରିଛି । ଗ୍ରାମର ଚାଷୀ ଶତ୍ରୁଘନ ସାହୁ ଧାନ ଅମଳ କରି ତାହାକୁ ନିଜ ଖଳାରେ ସଞ୍ଚୟ କରିଥିଲେ । ରାତିର!-->…
Read More...
Read More...
ପ୍ରଗତି ଉତ୍କଳ ସଂଘର ମୋ ପ୍ରିୟ କବି ଓ କବିତା ଆସର
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ନବବର୍ଷ ଉପଲକ୍ଷେ ଏକ ସାରସ୍ଵତ କବିତା " ମୋ ପ୍ରିୟ କବି ଓ କବିତା" ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପସଭାପତି ଡ. ପ୍ରଭାତ!-->…
Read More...
Read More...