Browsing Category
ଓଡିଶା
୭୬ତମ ସମ୍ବିଧାନ ଦିବସ ଓ ଜାତୀୟ ଆଇନ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓକିଲ ସଂଘ ପକ୍ଷରୁ ବୁଧବାର ମହାସମାରୋହରେ ୭୬ତମ ସମ୍ବିଧାନ ଦିବସ ଏବଂ ଜାତୀୟ ଆଇନ ଦିବସ ବିରଜାପାଲି ସ୍ଥିତ ନୂଆକୋର୍ଟର ସିଭିଲ ଏବଂ ସେସନ କୋର୍ଟ ପରିସର ମଧ୍ୟରେ ପାଳିତ ହୋଇଯାଇଛି । ଏ ପରିପ୍ରେକ୍ଷୀରେ ଏକ ବର୍ଣ୍ଣାଢ୍ୟ ସଭା ଓକିଲ ସଂଘ!-->…
Read More...
Read More...
ଆମ୍ ଆଦ୍ମୀ ପାର୍ଟିର ୧୪ତମ ପ୍ରତିଷ୍ଠା ଦିବସ ଅବସରରେ ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ ସ୍ୱର ଉତ୍ତୋଳନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୭୬ତମ ସମ୍ବିଧାନ ଦିବସ ଏବଂ ଆମ୍ ଆଦ୍ମୀ ପାର୍ଟିର ୧୪ତମ ପ୍ରତିଷ୍ଠା ଦିବସ ଅବସରରେ "ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ" ବୋଲି ସ୍ୱର ଉତ୍ତୋଳନ କରିଥିଲେ । ଆମ୍ ଆଦ୍ମୀ ପାର୍ଟି ତରଫରୁ ୭୬ତମ ସମ୍ବିଧାନ ଦିବସ ପାଳନ କରାଯାଇଛି । ବଜ୍ର ଶପଥ ନେଇ!-->…
Read More...
Read More...
ଛତ୍ରପୁର ନୀଳକଣ୍ଠ କଲେଜରେ ଭାରତୀୟ ସମ୍ବିଧାନ ଦିବସ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ଅବସ୍ଥିତ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ସମ୍ମିଳନୀ ଗୃହରେ ଭାରତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କଲେଜ୍ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା!-->…
Read More...
Read More...
ପ୍ରଦୀପ ମଦନ ମିଶ୍ରଙ୍କୁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର
"ଉପାୟନ ୨୦୨୫" ସମ୍ମାନରେ ସମ୍ମାନୀତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବରିଷ୍ଠ ନାଟ୍ୟକାର ଓ ନିର୍ଦ୍ଦେଶକ ମଦନ ମୋହନ ମିଶ୍ରଙ୍କୁ ବୁଧବାର ଓଡିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଛି । ଜୀବନ ବ୍ୟାପୀ ନାଟ୍ୟ ସାଧନା ପାଇଁ ତାଙ୍କୁ ଉପାୟନ୨୦୨୫ ସମ୍ମାନରେ!-->!-->!-->…
Read More...
Read More...
ଆପ ପକ୍ଷରୁ ବିକ୍ଷୋଭ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଜିଲ୍ଲା ଆମ ଆଦମୀ ପାର୍ଟି ସଭାପତି ତଥା ରାଷ୍ଟ୍ରୀୟ ପରିଷଦର ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ବଲାଙ୍ଗିର ଯାଦବ ଭବନଠାରୁ ଏକ ବିରାଟ ପଦଯାତ୍ରା ଆସି ଜିଲ୍ଲାପାଳ ଅଫିସ ସାମ୍ନା ସ୍ଥିତ ଆମ୍ବେଦକରଙ୍କ ଷ୍ଟେଚ୍ୟୁରେ ପୁଷ୍ପମାଲ୍ୟ ଅର୍ପଣ କରି!-->…
Read More...
Read More...
ଦୁଲଦୁଲି କଳା ପରିଷଦ ପୁଣି ଥରେ ବଲାଙ୍ଗିର ପାଇଁ ଗୌରବ ଆଣିଲା : ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜାତୀୟ ସ୍ତରରେ କଳା ଓ ସଂସ୍କୃତି ପାଇଁ ସୁଖ୍ୟାତ ଅର୍ଜନ କରିଥିବା ଦୁଲଦୁଲି କଳା ପରିଷଦ ବଲାଙ୍ଗିର ପାଇଁ ପୁଣି ଥରେ ଗୌରବ ଆଣି ଦେଇଛି । ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସଂଗୀତ ନାଟକ ଏକାଡେମୀ ଓଡିଶା ସରକାରଙ୍କ ଦ୍ୱାରା ଆୟୋଜିତ ହୋଇଥିବା!-->…
Read More...
Read More...
ପୁଇଁତଲା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ରାମଜୀ ହାଇସ୍କୁଲ କୁରୁଲଠାରେ ଆୟୋଜିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଆନନ୍ଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୁଇଁତଲା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଉଦ୍ଘାଟନ କରିଥିଲେ ।!-->…
Read More...
Read More...
ଭୂସମ୍ପଦ ତଥ୍ୟାବଳୀ ରଥ ବା ଏଲ.ଆର.ଆଇ ରଥର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, (କେପିଏନ୍ଏସ୍) : ଭୂସମ୍ପଦ ତଥ୍ୟାବଳୀ ରଥ ବା ଲ୍ୟାଣ୍ଡ ରିସୋର୍ସ ଇନଭେଣ୍ଟରିର ଶୁଭାରମ୍ଭ ଆଜି କୃଷି ଭବନଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ କରକମଳରେ ଅନୁଷ୍ଠିତ ହୋଇଛି । ଏଲ. ଆର୍. ଆଇ ଯାତ୍ରା ରିୱାର୍ଡ!-->…
Read More...
Read More...
ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ : କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ୱାସ୍ଥ୍ୟକର୍ମୀ
-ଅଟକିଲା ଟିକାକରଣ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ୱାସ୍ଥ୍ୟକର୍ମୀ (ଏଏନଏମ) ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୁତ୍ତ ବାଟୁଳି ଖଡାରେ ମରଣାନ୍ତକ!-->!-->!-->…
Read More...
Read More...
ସ୍କୁଟିକୁ ପିଟିଲା ଟ୍ରକ୍ ଘୋଷାଡି ନେଲା ୫୦୦ ମିଟର
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଧର୍ମଶାଳା - ବୀରମହାରାଜପୁର ରାସ୍ତାରେ ଆଜି ଏକ ଭୟଙ୍କର ଦୁର୍ଘଟଣା ଘଟି ଯାଇଛି । ସ୍କୁଟି ଯୋଗେ ମହଦାକୁ ଯାଉଥିବା ସମୟରେ ସ୍ଥାନୀୟ କୁମରକେଲି ଗ୍ରାମର ଶରଦ ମହାପାତ୍ରଙ୍କୁ ଟ୍ରକ ପିଟି ଦେବା ସହ ମହଦାରୁ!-->…
Read More...
Read More...