Browsing Category
ଓଡିଶା
ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଉଦଯାପିତ
ବଲାଙ୍ଗିର, (କେପିଏନ୍ଏସ୍) : ସୁସ୍ଥ ମନ ସୁସ୍ଥ ଶରୀର ଗଠନରେ ସହାୟକ । ସୁସ୍ଥ ଶରୀର ହିଁ ସମୃଦ୍ଧ ବ୍ୟକ୍ତିତ୍ୱର ପରିଚାୟକ । ଏ ମନ୍ତ୍ରରେ ଅଭିମନ୍ତ୍ରିତ ହୋଇ ସରକାରୀ ମହିଳା ମହାବିଦ୍ୟାଳୟ ବାଲାଙ୍ଗିରର ଦ୍ୱିବସୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସ ତଥା!-->…
Read More...
Read More...
ଟାଙ୍ଗଣାପଲ୍ଲୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଘାଟିତ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ଵର ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ରୂପେ ଗଞ୍ଜାମ ଜିଲ୍ଲା କ୍ରୀଡା ପରିଦର୍ଶକ!-->…
Read More...
Read More...
କମ୍ୟୁନିଷ୍ଟପାର୍ଟିର ଶତବାର୍ଷିକ ସମାରୋହ ପାଇଁ ସଫଳ ପ୍ରୟାସ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ କମ୍ୟୁନିଷ୍ଟପାର୍ଟିର ଶତବାର୍ଷିକ ଉଦଯାପାନୀ ସମାରୋହ ପାଇଁ ସଫଳ ପ୍ରୟାସ ଜାରି ରହିଛି । ଛତ୍ରପୁର ଠାରେ ଚଳିତ ଡ଼ିସେମ୍ବର ୨୩ ତାରିଖରେ ବିଶାଳ ଜନସମାଗମର ସହ ଆୟୋଜିତ ହେବାକୁ ଥିବା ଏହି ସମାବେଶ ନିମନ୍ତେ ପାର୍ଟିର ବରିଷ୍ଠ ନେତ୍ତୃବର୍ଗ,!-->…
Read More...
Read More...
ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ବୁଧବାର ଅପରାହ୍ନରେ ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ରୂପେ ଆୟୋଜକ କମିଟି ଉପସଭାପତି ରମାରଞ୍ଜନ ପାତ୍ର ଓ ତାଙ୍କ ଧର୍ମପତ୍ନୀ!-->…
Read More...
Read More...
ଇସ୍ପାତ ନାଟ୍ୟ ମହୋତ୍ସବର ନବମ ସନ୍ଧ୍ୟା
ପ୍ରତିବିମ୍ବ ତରଫରୁ ବ୍ରହ୍ମନାଦ ମଞ୍ଚସ୍ଥ
ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆର୍ଏସ୍ପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ନବମ ସନ୍ଧ୍ୟାରେ ସ୍ଥାନୀୟ!-->!-->!-->…
Read More...
Read More...
ନୃସିଂହନାଥ ଧର୍ମଶାଳାରେ ମାଗଣା ସ୍ୱାସ୍ଥ୍ୟ ଶିବିର
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ପରିସରରେ ମଙ୍ଗଳବାର ବିକାଶ ହସ୍ପିଟାଲ ତରଫରୁ ଓ ନୃସିଂହନାଥ ମନ୍ଦିର ଆନୁକୂଲ୍ୟରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମନ୍ଦିର ପରିଚାଳନା କମିଟିର!-->…
Read More...
Read More...
ଦ୍ୱିତୀୟ ଦିବସରେ କୁଚ୍ ବେହାର ଟ୍ରଫି
ଓଡିଶା ବନାମ କର୍ଣ୍ଣାଟକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ୍ ବେହାର ଟ୍ରଫି କ୍ରିକେଟର ଦ୍ୱିତୀୟ ଦିବସ ମ୍ୟାଚ ଅନୁଷ୍ଠିତ!-->!-->!-->…
Read More...
Read More...
ମାଲପଡା ନାଗରିକ କମିଟି ବୈଠକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ପଡାରେ ମୃତ୍ୟବରଣ କରିଥିବା ବ୍ୟକ୍ତିମାନଙ୍କ ଆତ୍ମାର ଶାନ୍ତି ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ବିଜୁଳି ବିଭାଗ ଦ୍ୱାରା!-->…
Read More...
Read More...
ଭାରତୀୟ ସମ୍ବିଧାନ ଓ ମାନବ ଅଧିକାର ସଂପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା
ବଲାଙ୍ଗିର, (ଦେବାଶିଷ ମିଶ୍ର): ଡିସେମ୍ବର ୧୦ ତାରିଖ ବିଶ୍ୱ ମାନବ ଅଧିକାର ଦିବସ ପାଳନ ଅବସରରେ ଭାରତୀୟ ସମ୍ବିଧାନ ଓ ମାନବ ଅଧିକାର ସଂପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା ବଲାଙ୍ଗିର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଜିନ୍ଦାବାଦ ସଂଗଠନ, ବଲାଙ୍ଗିର ପକ୍ଷରୁ ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି!-->…
Read More...
Read More...
ଓଡ଼ିଶାରେ ମଞ୍ଜୁର ହୋଇଥିବା ୧୧୧ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମଧ୍ୟରୁ ୪୭ଟି କାର୍ଯ୍ୟକ୍ଷମ
● ରାଜ୍ୟରେ ୬୪ଟି ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଜାରି; ସର୍ବଭାରତୀୟ ସ୍ତରରେ ୧୦,୩୯୧ ଶିକ୍ଷକ ଓ କର୍ମଚାରୀ ପଦବୀ ପୂରଣ ପାଇଁ ଅଭିଯାନ ଜାରି
ନୂଆଦିଲ୍ଲୀ, (ପିଇବି) : ଓଡ଼ିଶାରେ ୧୧୧ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ମଞ୍ଜୁରି ମିଳିଛି । ଏଥିମଧ୍ୟରୁ ୪୭ଟି ବିଦ୍ୟାଳୟରେ ପାଠପଢ଼ା!-->!-->!-->…
Read More...
Read More...