Browsing Category

ଓଡିଶା

ଛତ୍ରପୁର ବ୍ଲକ କାର୍ଯ୍ୟାଳୟରେ “ବିକାଶର ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସୌଜନ୍ୟରେ "ବିକାଶର ଧାରା ଓଡ଼ିଶା ସାରା" କାର୍ଯ୍ୟକ୍ରମ ବୁଧବାର ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ଓଡ଼ିଶାରେ ଭାଜପା ସରକାର ଅଥବା ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ
Read More...

ବଲାଙ୍ଗିର ଜିଲ୍ଲାର ପର୍ଯ୍ୟଟନ କ୍ଷେତ୍ରକୁ ସମୃଦ୍ଧ କରିବା ଦିଗରେ ଜିଲ୍ଲା ପ୍ରଶାସନ ନୂତନ ପଦକ୍ଷେପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପର୍ଯ୍ୟଟନ କ୍ଷେତ୍ରକୁ ଆହୁରି ସମୃଦ୍ଧ କରିବା ଦିଗରେ ଜିଲ୍ଲା ପ୍ରଶାସନ ନୂତନ ପଦକ୍ଷେପ ଗ୍ରହଣ କରିଛି । ଖପ୍ରାଖୋଲ ବ୍ଲକର ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ବିକାଶ କାର୍ଯ୍ୟ ତ୍ୱରିତ ଗତିରେ ଚାଲିଛି । ଏହା ବଲାଙ୍ଗିରର ପର୍ଯ୍ୟଟନ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ଜୁନ୍ ୨୧ ତାରିଖରେ ପାଳିତ ହେବାକୁ ଥିବା ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୬ ପାଳନ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଚାଞ୍ଚଲ୍ୟକର ଘଟଣା, ବ୍ୟାଗରୁ ଅଜଣା ମହିଳାଙ୍କ ମୃତଦେହ ଠାବ : ତଦନ୍ତ ଆରମ୍ଭ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଏକ ବ୍ୟାଗ ଭିତରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଠାବ ହୋଇଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଓ ଉତ୍କଣ୍ଠା ଦେଖାଦେଇଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି
Read More...

ପିତୃ ମାତୃହୀନ ଶିଶୁଙ୍କ ପରାମର୍ଶ ଓ କୋର୍ଟ କ୍ୟାମ୍ପ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ସୋନପୁର ବ୍ଲକ ମିଶନ ଶକ୍ତି ଗୃହ ଠାରେ ବ୍ଲକସ୍ତରୀୟ ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି । ପିତୃ ମାତୃହୀନ ଶିଶୁଙ୍କ ପାଇଁ ଉପସ୍ଥାପନା ଓ ପରାମର୍ଶ ଶିବିର ଅନୁଷ୍ଠିତ
Read More...

ଆସନ୍ତା ୨୨ ରାଉରକେଲାରେ ପ୍ରଦର୍ଶିତ ହେବ ଓଡ଼ିଆ ଚଳଚ୍ଚିତ୍ର ଜଙ୍ଗଲ ଜଲୁଛେ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ନୂଆ ସଂଯୋଜନ ଭାବେ ଏସସିଟିଏସ୍ ପ୍ରଡକ୍ସନର ପ୍ରଥମ ଅବଦାନ ମା' ମାଟିର କଥା ଆଧାରିତ ଚଳଚ୍ଚିତ୍ର "ଜଙ୍ଗଲ ଜଲୁଛେ" ଆସନ୍ତା ୨୨ ଜୁନ ୨୦୨୬ ତାରିଖରେ ରାଉରକେଲା ସ୍ଥିତ କ୍ରସ ମଲର ସିନେ କାର୍ଣ୍ଣିଭାଲ ଠାରେ ଅପରାହ୍ନ ୨.୩୦
Read More...

ବ୍ରାହ୍ମଣୀ ଗ୍ରାମର ଧର୍ମପରାୟଣା ମହିଳା ଯଶୋଦା ଖମାରୀଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ଗ୍ରାମର କୁବେର ଖମାରୀଙ୍କ ଧର୍ମପତ୍ନୀ ଯଶୋଦା ଖମାରୀଙ୍କ ୭୬ବର୍ଷ ବୟସରେ ମଙ୍ଗଳବାର ଅପରାହ୍ନରେ ନିଜ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ ପୀଡିତ ରହି
Read More...

ବିପଦସଂକୁଳ ଅବସ୍ଥାରେ ମାଲିଶିରା ବିଦ୍ୟୁତ୍ ଟ୍ରାନ୍ସଫର୍ମର

ବିଦ୍ୟୁତ ବିଭାଗର ଚରମ ଅବହେଳା ଯୋଗୁଁ ଏବେ କାଳ ସାଜିଛି ଟ୍ରାନ୍ସଫର୍ମର ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଲିଶିରା ଗ୍ରାମ ପଂଚାୟତ ସଦର ଗ୍ରାମର ଟ୍ରାନ୍ସଫର୍ମରଟି ଦୀର୍ଘ ଦିନ ଧରି ବିପଦ ସଂକୁଳ ଅବସ୍ଥାରେ ପଡି ରହିଛି । ଟ୍ରାନ୍ସଫର୍ମରଟି
Read More...

କଣ୍ଟାବାଞ୍ଜି ବିଧାୟକଙ୍କ ଆଦିବାସୀ ବିରୋଧୀ ମନ୍ତବ୍ୟକୁ ନେଇ ମୁରିବାହାଲ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଥାନାରେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ସବୁବେଳେ ନିଜ ବକ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥାଆନ୍ତି । କିନ୍ତୁ ଏବେ ଏକ ବିବାଦୀୟ ବୟାନକୁ ନେଇ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଏକ ଘରୋଇ ଟିଭି
Read More...

ପଦ୍ମପୁର ପିଏମ୍‌ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଦ୍ଵିତୀୟ ଓଡ଼ିଶୀ ନୃତ୍ୟ କର୍ମଶାଳା ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍‌ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସପ୍ତାହ ବ୍ୟାପି ଅନୁଷ୍ଠିତ ହୋଇଥିବା ଏହି ଅଭିନବ ଦ୍ଵିତୀୟ ଓଡ଼ିଶୀ ପ୍ରଶିକ୍ଷଣ ୧୨ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଏହି ପ୍ରଶିକ୍ଷଣ ଶିବିରରେ ପନ୍ଦର ଜଣ ଶିକ୍ଷାର୍ଥୀ ଅଂଶଗ୍ରହଣ
Read More...