Browsing Category
ଓଡିଶା
ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : କର୍ଣ୍ଣିବେଡ଼ାକୁ ହରାଇ ମନମୁଣ୍ଡା ଚମ୍ପିଆନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଦଳ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ!-->…
Read More...
Read More...
ଲୋପ ପାଇଛି ଗ୍ରିଟିଙ୍ଗ : ସୋସିଆଲ ମିଡିଆରେ ନବବର୍ଷର ବାର୍ତ୍ତା ବୃଦ୍ଧି ପାଉଛି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଉ ଦିନକ ପରେ ଇଂରାଜୀ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି । ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା । କିନ୍ତୁ ଏହା ବର୍ତ୍ତମାନ ଲୋପ!-->…
Read More...
Read More...
କ.ନୂଆଗାଁ ବ୍ଲକ ପଞ୍ଚାୟତ ସମିତିର ଏକାଦଶତମ ବୈଠକ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସଭାଗୃହ ଠାରେ ଏକାଦଶ ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକକୁ ଜିପିଇଓ ସ୍ମୃତି ସାଗର ପ୍ରଧାନ ସଂଯୋଜନା କରିଥିବା ବେଳେ ସ୍ୱାସ୍ଥ୍ୟ, ଶିଶୁ ବିକାଶ ଯୋଜନା,!-->…
Read More...
Read More...
ପଦ୍ମପୁରରୁ ବାଂଲାଦେଶୀ ଓ ରୋହିଜ୍ଞାଙ୍କୁ ବିତାଡିତ କରିବା ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବାଙ୍ଗଲାଦେଶରେ ବିଗତ ଦିନରେ ଦେଖା ଯାଉଥିବା ହିଂସା ସମଗ୍ର ବିଶ୍ୱ ପାଇଁ ଚିନ୍ତାର ବିଷୟ ପାଲଟିଛି । ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ନୂତନ ସରକାର ଗଠିତ ହେବା ପରେ ହିନ୍ଦୁ ମାନଙ୍କ ଉପରେ ଅତ୍ୟାଚାର ଚରମ ସୀମାରେ ପହଂଚିଛି । ଡିସେମ୍ବର ୧୮ ତାରିଖରେ ଦୀପୁ!-->…
Read More...
Read More...
ଧର୍ମପରାୟଣା ମହିଳା ନିରବତୀ ବରିହାଙ୍କ ପରଲୋକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ସରଗୁଲ ଗାଁର ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରିବାସୀ ବିଂଝାଲ ଲାଟ ସଭାପତି ହୃଷୀକେଶ ବରିହାଙ୍କ ମା' ନିରବତୀ (୯୨)ଙ୍କ ଗତକାଲି ସରଗୁଲ ସ୍ଥିତି ବାସଭବନରେ ପରଲୋକ ଘଟିଛି । ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ!-->…
Read More...
Read More...
ଅଞ୍ଚଳ ମହାବିଦ୍ୟାଳୟରେ ୫୧ତମ ବାର୍ଷିକ କ୍ରୀଡ଼ା ଉତ୍ସବ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ୫୧ତମ ବାର୍ଷିକ କ୍ରୀଡା ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଯାଇଛି । ଏହି କ୍ରୀଡା ମହୋତ୍ସବକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରି!-->…
Read More...
Read More...
ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ : ପ୍ରୟାଗରାଜକୁ ହରାଇ ରାଞ୍ଚି ମେକନ ଚମ୍ପିୟାନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଚନ୍ଦ୍ରଶେଖର ମିନି ଷ୍ଟାଡିୟମରେ ରାଜିଂ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଚାଲିଥିବା ୨୯ତମ ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ ମଙ୍ଗଳବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ!-->…
Read More...
Read More...
ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଭାପତି ଧନଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂପାଦକଙ୍କ ଦ୍ୱାରା ପୂର୍ବ ବୈଠକର ବିବରଣୀ ପଠନ ଏବଂ ଦୃଢିକରଣ କରାଗଲା । ପରେ ରୋଗରେ ପୀଡିତ!-->…
Read More...
Read More...
ଶେଷ ନିଶାଣ ଉନ୍ମୋଚିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୃଥ୍ୱୀରାଜ ଉଚ୍ଚ ବିଦ୍ୟଳୟର ୧୯୬୨ ବ୍ୟାଚ୍ର ଏକାଦଶ ଶ୍ରେଣୀର ଛାତ୍ରମାନଙ୍କ ବନ୍ଧୁମିଳନ ଆଇ.ଡି.ଏମ୍ ପବ୍ଲିକ ସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜୀବ ଲୋଚନ ବହିଦାରଙ୍କ ପ୍ରବଂଧମାଳା “ଶେଷ ନିଶାଣ” ଉନ୍ମୋଚିତ ହୋଇଥିଲା । ଏ!-->…
Read More...
Read More...
ବଙ୍ଗୋମୁଣ୍ଡାରେ କ୍ରିକେଟ ଲୋକାଲ୍ ଲିଗ – ଇଲାଇଟ ଚେଲେଞ୍ଜର୍ସ ଚାମ୍ପିଆନ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳ ପଡିଆ ଠାରେ ଟାଉନ ଇଲେଭେନ କ୍ରିକେଟ କ୍ଲବ ଓ ଫୁଟବଲ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଚାଲିଥିବା ବଙ୍ଗୋମୁଣ୍ଡା କ୍ରିକେଟ ଲୋକାଲ ଲିଗ ସିଜନ - ୫ ଆଜି ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି ।!-->…
Read More...
Read More...