Browsing Category
ଓଡିଶା
ଓଶ୍ରୁର ବାର୍ଷିକ ସମ୍ମିଳନୀ
ବାପୁନି ସାହୁ ଜିଲ୍ଲା ସଂପାଦକ ଓ ବିକାଶ ପାତ୍ର ଜିଲ୍ଲା ସଭାପତି
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଶ୍ରୁ ବଲାଙ୍ଗିର ଜିଲ୍ଲା ଶାଖାର ବାର୍ଷିକ ସମ୍ମିଳନୀ ରବିବାର ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ବାର୍ଷିକ କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ପରେ!-->!-->!-->…
Read More...
Read More...
ଜିଲ୍ଲା କଳା ଓ ସଂସ୍କୃତି ସଂଘ ପକ୍ଷରୁ ପ୍ରଖ୍ୟାତ କଣ୍ଠଶିଳ୍ପୀ ସ୍ୱର୍ଗତ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା କଳା ଓ ସଂସ୍କୃତି ସଂଘ ପକ୍ଷରୁ ପ୍ରଖ୍ୟାତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ଏବଂ ତାଙ୍କର ସ୍ମୃତିଚାରଣ କରାଗଲା । ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ର, ଜିଲ୍ଲା କଳା ଓ ସଂସ୍କୃତି ସଂଘର!-->…
Read More...
Read More...
ଆନନ୍ଦ ଓ ଉତ୍ସାହର ସହିତ ରାଉରକେଲା ବିଧାନସଭା କ୍ଷେତ୍ରର ସାଂସଦ ଖେଳ ମହୋତ୍ସବ ଆରମ୍ଭ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥିତ ଉଦିତ ନଗର ପଡିଆ ଠାରେ ଆଜି ରାଉରକେଲା ବିଧାନସଭା କ୍ଷେତ୍ରର "ସାଂସଦ ଖେଳ ମହୋତ୍ସବ"ର ଉଦଘାଟନୀ ଉତ୍ସବ ବହୁ ଆନନ୍ଦ ଓ ଉତ୍ସାହର ସହିତ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ!-->…
Read More...
Read More...
ଭାରତ ସ୍କାଉଟ୍ ଏଣ୍ଡ ଗାଇଡ୍ ଆନୁକୂଲ୍ୟରେ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ଅନୁଷ୍ଠିତ
ରାଉରକେଲ, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା ସ୍କାଉଟସ୍ ଏଣ୍ଡ ଗାଇଡସ୍ ଆନୁକୂଲ୍ୟରେ ସେକ୍ଟର -୧ ସ୍ଥିତ ସ୍କାଉଟ ଭବନ ଠାରେ ଦ୍ୱିଦିବସୀୟ ରାଜ୍ୟ ପୁରସ୍କାର ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍କାଉଟ ଜିଲ୍ଲା କମିଶନର ବ୍ରଜେନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତା ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର!-->…
Read More...
Read More...
ଉଦଯାପିତ ହେଲା ପଦ୍ମପୁର ୨ୟ ବ୍ୟାଡମିଣ୍ଟନ ପ୍ରିମିୟର ଲିଗ
ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ଠାରେ ଶେଖ ହାଇଦରଙ୍କ ସ୍ମୃତିରେ ପଦ୍ମପୁର ବ୍ୟାଡମିଣ୍ଟନ ଅନୁଷ୍ଠାନ ଦ୍ୱାରା ୨ ଦିନ ଧରି ହେଉଥିବା ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆଜି ସମାପ୍ତ ହୋଇଯାଇଛି । ପୂର୍ବରୁ ୬ ତାରିଖ ଦିନ ଆଉଟଡ଼ୋର ଟୁର୍ଣ୍ଣାମେଣ୍ଟ!-->…
Read More...
Read More...
ଇନ୍ଦ୍ରାବତୀରେ ନୂତନ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟଭାର ଗ୍ରହଣ
ଜୟପାଟଣା, (ଶେଷଦେବ ବେହେରା) : ଇନ୍ଦ୍ରାବତୀ ଜଳ ସମ୍ପଦ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂତନ ନିର୍ମାଣ ଯନ୍ତ୍ରୀ ଭାବରେ ଇଞ୍ଜିନିୟର ଗୋବର୍ଦ୍ଧନ ନାଏକ କାର୍ଯ୍ୟଭାର ଗ୍ରହଣ କରିଥିବା ସୂଚନା ମିଳିଛି । ସୋମବାର ପୂର୍ବାହ୍ନରେ ଶ୍ରୀଯୁକ୍ତ ନାଏକ ପୂର୍ବଭାର ପ୍ରାପ୍ତ!-->…
Read More...
Read More...
ବାଲିଗୁଡା ବ୍ଲକ ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ!-->…
Read More...
Read More...
୯୪ ପ୍ରତିଶତ ପଛୁଆ ବର୍ଗଙ୍କ ପାଇଁ ବାଚସ୍ପତିଙ୍କୁ ସ୍ମାରକପତ୍ର
ପଛୁଆ ବର୍ଗ ପାଇଁ ସଂଖ୍ୟାନୁପାତିକ ସଂରକ୍ଷଣ ଜରୁରୀ : ଭକ୍ତ
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ପଛୁଆବର୍ଗଙ୍କ ସଂରକ୍ଷଣକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ବିଧାନସଭା ବାଚସ୍ପତି ମାନନୀୟା ଶ୍ରୀମତୀ ସୁରମା ପାଢ଼ୀଙ୍କୁ ବିଧାନସଭାରେ!-->!-->!-->…
Read More...
Read More...
ମୁରିବାହାଲର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ଜନ୍ମଦିନରେ ଦୀନଦୁଃଖୀଙ୍କୁ ଶୀତବସ୍ତ୍ର ବଣ୍ଟନ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡାର ପଞ୍ଚାୟତ ସଦରମହକୁମା ପରଗନିଆ ପଡ଼ାଠାରେ ପୂର୍ବତନ ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହଂସରାଜ ଜୈନଙ୍କ ଜନ୍ମଦିନ ଉପଲକ୍ଷେ ଶୀତବସ୍ତ୍ର (କମ୍ବଳ) ବଣ୍ଟନ କରାଯାଇଥିଲା । ଜନ୍ମଦିନକୁ ଅଭିନବ ଉପାୟରେ ପାଳନ କରିବା!-->…
Read More...
Read More...
ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବକୁ ନେଇ ସାମ୍ବାଦିକ ସମ୍ମିଳନୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସ୍ଥାନୀୟ ଟାଉନ କ୍ଲବ ତରଫରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଳା ଓ ସଂସ୍କୃତିର ମହାମିଳନର ମଞ୍ଚ ଅନୁଷ୍ଠିତ ହେବାକୁ ଯାଉଛି । ତେବେ କମିଟି ତରଫରୁ ଆୟୋଜିତ ହେଉଥିବା ପଦ୍ମପୁର ଲୋକ ମହୋତ୍ସବର ବିଭିନ୍ନ ପର୍ଯ୍ୟାୟ ଥିବା ବେଳେ ଆସନ୍ତା!-->…
Read More...
Read More...