Browsing Category
ଓଡିଶା
ଜେସିଆଇ ବଲାଙ୍ଗିର ସିଟିର ୧୮ତମ ଶପଥ ଗ୍ରହଣ ସମାରୋହ : ୨୫ ନୂତନ ସଦସ୍ୟ ନେଲେ ସଦସ୍ୟତା ଶପଥ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥିତ ବିଦ୍ୟା ହେଭେନ୍ସ ଠାରେ ଜେସିଆଇ ବଲାଙ୍ଗିର ସିଟିର ୧୮ତମ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୨୫ଜଣ ନୂତନ ସଦସ୍ୟ ଏହି ପ୍ରତିଷ୍ଠିତ ସଂଗଠନରେ ଯୋଗଦେବାପାଇଁ ସଦସ୍ୟତା ଶପଥ ଗ୍ରହଣ କରିଥିଲେ । ୨୦୨୫ ବର୍ଷର ସଭାପତି ଜେସି!-->…
Read More...
Read More...
ଜାତୀୟ ସ୍ତରୀୟ ମହାରାଜା ସେଭେନ୍ସ ରଗବୀ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଫାଉଣ୍ଡେସନ, ଓଡିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ଓ ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀର ମିଳିତ ଆନୁକୂଲ୍ୟରେ ତଥା ମୟୂରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଜାତୀୟ ସ୍ତରୀୟ ମହାରାଜା ସେଭେନସ ରଗବୀ ଟୁର୍ଣ୍ଣାମେଣ୍ଟ ବାରିପଦା ଷ୍ଟାଡିୟମ!-->…
Read More...
Read More...
ମନ୍ତ୍ରୀଙ୍କ ଦ୍ୱାରା ନୂତନ ରାସନ କାର୍ଡ ପ୍ରଦାନର ଶୁଭାରମ୍ଭ
ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ପୌରପାଳିକା କାର୍ଯ୍ୟାଳୟ ପରିସରରେ ବାରିପଦା ସହରାଞ୍ଚଳ ଅନ୍ତର୍ଗତ ୨୮ଟି ୱାର୍ଡରେ ଆଦ୍ୟାବଧି ଚିହ୍ନିତ ହୋଇଥିବା ନୂତନ ଯୋଗ୍ୟ ବିବେଚିତ ହିତାଧିକାରୀମାନଙ୍କୁ ନୂତନ ରାସନ କାର୍ଡ ବଣ୍ଟନ ନିମନ୍ତେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...
ରାଜଶ୍ରୀ ଧର୍ମଶାଳାକୁ ଐତିହ୍ୟ ଗୃହ ଭାବରେ ଘୋଷଣା କରାଯାଉ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ପାଠାଗାର ଠାରେ ଅଭିଭାବକ ମଂଚ ଏବଂ ଶରତ ଚନ୍ଦ୍ର ପାଣିଗ୍ରାହୀ ଫାଉଣ୍ଡେସନର ମିଳିତ ଉଦ୍ୟମରେ ‘ରାଜଶ୍ରୀ ମହୋତ୍ସବ ୨୦୨୫’ ପାଳନ କରାଯାଇଥିଲା । ପ୍ରବୁଦ୍ଧ ପାଠକ ସଂସଦ ସଭାପତି ଗିରିଜା ଶଙ୍କର ରଥଙ୍କ ସଭାପତିତ୍ୱରେ!-->…
Read More...
Read More...
ପ୍ରାକ୍ ବଡଦିନ ଓ ଶିଶୁ ମହୋତ୍ସବ ପାଳନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ମନହିରା ପଂଚାୟତ ଅନ୍ତର୍ଗତ ଅମାମୁଣ୍ଡା ଗ୍ରାମରେ ‘ହୋପ’ ଅନୁଷ୍ଠାନ ପକ୍ଷରୁ ପ୍ରାକ୍ ବଡଦିନ ଓ ଶିଶୁ ମହୋତ୍ସବ ମହାସମାରୋହରେ ପାଳନ କରାଯାଇଅଛି । ଏହି ଅନୁଷ୍ଠାନ ଅଂଚଳର ପ୍ରଥମ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ନିରବଚ୍ଛିନ୍ନ ଭାବରେ!-->…
Read More...
Read More...
ଭୀମଭୋଇ ହାଇସ୍କୁଲର ୨୦୦୩ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁସଲାଡ଼ ଭୀମଭୋଇ ହାଇସ୍କୁଲ ର ୨୦୦୩ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ସିନ୍ଧେକେଲା ନିକଟ ଦେହେଲି ପାହାଡ଼ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ!-->…
Read More...
Read More...
ସାମ୍ବାଦିକ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ବରିଷ୍ଠ ସାମ୍ବାଦିକ ହୁଲେଶ୍ୱର ହଂସ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରର କାର୍ଯ୍ୟରତ ଅର୍ଗସ ନ୍ୟୁଜ ପ୍ରତିନିଧି, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ, ତଥା ଅଞ୍ଚଳର ବରିଷ୍ଠ ସାମ୍ବାଦିକ ହୁଲେଶ୍ୱର ହଂସଙ୍କୁ ସାମ୍ବାଦିକ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ!-->…
Read More...
Read More...
ତାଲଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଭୀମଡୁଙ୍ଗୁରି ପରିଦର୍ଶନ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ପାଇଥିବା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୀମଡୁଙ୍ଗୁରି ପରିଦର୍ଶନ କରି ବଣ ଭୋଜିର ମଜା ନେଇଛନ୍ତି ଲୋଇସିଂହା ବ୍ଲକ୍ ତାଲଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ । ବିଦ୍ୟାଳୟ ପରିଚାଳନା!-->…
Read More...
Read More...
ରାଜମିସ୍ତ୍ରୀ ସଚେତନତା ସମ୍ମିଳନୀ ଅନୁଷ୍ଠିତ
ତୁରେକେଲା, (ପିତାମ୍ବର ଦୀପ) : ରବିବାର ଦିନ ସକାଳ ୧୦:୦୦ ଘଣ୍ଟା ସମୟରେ ଡେବିରିମୁଣ୍ଡା ଗ୍ରାମ ଆମ୍ବ ବଗିଚାଠାରେ ହଳନଭଟା ଗ୍ରାମପଞ୍ଚାୟତ ସ୍ତରୀୟ ବିଶ୍ୱହରି ରାଜମିସ୍ତ୍ରୀ ସଂଘ ତରଫରୁ ରାଜମିସ୍ତ୍ରୀ ସଚେତନତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଉକ୍ତ ସମ୍ମିଳନୀରେ ସଂଘର ସଭାପତି କୁଶ ଶବର!-->…
Read More...
Read More...
ଭାରତ ବିକାଶ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତ ତରଫରୁ ମହିଳା ସହ ଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପଶ୍ଚିମ ଓଡ଼ିଶା ପ୍ରାନ୍ତ ଉପସଭାପତି ଛାୟା କାନ୍ତ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ସ୍ଥାନୀୟ ମହାବୀର ପଞ୍ଚାୟତି ଧର୍ମଶାଳାଠାରେ ଭାରତ ବିକାଶ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତ ତରଫରୁ ମହିଳା ସହ ଭାଗିତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି!-->…
Read More...
Read More...