Browsing Category

ଓଡିଶା

କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା

ଏସ.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ
Read More...

ରାମପୁର ବାଳିକା ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା

ଏସ.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ବାଳିକା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ପ୍ରଦୀପ୍ତ କିଶୋର ଦାଶଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ ଡାକ୍ତର
Read More...

ନଟରାଜ କଳା ପରିଷଦ ବଲାଙ୍ଗିରର ନାଟକ ମହୋତ୍ସବ

ଦ୍ୱିତୀୟ ସନ୍ଧ୍ୟାରେ ନାଟକ ଜମିଦାର ଓ ତ୍ରିଶଙ୍କୁ ମଞ୍ଚସ୍ଥ ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଟରାଜ କଳା ପରିଷଦ ବଲାଙ୍ଗିର ନାଟକ ମହୋତ୍ସବ -୨୦୨୫ର ଦ୍ୱିତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମର ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ତରଣୀସେନ ସୁନା
Read More...

ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ଧୀରେ ଧୀରେ ଅନ୍ୟ ଟ୍ରେନରେ ବି କରାଯିବ ପରିବେଷଣ

ଜାଲ୍ ଆକାଉଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନର ଫଳାଫଳ : ନୂଆ ୟୁଜର ଆଇଡି ସୃଷ୍ଟି ସଂଖ୍ୟା ପୂର୍ବରୁ ଦୈନିକ ୧ ଲକ୍ଷ ଥିବାବେଳେ ଏବେ ତାହା ୫୦୦୦କୁ ହ୍ରାସ୩.୦୩ କୋଟି ଆକାଉଣ୍ଟ ନିଷ୍କ୍ରିୟ କରାଯିବା ପରେ, ୨.୭୦ କୋଟି ଆକାଉଣ୍ଟକୁ ନିଲମ୍ବିତ କିମ୍ବା ସଂଦିଗ୍ଧ ଭାବେ ଚିହ୍ନଟ କରାଯାଇଛି
Read More...

ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

"ବାର୍ଷିକ କ୍ରୀଡା ଶିଷ୍ଟାଚାର, ଶୃଙ୍ଖଳା ଓ ଦଳଗତ ଭାବନାର ମୂଲ୍ୟବୋଧ ଶିଖାଏ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ ନାୟକଙ୍କ ଅଧ୍ୟକ୍ଷତାରେ
Read More...

୧୯ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ତାଲିମ ଶିବିର ଉଦଯାପିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ପିପିଲିପାଲି ସ୍ଥିତ ବିଶ୍ଵଭାରତୀ ଚିନ୍ତନ ଶିକ୍ଷା ନିକେତନ ଠାରେ ତିନି ଦିନ ଧରି ଅନୁଷ୍ଠିତ ଜିଲ୍ଲାସ୍ତରୀୟ ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଯାପିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ
Read More...

ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ : ୮୫୬ ମାମଲାରୁ ୫୪ ଲକ୍ଷ ୧୭ ହଜାର ଟଙ୍କା ଜରିମାନା ଆଦାୟ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ଜଜ କୋର୍ଟ ପରିସରରେ ଚତୁର୍ଥ ଜାତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ପ୍ରାଧିକରଣର ସଭାପତି ତଥା ଜିଲ୍ଲା ଓ ଦୌରା ଜଜ ଧନୁର୍ଦ୍ଧର ସେନାପତିଙ୍କ ପ୍ରତାକ୍ଷ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଏଲ୍. ଭି. ପ୍ରସାଦ ଚକ୍ଷୁ ଚିକିତ୍ସା କେନ୍ଦ୍ରର ୧୦ମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପକଣ୍ଠସ୍ଥ ଆମ୍ବପୁଆ ମୌଜାରେ ପ୍ରତିଷ୍ଠିତ ହୋଇଥିବା ଏଲ୍. ଭି.ପ୍ରସାଦ ଚକ୍ଷୁ ଚିକିତ୍ସା କେନ୍ଦ୍ରର ୧୦ମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ଏମ୍.କେ.ସି.ଜି. ହସ୍ପିଟାଲ ଏବଂ
Read More...

ମୁରିବାହାଲ ବ୍ଲକର ୫୦୪ଜଣ ଛାତ୍ରଛାତ୍ରୀ ଦେଲେ ନବୋଦୟ ପ୍ରବେଶିକା ପରୀକ୍ଷା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନବୋଦୟ ବିଦ୍ୟାଳୟ ସମିତି ପକ୍ଷରୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୦୪ଜଣ ଛାତ୍ରଛାତ୍ରୀ ବେଲପଡ଼ା ଜବାହର ନବୋଦୟ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷା ଦେଇଥିବା ଜଣାପଡିଛି । ବ୍ଲକର ମୁରିବାହାଲ ଓଡ଼ିଶା
Read More...

ମେଲଛାମୁଣ୍ଡା ଗୌନ୍ତିଆ ଦୀପକ ଭୋଇଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗୌନ୍ତିଆ ତଥା ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ଦୀପକ କୁମାର ଭୋଇଙ୍କ ଶନିବାର ଅପରାହ୍ନରେ ରାୟପୁର ସ୍ଥିତ ଶ୍ରୀବାଲାଜୀ ମଲଟିସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ
Read More...