Browsing Category

ଓଡିଶା

ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିର ଉପକାରାଗାର ପରିଦର୍ଶନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗୃହ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟି ଗତକାଲି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାସଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ
Read More...

ସ୍ପୋର୍ଟସ ହଷ୍ଟେଲ ଚୟନ ଶିବିର ପାଇଁ ଜିଲ୍ଲାର ୧୨ ଜଣ ଫୁଟବଲ ଖେଳାଳୀଙ୍କ ଯାତ୍ରା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମରେ ହୋଇଥିବା ୟୁ -୧୫ ସିଏମ ଟ୍ରଫିରେ ସୁବର୍ଣ୍ଣପୁର ଫୁଟବଲ ଦଳର ୧୨ ଜଣ ଫୁଟବଲ ଖେଳାଳୀ ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରିଥିବାରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ହେବାକୁ ଥିବା ଫୁଟବଲ ସ୍ପୋର୍ଟ୍ସ ହଷ୍ଟେଲ ଚୟନ
Read More...

ଜାତୀୟ ରାଜପଥରେ ଦୁର୍ଘଟଣା : ଚାଲିଗଲା ଯୁବନେତାଙ୍କ ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଭୟାବହ ଦୁର୍ଘଟଣା । ବଲାଙ୍ଗିର-ସୁବର୍ଣ୍ଣପୁର ୫୭ ନମ୍ବର ଜାତୀୟ ରାଜପଥରେ ଭୟାବହ ଦୁର୍ଘଟଣା । ଏହି ଦୁର୍ଘଟଣାରେ ବିଜେପି ଯୁବ ନେତାଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁବରଣ କରିଥିବା ଯୁବ ନେତା ଜଣକ ହେଲେ ବଇଁରାସର ଗାଁର ସୂର୍ଯ୍ୟ ନାୟକ ।
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ୬ଷ୍ଠ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ନଅଗାଁ ପ୍ରାଥମିକ ବିଦ୍ୟାଳୟଠାରେ ହୋଷ୍ଟ ସ୍କୁଲର ପ୍ରଧାନଶିକ୍ଷକ ଚନ୍ଦ୍ରଧ୍ୱଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁଡଭେଲା ବ୍ଲକ୍ କୋଅର୍ଡିନେଟର ତଥା
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ରାହ୍ମଣପଡା ସ୍ଥିତ ରାଧାକୃଷ୍ଣ ମନ୍ଦିର ଠାରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଗଙ୍ଗାଧର ସାହିତ୍ୟ ଉପରେ ଏକ ଆଲୋଚନା ରଖିଥିଲେ । ଏହି ସଭାକୁ ସଭାପତି ଡ. ଭବାନୀ ଶଙ୍କର ପଟେଲ ପରିଚାଳନା କରିଥିଲେ । ସଭା ପ୍ରାରମ୍ଭରେ ବ୍ରାହ୍ମଣ ମନ୍ତ୍ରପାଠ ଓ
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ଚତୁର୍ଥ ଦିବସ ଅନ୍ତିମ ମ୍ୟାଚ୍‌ : ଓଡିଶା ବନାମ ହିମାଚଳ ପ୍ରଦେଶ ଫଳାଫଳ ଅମିମାଂସୀତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଚାରି ଦିବସୀୟ କୁଚ୍‌ ବେହାର ଟ୍ରଫି କ୍ରିକେଟର ଅନ୍ତିମ ଦିବସ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି । ପୂର୍ବଦିନର ଅସମାପ୍ତ ଖେଳ ୩ ୱିକେଟ
Read More...

ଅସୁରକ୍ଷିତ ଜାତୀୟ ରାଜପଥ ଏନ୍.ଏଚ୍.ଏ.ଆଇ -୧୬

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଦେଇଯାଇଥିବା ଜାତୀୟ ରାଜପଥ ଏନ୍.ଏଚ୍.ଏ.ଆଇ.-୧୬ ଏବେ ସମ୍ପୂର୍ଣ୍ଣ ଅସୁରକ୍ଷିତ ମନେ ହେଉଛି । ଯାହାଫଳରେ ସର୍ବସାଧାରଣଙ୍କ ଯାତାୟତରେ ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ଗମନାଗମନରେ ବ୍ୟବସ୍ଥିତ ସୁବିଧାରେ ନଥାଇ ଅନେକ ତ୍ରୁଟି ରହିଥିବା
Read More...

ବ୍ରହ୍ମପୁରର ଅଭିନେତ୍ରୀ, ନିର୍ଦ୍ଦେଶକ, ନାଟ୍ୟକାର, ସୁଲେଖିକା କୀରଣବାଳା ମିଶ୍ରଙ୍କ ଦେହାନ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ଜଣେ ପ୍ରତିଷ୍ଠିତ ଅଭିନେତ୍ରୀ, ନିର୍ଦ୍ଦେଶକ, ନାଟ୍ୟକାର ଏବଂ ସୁଲେଖିକା କୀରଣବାଳା ମିଶ୍ରଙ୍କ ଦିଲ୍ଲୀରେ ହୃଦଘାତ ଯୋଗୁଁ ତାଙ୍କ ଦେହାନ୍ତ ହୋଇଯାଇଛି । ଶୁକ୍ରବାର ଗଞ୍ଜାମ ଜିଲ୍ଲାରେ ଏହି ଦୁଃଖଦ ଖବର ପହଂଚିବା ପରେ କଳାକାର ମହଲରେ
Read More...

ବିଲେଇସରଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

-"ଶାରୀରିକ ଓ ମାନସିକ ବିକାଶ ପାଇଁ କ୍ରୀଡା ପ୍ରତିଯୋଗିତା ଏକ ଅତ୍ୟାବଶ୍ୟକ ଉପାଦାନ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସରଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ପ୍ରଧାନଶିକ୍ଷକ ସ୍ୱାଧୀନ ସାହୁଙ୍କ
Read More...

କଲ୍ୟାଣପୁର ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ : ସମ୍ବର୍ଦ୍ଧନା ଓ ପୁରସ୍କାର ବିତରଣ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କଲ୍ୟାଣପୁର ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ଓ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ଓ ଆଶୀଷ ପତ୍ର ପ୍ରଦାନ ଦ୍ୱାରା ବିଦ୍ୟାର୍ଥୀମାନେ ଆଗକୁ ବଢିବାକୁ ଉତ୍ସାହ ଓ ପ୍ରେରଣା ପାଇଥାନ୍ତି ବୋଲି ଶୁକ୍ରବାର ପୁରୀ ଜିଲ୍ଲା ଡେଲାଙ୍ଗ
Read More...