Browsing Category
ଓଡିଶା
ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ସୁରଜ-୧୧ ଫୁଲବାଣୀ ପୁଲ୍ – ବିର ସେମି ଫାଇନାଲକୁ ପ୍ରବେଶ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଡଟିକା କ୍ରୀଡା ସଂଘ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ରାଜ୍ୟ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ପୁଲ୍ - ବିର ଦ୍ୱିତୀୟ କ୍ୱାର୍ଟର୍ ଫାଇନାଲ୍ ଦ୍ୱିତୀୟ କ୍ୱାର୍ଟର୍ ଫାଇନାଲ ସୁରଜ-୧୧ ଫୁଲବାଣୀ ଓ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗିର ମଧ୍ୟରେ!-->…
Read More...
Read More...
ଜ୍ୟୋତିରାଣୀ ମିଶ୍ରଙ୍କ ଦୁଇଟି କବିତା ସଂକଳନ ମନ ମନ୍ଦିର ଓ ଶିଶୁ ରତନର ପାଠକାର୍ପଣ
ବଲାଙ୍ଗିର, (କେପିଏନ୍ଏସ୍) : ଆଗାମୀ ପୀଢ଼ିକୁ ଗଢିବାକୁ, ସେମାନଙ୍କ ଭିତରେ ସୃଜନ ଭାବ, ସଚେତନତା ସୃଷ୍ଟି ପାଇଁ ସାହିତ୍ୟ ଏକ ବଳିଷ୍ଠ ମାଧ୍ୟମ । ଦ୍ୱନ୍ଦ୍ୱାତ୍ମକ ଜୀବନରେ ଉଚିତ ମାର୍ଗ ଅନ୍ୱେଷଣ ପାଇଁ ମଧ୍ୟ ସାହିତ୍ୟ ଆମକୁ ପ୍ରେରଣା ଦିଏ ବୋଲି ମତ ଦେଇଛନ୍ତି ବହୁ ବିଶିଷ୍ଟ ବକ୍ତା ।!-->…
Read More...
Read More...
ଗନ୍ଧମାର୍ଦ୍ଦନ ଆନ୍ଦୋଳନର ସଂଗ୍ରାମୀ ଦଶରଥ ବେହେରାଙ୍କ ଦେହାନ୍ତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ବଞ୍ଚାଓ ବାଲକୋ ହଟାଓ ଆନ୍ଦୋଳନରେ ସକ୍ରିୟ ଭାବେ ଅଂଶ ଗ୍ରହଣ କରିଥିବା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସାଲେପାଲି ଗ୍ରାମର ଦଶରଥ ବେହେରା ୯୩ ବର୍ଷ ବୟସରେ ଦେହତ୍ୟାଗ କରିଛନ୍ତି । ସାଲେପାଲି ଠାରେ ପୋଲିସ ଦ୍ଵାରା ହୋଇଥିବା ଲାଠି ଚାଳନାକୁ!-->…
Read More...
Read More...
ଶିକେର ପାଟ ମହୋତ୍ସବ ଉଦଘାଟିତ
ବଲାଙ୍ଗିର, (କେପିଏନ୍ଏସ୍) : ଗୁଡଭେଲା ବ୍ଲକ ଖଡଙ୍ଗା ଅଞ୍ଚଳର ଭାଷା, ସାହିତ୍ୟ, ଲୋକ କଳା, ସଂସ୍କୃତି, ପ୍ରତିଭା, ଐତିହ୍ୟ ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁଁ ଘୁନା ମହୋତ୍ସବ ପଡିଆ ଠାରେ ଚାଲିଥିବା ଶିକେରପାଟ ମହୋତ୍ସବ ୨୦୨୫-୨୬ ଉଦଘାଟିତ ହୋଇଯାଇଛି । ମହୋତ୍ସବ କମିଟି ସଭାପତି ରୋହିତ!-->…
Read More...
Read More...
ଶ୍ରଦ୍ଧାର ରୌପ୍ୟ ଜୟନ୍ତୀ ସମାରୋହ
ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ସମର୍ପିତ ସାମାଜିକ ଅନୁଷ୍ଠାନ ଶ୍ରଦ୍ଧାର ରୌପ୍ୟ ଜୟନ୍ତୀ ସମାରୋହ ବସ୍ତିଆ ମେମୋରିଆଲ ଟ୍ରଷ୍ଟ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଶ୍ରଦ୍ଧାର ସଭାପତି ଡ. ରାମକୃଷ୍ଣ ବିଶ୍ୱାଳଙ୍କ ସଭାପତିତ୍ୱ ଓ ସମ୍ପାଦକ କାର୍ତ୍ତିକ ଚନ୍ଦ୍ର!-->…
Read More...
Read More...
ମାଗଣା ସ୍ୱାସ୍ଥ୍ୟ ଶିବିର ସହ ବୃକ୍ଷ ରୋପଣ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର କୃପାସିନ୍ଧୁ ଭୋଇଙ୍କ ସୂର୍ଯ୍ୟକୃପା ନିବାସ ପରିସରରେ ଚାରିଦିନ ଧରି ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମେଡ଼ିସିନ ବିଶେଷଜ୍ଞ ଡାକ୍ତର ସଂଜୀବ!-->…
Read More...
Read More...
ପାଟଣାଗଡ଼ ହାଇସ୍କୁଲ ୧୯୮୫ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ନୃସିଂହନାଥ ସ୍ଥିତ ଫରେଷ୍ଟ ବିଭାଗର ନର୍ସରୀ ପରିସରରେ ପାଟଣାଗଡ଼ ରମାଇ ହାଇସ୍କୁଲର ୧୯୮୫ ମସିହାରେ ମ୍ୟଟ୍ରେିକ ପଢ଼ୁଥିବା ପ୍ରାୟ ୧୨୫ ଜଣ ସାଙ୍ଗସାଥି ନିଜ ନିଜ ପରିବାର ସହ ଆସି ଶୁକ୍ରବାର ବନ୍ଧୁମିଳନ ସହ ବଣଭୋଜି ହସ ଖୁସିରେ କରିଥିଲେ ।!-->…
Read More...
Read More...
ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ : ବିଶାଖାପାଟଣା ରେଲୱେକୁ ହରାଇ ଫାଇନାଲରେ ପ୍ରୟାଗରାଜ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଚନ୍ଦ୍ରଶେଖର ମିନି ଷ୍ଟାଡିୟମରେ ରାଜିଂ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଅନୁଷ୍ଠିତ ୨୯ତମ ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ ଶୁକ୍ରବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍ରେ!-->…
Read More...
Read More...
ଉପହାରର କର୍ମବୀର ସମ୍ମାନ ଆୟୋଜିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଉପହାର ତରଫରୁ କର୍ମବୀର ସମ୍ମାନ କାର୍ଯ୍ୟକ୍ରମ ସେକ୍ଟର ୭ ସ୍ଥିତ ମଧୁମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସୂର୍ଯ୍ୟକାନ୍ତ ସାହୁଙ୍କ ସଭାପତିତ୍ୱ, ସମ୍ପାଦକ ଡା. ଚିନ୍ମୟ ସାହୁଙ୍କ ଆବାହକତ୍ୱ ତଥା ମୋନାଲିସା ସାହୁଙ୍କ!-->…
Read More...
Read More...
ଗରିମା ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ଗରିମା ପରିବାର ତରଫରୁ ଓଡ଼ିଆ ଖାଦ୍ୟକୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା ନିହାରିକା ବସ୍ତିଆଙ୍କ ଅଧ୍ୟକ୍ଷତା ଓ ସଭାପତି ମମତା ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି!-->…
Read More...
Read More...