Browsing Category
ଓଡିଶା
ପ୍ରଧାନଶିକ୍ଷକ ପ୍ରେମାନନ୍ଦ ପଣ୍ଡାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ବଲାଙ୍ଗିର ସଦରବ୍ଲକ, (ରାଜେଶ ଦଣ୍ଡସେନା) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସଦାଇପାଲିରେ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ପଣ୍ଡାଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ସଭାଟି କ୍ଲଷ୍ଟର ସିଆରସିସି ନିରାକାର ସାଏଙ୍କ ଆହ୍ୱାନରେ ତଥା ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ!-->…
Read More...
Read More...
ବଚପନ୍ ଓ ଏକାଡେମୀକ ହାଇଟ୍ସ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ
ବଲାଙ୍ଗିର, (କେପିଏନ୍ଏସ୍) : ଗତ ୩୧ ତାରିଖ ବଚପନ୍ ଏ ପ୍ଲେ ସ୍କୁଲ ଏବଂ ଏକାଡେମୀକ ହାଇଟ୍ସ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ "ଲାଇଟ୍ସ ଅଫ୍ ହୋପ୍" ବିଷ୍ଣୁମୁଣ୍ଡା ସ୍ଥିତ ବଚପନ୍ ନଗର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଅତିଥି ରୂପେ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟର ଡା ଆରତୀ!-->…
Read More...
Read More...
ମହାଶିବରାତ୍ରୀ ଜାଗର ଯାତ୍ରା ପାଇଁ ଶାନ୍ତିପଡ଼ା ଚନ୍ଦ୍ରଶେଖର ମହାଦେବ ମନ୍ଦିରରେ ପ୍ରସ୍ତୁତି ବୈଠକ
ବଲାଙ୍ଗିର, (କେପିଏନ୍ଏସ୍) : ଆସନ୍ତା ୧୫ ତାରିଖ ଦିନ ଆୟୋଜିତ ହେବ ଦେବ ଦେବ ମହାଦେବଙ୍କ ମହାଶିବରାତ୍ରୀ ଜାଗର ଯାତ୍ରା । ଏହି ଅବସରରେ ବଲାଙ୍ଗିର ଶାନ୍ତିପଡ଼ା ସ୍ଥିତ ଚନ୍ଦ୍ରଶେଖର ମହାଦେବ ମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହି ଅବସରରେ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକର!-->…
Read More...
Read More...
ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଅଧିକାରୀଙ୍କ ଜିଲ୍ଲା ପରିଦର୍ଶନ ଓ କାର୍ଯ୍ୟର ସମୀକ୍ଷା
ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ପ୍ରକଳ୍ପ ଅଧିକାରୀ ମେଘନାଦ ବେହେରା ଦିନିକିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓ ସ୍ ଡ ମା), ଭୁବନେଶ୍ୱର ଦ୍ଵାରା ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ ଗୁଡିକର!-->…
Read More...
Read More...
ରାଷ୍ଟ୍ରପତିଙ୍କ ଗସ୍ତ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ
ତ୍ରୁଟିଶୂନ୍ୟ ପରିଚାଳନାକୁ ଗୁରୁତ୍ୱ
ବାରିପଦା, (ଦେବସ୍ମିତ ଚୌଧୁରୀ) : ଆସନ୍ତା ଫେବୃଆରୀ ୪ ରୁ ୬ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାକୁ ନେଇ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ!-->!-->!-->…
Read More...
Read More...
ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଦାୟ ଓ ନୂତନ…
ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମହେନ୍ଦ୍ର ନାଥ ସାମଲଙ୍କ ଅବସର ଗ୍ରହଣ ପୂର୍ବକ ଏକ ଭାବାବେଗ ବିଦାୟ କାଳୀନ କାର୍ଯ୍ୟକ୍ରମ ବ୍ୟାଙ୍କ ପରିସରରେ ଆୟୋଜିତ ହୋଇଥିଲା । ଏହି ଅବସରରେ!-->…
Read More...
Read More...
ବିଭିନ୍ନ ପ୍ରକାର ତମାଖୁ ଜାତୀୟ ନିଶା ଦ୍ରବ୍ୟ ବିକ୍ରି କରୁଥିବା ଅଭିଯୋଗ
ରାଇରଙ୍ଗପର, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୋଲିସ ବିଭାଗ, ଖାଦ୍ୟ ସୁରକ୍ଷା ଅଧିକାରୀ ରାଇରଙ୍ଗପୁର ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ରାଇରଙ୍ଗପର ସହରାଞ୍ଚଳ ଥାନା ଅଞ୍ଚଳରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ନିକଟସ୍ଥ ଓ ବଜାର ଅଞ୍ଚଳରେ ପାନ ଦୋକାନ, କିରାନା!-->…
Read More...
Read More...
ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପେନସନ ମେଳା ୮ ଜଣଙ୍କୁ ବିଦାୟ ସମ୍ବର୍ଦ୍ଧନା
ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠିଙ୍କ ସଭାପତିତ୍ୱରେ ଜାନୁଆରୀ ମାସରେ ଅବସର ଗ୍ରହଣ କରିଥିବା ୮ ଜଣ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଏକ!-->…
Read More...
Read More...
ବଲାଙ୍ଗିରରେ ଜାତୀୟ ହାଫ ମାରାଥନ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିରରେ ଜାତୀୟ ହାଫ ମାରାଥନ । ଭୋର୍ ସକାଳୁ ସକାଳୁ ଦୌଡ଼ିଛି ବଲାଙ୍ଗିର । ଯୋଗ ଦେଲେ ରାଜ୍ୟ ତଥା ରାଜ୍ୟ ବାହାରର ଶହ ଶହ ପ୍ରତିଯୋଗୀ । ବଲାଙ୍ଗିର ମାରାଥନ ଆସୋସିଏସନ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ଅଲଇଣ୍ଡିଆ ଜାତୀୟ ହାଫ ମାରାଥନ । ଏହି ମାରାଥନରେ!-->…
Read More...
Read More...
ଭରସୁଜା କୁଲାରି ନାଳରେ ଭାରସାମ୍ୟ ହରାଇ ଏକ କାର ଦୁର୍ଘଟଣା
ଆଗଲପୁର, (ସୁଶିଲ କୁମାର ମିଶ୍ର) : ଆଗଲପୁର ବ୍ଲକ ଭରସୁଜା କୁଲାରି ନାଳରେ ଭାରସାମ୍ୟ ହରାଇ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାବେଳେ କାରରେ ବସିଥିବା ଆୟୁଷ ଡାକ୍ତର ରାଜେନ୍ଦ୍ର ଦଳପତି ଅଳ୍ପକେ ବର୍ତ୍ତି ଯାଇଛନ୍ତି । ପ୍ରକାଶ ଯେ, ବଡ଼ଟିକା ଗ୍ରାମର ଆୟୁଷ ଡାକ୍ତର ରାଜେନ୍ଦ୍ର!-->…
Read More...
Read More...