Browsing Category
ଓଡିଶା
ଅଂଶୁମାନ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଜରାସିଂହା ଚାମ୍ପିଅନ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାରସମାଲ ପଞ୍ଚାୟତ ଅନ୍ତର୍ଗତ କନକପୁର ଖେଳ ପଡ଼ିଆରେ ଗତ ୧୪ ତାରିଖରୁ ହୋଇଆସୁଥିବା ଅଂଶୁମାନ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଗୁରୁବାର ଉଦଯାପିତ ହୋଇଯାଇଛି । ମୋଟ ୧୬ଟି ଦଳ ଭାଗ ନେଇଥିବା ବେଳେ ବାଞ୍ଜିବାହାଲି ଦଳକୁ ହରାଇ ଜରାସିଂହା ଓ!-->…
Read More...
Read More...
ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ବାର୍ଷିକ କ୍ରୀଡା
ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ସ୍ଥିତ ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ସୋମବାର ଦିନ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସଦର ବ୍ଲକ ଉପାଧ୍ୟକ୍ଷା ଶ୍ରୀମତୀ ପୁଷ୍ପାଞ୍ଜଳି ହୋତା!-->…
Read More...
Read More...
ଦେଓଗାଁ କଲେଜର ବାର୍ଷିକ କ୍ରୀଡା ଉଦ୍ଘାଟିତ
ଦେଓଗାଁ, (ମନୀଷ କୁମାର ସାହୁ) : ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦେଓଗାଁର ୩୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଉପମନ୍ୟୁ ବାଗଙ୍କ ଅଧ୍ୟକ୍ଷତାରେ ଏହି ପ୍ରତିଯୋଗିତାରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଦେଓଗାଁ ପଞ୍ଚାୟତର ସରପଞ୍ଚ!-->…
Read More...
Read More...
କୁଚ୍ ବେହାର ଟ୍ରଫି କ୍ରିକେଟ ତୃତୀୟ ଦିବସ
ଓଡିଶା ବନାମ ହିମାଚଳ ପ୍ରଦେଶ
ବଲାଙ୍ଗିର,(ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଚାରି ଦିବସୀୟ କୁଚ୍ ବେହାର ଟ୍ରଫି କ୍ରିକେଟର ତୃତୀୟ ଦିବସ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି ।!-->!-->!-->…
Read More...
Read More...
ଓଷ୍ଟା ବଲାଙ୍ଗିର ବ୍ଲକ ସ୍ତରୀୟ ଶିଶୁ ମେଳା
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଭଗବାନ ବିଦ୍ୟାମନ୍ଦିର ଖୁଜେନପାଲି ଠାରେ ବ୍ଲକ ସ୍ତରୀୟ ଓଷ୍ଟା ତରଫରୁ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛ । ଓଷ୍ଟା ବ୍ଲକ ସଭାପତି ସୁରେଶ ଷଡଙ୍ଗୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଗୋଷ୍ଠି!-->…
Read More...
Read More...
ପେନସନର୍ସ ଫେଡେରେସନ ପକ୍ଷରୁ ସରକାରଙ୍କୁ ସ୍ମାରକପତ୍ର
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପେନସନର୍ସ ଭେଲିଡେସନ ଆକ୍ଟ-୨୫ ବାତିଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଓ ବିତ୍ତ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଫେଡେରେସନ ପକ୍ଷରୁ ଗୁରୁବାର ଗଞ୍ଜାମ ଜିଲ୍ଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ପ୍ରକାଶ ଥାଉକି,!-->…
Read More...
Read More...
ଓମ୍ ଭ୍ୟାଲି ସ୍କୁଲର ସନ୍ତରଣ ପ୍ରଶିକ୍ଷକଙ୍କୁ ବିଶ୍ୱ ଚମ୍ପିଆନ୍ସିପ୍ରେ ଦୁଇଟି ରୌପ୍ୟ ପଦକ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରର ପ୍ରତିଷ୍ଠିତ ସିବିଏସ୍ଇ ଅନୁବନ୍ଧିତ ଓମ୍ଭ୍ୟାଲି ଶିକ୍ଷାନୁଷ୍ଠାନର ସନ୍ତରଣ ପ୍ରଶିକ୍ଷକ ଅମୀୟ କୁମାର ପଧାନ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ବିଶ୍ଵସନ୍ତରଣ ଚମ୍ପିଆନ୍ସିପ୍ (ଆଧୁନିକ ପେଣ୍ଟାଥଲନ୨୦୨୫-୨୬)ରେ ଆର୍ନ୍ତଜାତୀୟ ଜାତୀୟ!-->…
Read More...
Read More...
ମାଓବାଦୀ କ୍ୟାଡର ରୋୟା କାଲୁଣ୍ଡି ଓରଫ ଗଣେଶ କଲା ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ
ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିବାକୁ ଶପଥ ନେଇଛନ୍ତି ଗଣେଶ
ରାଉରକେଲା, (ସସ୍ମିତା ପ୍ରଧାନ) : ଜଣେ ସକ୍ରିୟ ମାଓବାଦୀ କ୍ୟାଡର ରୋୟା ଓରଫ୍ ଗଣେଶ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିବାକୁ ପ୍ରତିଜ୍ଞା କରି, ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ!-->!-->!-->…
Read More...
Read More...
ଶତାୟୁ ଧର୍ମପରାୟଣ ବ୍ୟକ୍ତିଙ୍କ ଦେହାନ୍ତ : ସମଗ୍ର ଅଞ୍ଚଳରେ ଶୋକର ଛାୟା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଖଦାଳ ସାହିର ଶତାୟୁ ଧର୍ମପରାୟଣ ବ୍ୟକ୍ତି ସନ୍ୟାସୀ ପାଣୀଗ୍ରାହୀ (୧୦୩)ଙ୍କ ନିଜ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଖବର ଜଣାପଡିବା ପରେ ସମଗ୍ର ଟିକାବାଲି ତଥା ଆଖପାଖ!-->…
Read More...
Read More...
ଦୁଇଦିନିଆ ବାର୍ଷିକ ଦୌଡ଼କୁଦ ପ୍ରତିଯୋଗିତା ଉଦଯାପିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡାସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁପଟ୍ଟନାୟକ ମିନିଷ୍ଟାଡ଼ିୟମ ପରିସର ମଧ୍ୟରେ ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଦୌଡ଼କୁଦ ପ୍ରତିଯୋଗିତା ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି । ପ୍ରଥମ ଦିନ!-->…
Read More...
Read More...