Browsing Category

ଓଡିଶା

ଢେଙ୍କାନାଳରେ ଅଭାବନୀୟ ଘଟଣା : ବିଦ୍ୟୁତ ଆଘାତରେ ଦୁଇ ଯାଆଙ୍କ ମୃତ୍ୟୁ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ରଞ୍ଜାଗୋଳ ଗାଁର ତଆଁଳା ସାହିରେ ଘଟିଛି ଏକ ହୃଦୟବିଦାରକ ଅଘଟଣ । ବିଦ୍ୟୁତ ଆଘାତରେ ଦୁଇ ଯାଆଙ୍କର ମୃତ୍ୟୁ ଘଟିଥିବାବେଳେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତକ ଦୁଇଜଣ ହେଲେ ବିଭୁତି ଦେହୁରୀଙ୍କ ପତ୍ନୀ ରଞ୍ଜୁ ଦେହୁରୀ ଓ
Read More...

ସରକାରଙ୍କ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ପଞ୍ଚାୟତ ସମିତି ପରିସରରେ ବିକାଶ ଧାରା ଓଡ଼ିଶା ସାରା ଶୀର୍ଷକଙ୍କୁ ନେଇ ଜାତି ଓ ଜନଜାତି ସମ୍ବାଦ ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଯାଇଛି । ଓଡ଼ିଶାରେ ବିଜେପି ସରକାରଙ୍କ ଦୁଇ ବର୍ଷର ବିକାଶ ଧାରା ଓ କେନ୍ଦ୍ର ସରକାରଙ୍କ ବାର ବର୍ଷର ବିକାଶ
Read More...

ଶାନ୍ତିପଡ଼ା ଯୋଗ କକ୍ଷାରେ ରଜ ଉତ୍ସବ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ କାଲି ସନ୍ଧ୍ୟାରେ ଶାନ୍ତିପଡ଼ା ପତଞ୍ଜଳି ଯୋଗ ପରିବାର ତରଫରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରଜ ଉତ୍ସବ ମହା ଆଡମ୍ବରରେ ପାଳନ କରାଯାଇଥିଲା । ଏଥିରେ ନାଚ, ଗୀତ ଇତ୍ୟାଦି କରିବା ସହ ବିଭିନ୍ନ ପ୍ରତିଯୋଗିତା ମଧ୍ୟ କରାଯାଇଥିଲା । ଯୋଗର ସମସ୍ତ
Read More...

ଦୁର୍ନୀତି ଅଭିଯୋଗରେ ବାଲିପଦର ଗାର୍ଲ୍ସ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ : ହାଇକୋର୍ଟର ଦ୍ୱାରସ୍ଥ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକର ବାଲିପଦର ଗ୍ରାମର ଶ୍ରୀ ରଘୁନାଥ ସ୍ୱାମୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀ ମାଳା ସୁବୁଦ୍ଧିଙ୍କ ବିରୁଦ୍ଧରେ ଗ୍ରାମବାସୀ ଆଣିଥିବା ଦୁର୍ନୀତି ଅଭିଯୋଗ କ୍ରମେ ଗଞ୍ଜାମ ଜିଲ୍ଲା
Read More...

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପାଟଣାଗଡ଼ ଥାନା ଘେରାଉ କଲା ବିଜେଡ଼ି

ପାଟଣାଗଡ଼ : ପାଟଣାଗଡ଼ରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପାଟଣାଗଡ଼ ଥାନା ଘେରାଉ କଲା ବିଜେଡ଼ି । ପୂର୍ବତନ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱରେ ଶତାଧିକ ବିଜେଡ଼ି କର୍ମକର୍ତ୍ତା ଥାନା ଘେରାଉ କରିବା ସହ ଏସ୍‌ଡ଼ିପିଓଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର
Read More...

ପୌର ଅଧ୍ୟକ୍ଷାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ଆଇନ୍ ମନ୍ତ୍ରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପୌର ଅଧ୍ୟକ୍ଷା ସ୍ୱର୍ଗତ ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନଙ୍କ ବିୟୋଗାନ୍ତକ ଖବର ପାଇ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ତାଙ୍କରି ବାସଭବନକୁ ଯାଇ ଘରେ ସ୍ୱର୍ଗତ ଶ୍ରୀମତୀ ଶର୍ମିଷ୍ଠାଙ୍କ ପ୍ରତିକୃତୀରେ ମାଲ୍ୟାର୍ପଣ କରି ତାଙ୍କ ପ୍ରତି
Read More...

ଖଲ୍ଲିକୋଟ ଉପ-ଡାକଘର କାର୍ଯ୍ୟାଳୟ ପରିସରରେ ବାର୍ଷିକ ବ୍ୟବସାୟ ଯୋଜନା ସମୀକ୍ଷା ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଉପ-ଡାକଘର ପରିସରରେ ସୋମବାର ବାର୍ଷିକ ବ୍ୟବସାୟ ଯୋଜନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ଡାକ ପରିମଣ୍ଡଳର ମହା-ଡାକପାଳ କର୍ଣ୍ଣେଲ ବିନୋଦ କୁମାର ଉକ୍ତ ବୈଠକରେ ଯୋଗଦେଇ ଖଲ୍ଲିକୋଟ ଉପ-ଡାକଘର ଓ
Read More...

ବଲାଙ୍ଗିରରେ ସ୍ୱତନ୍ତ୍ର “ସୋମନାଥ ସ୍ୱାଭିମାନ ଯାତ୍ରା–୨୦୨୬”

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର “ସୋମନାଥ ସ୍ୱାଭିମାନ ଯାତ୍ରା–୨୦୨୬” ଅବସରରେ ବଲାଙ୍ଗିର ଜିଲ୍ଲାରୁ ୫୪ ଶ୍ରଦ୍ଧାଳୁ ଗୁଜୁରାଟସ୍ଥିତ ପ୍ରସିଦ୍ଧ ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ ଗତକାଲି ଦୁଇଟି ବସ୍‌ରେ ଭୁବନେଶ୍ଵର
Read More...

ଦ୍ୱିତୀୟ ବାର୍ଷିକ “ରଜ ମଉଜ” ଉତ୍ସବ ଉଦଯାପିତ : ଶତାଧିକ ପ୍ରତିଯୋଗୀ ବିଭିନ୍ନ ପ୍ରତିଯୋଗିତାରେ ସାମିଲ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ତିନିଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇ ମଙ୍ଗଳବାର ରାତ୍ରରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ତିନିଦିନ ଧରି ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ,
Read More...

ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କୁ ବିଧାୟକ ଦୁର୍ଗା ତନ୍ତୀଙ୍କ ଦ୍ୱାରା କାର୍ଡ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଏବଂ ମାର୍ଗଦର୍ଶନ କ୍ରମେ ସମଗ୍ର ରାଜ୍ୟରେ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏହି ଯୋଜନାରେ ସାଧାରଣ ବଣ୍ଟନ ବ୍ୟବସ୍ଥା ମାଧ୍ୟମରେ ଯେଉଁ ହିତାଧିକାରୀମାନେ ୫
Read More...