Browsing Category
ଓଡିଶା
ଚାଷୀମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ପାଇଁ ଜିଲ୍ଲା କୃଷକ ସଂଘ ଗଠିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଚାଷୀ ଏବଂ ଚାଷୀ ନେତାମାନଙ୍କୁ ନେଇ ବଲାଙ୍ଗିରରେ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲାରେ କୃଷି ଏବଂ କୃଷକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ଚାଷୀମାନେ ସରକାରଙ୍କ କୃଷି ମାରଣ!-->…
Read More...
Read More...
କୁଚ୍ ବେହାର ଟ୍ରଫି କ୍ରିକେଟ ଦ୍ୱିତୀୟ ଦିବସ
ଓଡିଶା ବନାମ ହିମାଚଳ ପ୍ରଦେଶସମ୍ବିଦ ବେଜଙ୍କ ଶତକ ହାସଲ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ମଙ୍ଗଳବାରର ଅସମାପ୍ତ ପାଳି ୪୪ ରନ୍ରୁ ଖେଳ ଆରମ୍ଭ କରି ଓଡିଶା ଦଳ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୭ ଓି୍ୱକେଟ ବିନିମୟରେ ୩୦୮ ରନ୍ ସଂଗ୍ରହ କରିଛି । ଫଳରେ ଓଡିଶା ତାର ପ୍ରଥମ ଇନିଂସରେ ୧୨୭!-->!-->!-->…
Read More...
Read More...
ଆନ୍ତର୍ଜାତୀୟ ସ୍ଥାନାନ୍ତରଣ ବା ପ୍ରବାସୀ ଦିବସ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୪ ଡିସେମ୍ବର ୨୦୦୦ ରେ, ଜାତିସଂଘ ସାଧାରଣ ସଭା (ୟୁଏନ୍ଜିଏ) ବିଶ୍ଵର ବହୁ ପ୍ରବାସୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ୧୮ ଡିସେମ୍ବରକୁ "ଅନ୍ତର୍ଜାତୀୟ ସ୍ଥାନାନ୍ତରଣ ବା ପ୍ରବାସୀ ଦିବସ" ଭାବରେ ପାଳନ ନିଷ୍ପତ୍ତି କରିଥିଲା । ୟୁଏନ୍ଜିଏ ସଦସ୍ୟ ରାଷ୍ଟ୍ର!-->…
Read More...
Read More...
ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ : ଲୋଗୋ ଉନ୍ମୋଚନ କଲେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପାଟଣା ରାଜ୍ୟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିର ପୀଠର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେବାଳୟ ଐତିହ୍ୟ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏନେଇ ଏକ ସ୍ମରଣିକା ପ୍ରକାଶ ପାଇବ, ଧ୍ୱଜା ରୋପଣ ଏବଂ ଫେବୃୟାରୀ ମାସ!-->…
Read More...
Read More...
ଗ୍ରେଟର୍ ବ୍ରହ୍ମପୁର ପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ : ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ ଅଟେ । ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ତଥା ଗ୍ରେଟର୍ ବ୍ରହ୍ମପୁର ଗଠନ!-->…
Read More...
Read More...
ଜିଲ୍ଲା ହସ୍ପିଟାଲକୁ ଏକ ସୁପର ସ୍ପେସାଲିଟି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ସାଂସଦଙ୍କ ଦାବୀ
ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସରକାରୀ ଜିଲ୍ଲା ହସ୍ପିଟାଲକୁ ଏକ ସୁପର ସ୍ପେସାଲିଟି ହସ୍ପିଟାଲରେ ପରିଣତ କରିବାର ଜରୁରୀ ଆବଶ୍ୟକତା ବିଷୟରେ ଅବଗତ କରାଇବା ପାଇଁ ଏବଂ ଅତିରିକ୍ତ ଭାବରେ ବିଦ୍ୟମାନ ଜିଲ୍ଲା ହସ୍ପିଟାଲ ପରିସରରେ ୧୦୦ ଏମ୍ବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ!-->…
Read More...
Read More...
ବିଦ୍ୟାଳୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା
ବଲାଙ୍ଗିର, (କେପିଏନ୍ଏସ୍) : ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସିଆଲବାହାଲିରେ ଗତ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କ୍ରୀଡ଼ା ପ୍ରତିଯୋଗିତାର ଉଦ୍ଘାଟନୀ ସମାରୋହରେ ପୂର୍ବତନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ମୁଖ୍ୟ!-->…
Read More...
Read More...
ଜାତୀୟ ପେନସନ ଦିବସ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ମଧୁ ମିର୍ଦ୍ଧାଙ୍କ ସଭାପତିତ୍ୱରେ ସର୍ବଭାରତୀୟ କେନ୍ଦ୍ର ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘ ବଲାଙ୍ଗିର ଦ୍ଵାରା ସ୍ଥାନୀୟ ଶବରୀ ନାରାୟଣ ଧର୍ମଶାଳା ବଲାଙ୍ଗିର ଠାରେ ଜାତୀୟ ପେନସନ ଦିବସ ପାଳିତ ହୋଇଯାଇଛି । ଶାଖା ସଂପାଦକ ବୃଷଭ ସା ପେନସନ ଭୋଗୀଙ୍କ ପାଇଁ!-->…
Read More...
Read More...
ଧାନମଣ୍ଡି ସଚେତନତା ରଥର ଶୁଭାରମ୍ଭ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ୨ଟି ଧାନମଣ୍ଡି ସଚେତନତା ରଥର ଶୁଭାରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ମଙ୍ଗଳବାର ଏହି ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଯୋଗଦେଇ ସବୁଜ ପତାକା ଦେଖାଇ ଉକ୍ତ ୨ଟି ରଥର ଶୁଭାରମ୍ଭ!-->…
Read More...
Read More...
ସେବା ନିବୃତ୍ତ ବିକାଶ ମଞ୍ଚ ତରଫରୁ ପେନ୍ସେନର୍ସ ଦିବସ ପାଳନ
ଅବସରପ୍ରାପ୍ତ କର୍ମଚାରୀଙ୍କ ସମୂହ ଐକ୍ୟବଦ୍ଧ ଆନ୍ଦୋଳନ ପାଇଁ ଆହ୍ୱାନ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସର୍ବଭାରତୀୟ ରାଜ୍ୟ ପେନସେନର୍ସ ଫେଡେରେସନ ଆହ୍ୱାନ କ୍ରମେ ଗଞ୍ଜାମ ଜିଲ୍ଲା ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ତରଫରୁ ସ୍ଥାନୀୟ ଗେଟ ବଜାରସ୍ଥିତ ଏନ. ଜି. ଓ!-->!-->!-->…
Read More...
Read More...