Browsing Category
ଓଡିଶା
ଅଧ୍ୟାପକ ନବକୃଷ୍ଣ ମିଶ୍ରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ବାଣିଜ୍ୟ ବିଭାଗ ମୁଖ୍ୟ ଅଧ୍ୟାପକ ନବକୃଷ୍ଣ ମିଶ୍ରଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସଭାର ପ୍ରାରମ୍ଭରେ ଅଧ୍ୟାପକ ଡ. ସରୋଜ କୁମାର ନାଏକ ଅତିଥି ମାନଙ୍କୁ ମଞ୍ଚ!-->…
Read More...
Read More...
ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କୁ ପାଇକମାଲରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ନୂଆପଡାରୁ ପଦ୍ମପୁର ନୂଆପାଲି ନବପ୍ରଭାତ ଗୁରୁକୁଳ ଆଶ୍ରମର ରୌପ୍ୟ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଥିବା ସମୟରେ ପାଇକମାଲ ଛକ ଠାରେରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପି!-->…
Read More...
Read More...
ଦେବଗଡ଼ ଜିଲ୍ଲାର ପର୍ଯ୍ୟଟନ ଓ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ମୁକ୍ତ ନେଇ ସଚେତନତା
ରାଉରକେଲା/ଦେବଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଦେବଗଡ଼ ବନଖଣ୍ଡ ପକ୍ଷରୁ ଜିଲ୍ଲାର ପର୍ଯ୍ୟଟନ ଓ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆଜି ଆୟୋଜିତ ହୋଇଥିଲା । ଏସ୍ପିସିବିର ରାଉରକେଲା ଆଞ୍ଚଳିକ ଅଧିକାରୀ ଡ଼.!-->…
Read More...
Read More...
ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି ତାଲିମ ଶିବିର ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର ସରକାରୀ ପ୍ରାଥମିକ ବିଦ୍ୟାଳୟ ଖର୍ଡାଠାରେ ସପ୍ତମ ମାସିକ ବୈଠକ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ବୋର୍ଡ ପରୀକ୍ଷା ଉପରେ!-->…
Read More...
Read More...
କପିଲାଭଟା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୦ ତମ ବାର୍ଷିକ ଉତ୍ସବ
ଶିକ୍ଷାର ବିକାଶ ହେଲେ ଆମର ବିକାଶ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଶିକ୍ଷାର ବିକାଶ ହେଲେ ଆମେ ବିକଶିତ ହେବା । ଶିକ୍ଷାକୁ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଯୋଜନା କରୁଛନ୍ତି । ଶିକ୍ଷାର ବିକାଶ ପାଇଁ ବହୁ ଅର୍ଥ ଯୋଗାଇ!-->!-->!-->…
Read More...
Read More...
ସ୍ମାର୍ଟ ପାର୍କରେ ସଞ୍ଜ ନଇଁଲେ ଭୂତ ଭୟ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସଞ୍ଜ ନଇଁଲେ ସ୍ମାର୍ଟ ପାର୍କରେ ବାହାରୁଛି ଭୂତ । ଏହି କଥା ଆମେ କହୁ ନାହୁଁ ଏହା କହୁଛନ୍ତି ସ୍ମାର୍ଟ ପାର୍କକୁ ବୁଲିବାକୁ ଯାଉଥିବା ଛୋଟ ଛୋଟ ଛୁଆମାନେ । ସତରେ କଣ ଭୂତ ବାହାରୁଛି ଏ ନେଇ ଆମେ ସେଠାରେ ପହଞ୍ଚିବା ସହ କରିଥିଲୁ ତର୍ଜମା ।!-->…
Read More...
Read More...
ପ୍ରଜା ନାଗଫେଣି ଗ୍ରାମରେ ଅଷ୍ଟପ୍ରହର ନାମଯଜ୍ଞ
ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ପ୍ରଜା ନାଗଫେଣି ଗ୍ରାମରେ ଶ୍ରଦ୍ଧା ଓ ଭକ୍ତିର ସହ ଅଷ୍ଟପ୍ରହର ନାମଯଜ୍ଞ ସମ୍ପନ୍ନ ହୋଇଯାଇଛି । ଗୁରୁବାର ଅପରାହ୍ନରେ ଶତାଧିକ ମହିଳା ଏକ ସୁସଜ୍ଜିତ ପଟୁଆରରେ ସ୍ଥାନୀୟ ଜୋରରୁ କଳସ ଯାତ୍ରାରେ ଯାଇ ପବିତ୍ର ଜଳ ଆଣି ଯଜ୍ଞ ସ୍ଥଳୀରେ!-->…
Read More...
Read More...
ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ -୨୦୨୬ ଉଦ୍ଯାପିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ -୨୦୨୬ ଉଦ୍ଯାପିତ ହୋଇଯାଇଛି । ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ସଭାପତିତ୍ଵରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗଙ୍କ ଆବାହନ କ୍ରମେ ପିଆର ହାଇସ୍କୁଲ ଖେଳ ପଡିଆରେ ଦୁଇ ଦିନିଆ ପିଏମଶ୍ରୀ ଉତ୍ସବ!-->…
Read More...
Read More...
ପୁସ୍ତକ ଅନାବରଣ ଓ ଆଲୋଚନା ଚକ୍ର
ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ସାହିତ୍ୟ ସଂସଦ ରାଉରକେଲା ତରଫରୁ ସ୍ୱତନ୍ତ୍ର ସାରସ୍ୱତ ସଭା, ବନ୍ଧୁ ମିଳନ, ପୁସ୍ତକ ଅନାବରଣ ତଥା ଆଲୋଚନାଚକ୍ର ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ମହେନ୍ଦ୍ର କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଓ କବି!-->…
Read More...
Read More...
ଅନ୍ୱେଷାର ୧୨୧ତମ ମାଗଣା ହାଟ ଓ କମ୍ବଳ ବଣ୍ଟନ
ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ସେକ୍ଟର ୨୧ ସ୍ଥିତ କୁଷ୍ଠ କଲୋନୀ ରାଧାକୃଷ୍ଣ ବସ୍ତି ଠାରେ ୧୨୧ତମ ମାଗଣା ହାଟ ଓ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନ୍ୱେଷାର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵ ଓ ସଂଯୋଜନାରେ!-->…
Read More...
Read More...