Browsing Category
ଓଡିଶା
କୂଅ ଭିତରେ ଦନ୍ତା ହାତୀ, ତଦନ୍ତ ଆରମ୍ଭ କଲେ ଡିଏଫ୍ଓ
ସଇଁତଲା, (ଖୁସିରାଣୀ ସାହୁ) : ଜଙ୍ଗଲର ଚାଷଜମି ନିକଟରେ ଥିବା ଏକ କୂଅ ଭିତରେ ପଡ଼ି ରହିଥିବା ଦନ୍ତା ହାତୀକୁ ବନ ବିଭାଗ ଖବର ପାଇବା ପରେ ଉଦ୍ଧାର କରିଛି । ଏନେଇ ବଲାଙ୍ଗିର ଡ଼ିଏଫଓ ଅଜିତ ବିଶି ଘଟଣା ସ୍ଥଳକୁ ପହଂଚି ତଦନ୍ତ ଆରମ୍ଭ କରିବା ସହ ଲୋକଙ୍କୁ ସଚେତନତା କରାଇଛନ୍ତି । ୩୫ ଟିକିଆ!-->…
Read More...
Read More...
ଖୋଲା ମଦ ସେବନ ଏବଂ ଅନ୍ୟାନ୍ୟ ବେଆଇନ କାର୍ଯ୍ୟ କଳାପ ବିରୁଦ୍ଧରେ ପୋଲିସର ଏକ ସ୍ୱତନ୍ତ୍ର ଅଭିଯାନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଅସାମାଜିକ ବ୍ୟକ୍ତି ଓ ନିଶାଡ଼ି ହୋଇଯାନ୍ତୁ ସାବଧାନ । ନିଶାଡ଼ି ଓ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ଼ କରିବା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡରେ ପୋଲିସ୍ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା!-->…
Read More...
Read More...
ସଂସଦରେ ଜଳ ଶକ୍ତି ମିଶନ ପ୍ରସଙ୍ଗ ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାର ଗାଁ ମାନଙ୍କରେ ପାନୀୟଜଳ ସମସ୍ୟାକୁ ଦୂର କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଦେବା ସହ ୨୦୨୮ ପର୍ଯ୍ୟନ୍ତ କରାଯାଇଥିବା ଜଳଶକ୍ତି ମିଶନକୁ ଶତପ୍ରତିଶତ କାର୍ଯ୍ୟକ୍ଷମ କରିବାର ଲକ୍ଷ କଣ ରହିଛି ? ଯାହାର ଉତ୍ତରରେ ଜଳଶକ୍ତି ମନ୍ତ୍ରୀ ଶ୍ରୀ!-->…
Read More...
Read More...
ଫ୍ରେଣ୍ଡସ କ୍ଲବ ତରଫରୁ ପ୍ରସ୍ତୁତି ବୈଠକ
ବଲାଙ୍ଗିର, (କେପିଏନ୍ଏସ୍) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ତରଫରୁ ଆଗାମୀ ଦିନରେ ହେବାକୁ ଥିବା ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ନେଇ ସ୍ଥାନୀୟ ହୋଟେଲ ଏସ୍ଜେ ରେଜେନ୍ସିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ଲୋଟସ ଷଡ଼ଙ୍ଗୀଙ୍କ!-->…
Read More...
Read More...
୧୯ ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ତାଲିମ ଶିବିର ଉଦଘାଟିତ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ପିପିଲିପାଲି ସ୍ଥିତ ବିଶ୍ଵଭାରତୀ ଚିନ୍ତନ ଶିକ୍ଷା ନିକେତନ ଠାରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ରେଡକ୍ରସର ସଭାପତି ଡ.!-->…
Read More...
Read More...
ଆମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତ୍ରିଦିବସୀୟ ବାର୍ଷିକ କ୍ରୀଡା ସମାରୋହ ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ବିରଞ୍ଚି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସମାରୋହରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ!-->…
Read More...
Read More...
ମହାନଦୀ ବିବାଦରେ ଓଡିଶାର ବ୍ୟୟବହୁଳ ଲଢେଇ
ଫଳାଫଳ ସନ୍ତୋଷଜନକ ନୁହେଁ - ହେମନ୍ତ ପଣ୍ଡା
ବଲାଙ୍ଗିର, (କେପିଏନ୍ଏସ୍) : ମହାନଦୀ ଜଳ ବିବାଦକୁ ନେଇ ଗଠିତ ଟ୍ରିବ୍ୟୁନାଲରେ ଓଡିଶା ସରକାର ଦ୍ୱାରା ନିଯୁକ୍ତ ଆଇନଜୀବୀ, ସିନିଅର ଆଡଭୋକେଟ ଓ ଲ' ଫାର୍ମମାନଙ୍କୁ ବିପୁଳ ଅର୍ଥରାଶି ପ୍ରାପ୍ୟ ବାବଦକୁ ଦିଆଯାଉଥିଲେ ମଧ୍ୟ ମହାନଦୀ ଜଳ ବିବାଦ!-->!-->!-->…
Read More...
Read More...
ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ବଣ୍ଟନ
ଗୁଡଭେଲା/ତୁଷୁରା, (କେପିଏନ୍ଏସ୍) : ଗୁଡଭେଲା ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଇଓ ନମିତା ରାଣୀ ଭୋଇ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ରମେଶ ଚନ୍ଦ୍ର!-->…
Read More...
Read More...
ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଗୋପାଳପୁର ଠାରୁ ରୟପୁୟକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରୁ ଗାଜାଲବାଡ଼ି ଦେଇ ଗଞ୍ଜାମ ଜିଲ୍ଲାକୁ ଯାଇଥିବା ରାସ୍ତାର ପୁନଃରୁଦ୍ଧାର ଓ ପ୍ରଶସ୍ତିକରଣ ଦାବୀ ନେଇ ଆସନ୍ତା ୧୭ ତାରିଖରେ ଦାରିଙ୍ଗବାଡି ବ୍ଲକ!-->…
Read More...
Read More...
ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟି କରଣ ନେଇ ତାଲିମ ଶିବିର
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟି କରଣ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା । ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
Read More...
Read More...