Browsing Category

ଓଡିଶା

ବହୁଭାଷୀ ନାଟକର ପଞ୍ଚମ ସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଆନୁକୂଲ୍ୟରେ "ସ୍ପନ୍ଦନ "ଅନୁଷ୍ଠାନ ଆୟୋଜିତ ୩୬ ତମ ସର୍ବଭାରତୀୟ ବହୁ ଭାଷୀ ନାଟକ ଓ ନୃତ୍ୟ ମହୋତ୍ସବର ୫ମ ସଂଧ୍ୟାରେ ପଶ୍ଚିମବଂଗର ଗୋବରଡଙ୍ଗା ଶିଳ୍ପାୟନ ଅନୁଷ୍ଠାନ ପରିବେଷଣ କରିଥିଲା ବଂଗଳାଭାଷାର ନାଟକ "ଉତ୍ତମ ପୁରୁଷ" ।
Read More...

ଶହେ ବର୍ଷ ପୂର୍ତ୍ତି ଅବସରରେ କମ୍ୟୁନିଷ୍ଟ ପାର୍ଟିର ରାଜ୍ୟସ୍ତରୀୟ ବିଶାଳ ସମାବେଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଶତବାର୍ଷିକୀ ସମାରୋହ ପାଳନ ଅବସରରେ ରାଜ୍ୟସ୍ତରୀୟ ବିଶାଳ ଜନ ସମାବେଶ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଲୱେର୍ ବସଷ୍ଟାଣ୍ଡ ଠାରେ ବର୍ଣ୍ଣାଢ଼୍ୟ ସମାରୋହରେ ମଙ୍ଗଳବାର ଆୟୋଜିତ ହୋଇଯାଇଛି । ଭାରତୀୟ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ “ସୁଶାସନ ଦିବସ, ପ୍ରଶାସନ-ଗାଁ କି ଓର” ସପ୍ତାହ କର୍ମଶାଳା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସ୍ତରୀୟ 'ସୁଶାସନ ସପ୍ତାହ-ପ୍ରଶାସନ ଗାଁ କି ଓର' କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି (ସାଧାରଣ)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଛତ୍ରପୁର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁସ୍ତକ “ଅର୍ଜୁନ ଏବଂ ଚାରି କନ୍ୟା” ଉନ୍ମୋଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଏକ ଭବ୍ୟ ସମାରୋହରେ କବୟିତ୍ରୀ ତଥା ଲେଖିକା ଶ୍ରୀମତୀ ପ୍ରମିଳା ମହଲାଙ୍କ ପୁସ୍ତକ "ଅର୍ଜୁନ ଏବଂ ଚାରି କନ୍ୟା" ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଯାଇଛି । ଆନୁଷ୍ଠାନିକ ଉନ୍ମୋଚନ କାର୍ଯ୍ୟକ୍ରମରେ
Read More...

ସାହିତ୍ୟ ସଂସଦର ହିମ ଦରବାର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନୟାଗଡ଼ ଜିଲ୍ଲା ଲେଖକ ପରିଷଦ ଓ ରାଉରକେଲା ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ଶୀତ କବିତା ଆସର ହିମ ଦରବାର ଛେଣ୍ଡ୍ ସ୍ଥିତ ଧାମରା ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନିଲ କୁମାର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଶିକ୍ଷାବିତ ଗିରିଜା
Read More...

ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ୨୦୨୫-୨୬ ଉଦ୍‌ଘାଟିତ

ପ୍ରଥମ ବର୍ଷ ବନଦୁର୍ଗା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଲୋୟର ସୁକତେଲ ଡ୍ୟାମ ପାଦଦେଶରେ ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଓ ବନଦୁର୍ଗା ମହୋତ୍ସବ କମିଟି ଉଦ୍ୟମରେ ଏକ ନୂତନ ଭାବେ ନିର୍ମିତ ଖେଳ ପଡିଆକୁ ପୂର୍ବତନ ଆଇନମନ୍ତ୍ରୀ
Read More...

ବଲାଙ୍ଗିର ମଣ୍ଟେସୋରୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ମଣ୍ଟେସୋରୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ସ୍ଥାନୀୟ ରେନ୍‌ବୋ ପେଲେସ ଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ରବିଚନ୍ଦ୍ର ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ବଲାଙ୍ଗିର ଉପ-ଜିଲ୍ଲାପାଳ ଆଲୋକ
Read More...

ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ ଉଦଘାଟିତ : କଣ୍ଟାବାଞ୍ଜିକୁ ହରାଇ ସେମିରେ ବିଶାଖାପାଟଣା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଚନ୍ଦ୍ରଶେଖର ମିନି ଷ୍ଟାଡିୟମରେ ଚାଲିଥିବା ୨୯ତମ ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ ଉଦଘାଟନୀ ମ୍ୟାଚରେ କଣ୍ଟାବାଞ୍ଜି ଫ୍ରେଣ୍ଡକୁ ହରାଇ ବିଶାଖାପାଟଣା ରେଲୱେ ସେମିଫାଇନାଲକୁ ପ୍ରବେଶ
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଓ ପ୍ରଭାତ କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ନୃସିଂହନାଥ ମନ୍ଦିରରୁ ଛାତ୍ରମାନେ ମଶାଲ
Read More...

ରାଜ୍ୟ ସ୍ତରୀୟ ଯୁବୋ ଉତ୍ସବରେ ପାଇକମାଲ ବ୍ଲକ ସାଂସ୍କୃତିକ ଦଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ତରଫରୁ ଜିଲ୍ଲା କ୍ରୀଡା ଅଧିକାରୀ ଅଜୟ କୁମାର ପଟ୍ଟନାୟକଙ୍କ ତତ୍ୱାବଧାନ ଓ ପାଇକମାଲ ବ୍ଲକ ବିକେଏସ୍‌ଏସ୍‌ ଉପ ସଭାପତି ତଥା ସଂସ୍କୃତି ମନ୍ତ୍ରାଳୟ ଭାରତ ସରକାରଙ୍କ ବରିଷ୍ଠ ଗବେଷକ ଡ଼. ଲଳିତ ଜଗତଙ୍କ ନେତୃତ୍ୱରେ ପାଇକମାଲ ବ୍ଲକର ୨୭ ଜଣିଆ
Read More...