Browsing Category

ଓଡିଶା

ନବୀନ ପଟ୍ଟନାୟକ ଅଦ୍ଵିତୀୟ – ଦିବ୍ୟ ଶଙ୍କର ମିଶ୍ର

ଭବାନୀପାଟଣା, (କେପିଏନ୍‌ଏସ୍‌) : ସ୍ଥାନୀୟ ମିଡ଼ ଟାଉନ ହୋଟେଲ ଠାରେ ପୂର୍ବତନ ସାଂସଦ ତଥା ବଲାଙ୍ଗିର ବିଧାୟକ କଳିକେଶ ସିଂହ ଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଆଜି ସ୍ପଷ୍ଟୀକରଣ ଦେଇଛନ୍ତି । ସେ କହିଛନ୍ତି, ପୂର୍ବତନ
Read More...

ଗୁପ୍ତେଶ୍ୱର ବନାଞ୍ଚଳ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ

ବୈପାରିଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଶୈବପୀଠ ଥିବା ବୈପାରିଗୁଡା ବ୍ଲକର ରାମଗିରି ବନାଞ୍ଚଳ ଅଧିନରେ ଥିବା ବାବା ଗୁପ୍ତେଶ୍ୱର ଶୈବପୀଠରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ରାମଗିରି ରେଞ୍ଜ ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ପ୍ଲାଷ୍ଟିକ
Read More...

ଗୋପାଳପୁର ବେଳାଭୂମି ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା

ଆଗମୀ ଦିନରେ ଗୋପାଳପୁର ଭାରତୀୟ ସେନାର ଏକ ସ୍ପର୍ଶକାତର ସ୍ଥାନରେ ପରିଗଣିତ ହେବ: ରାଜସ୍ୱ ମନ୍ତ୍ରୀ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଗମୀ ଦିନରେ ବେଳାଭୂମିର ସହର ଗୋପାଳପୁର ଭାରତୀୟ ସେନାର ଏକ ସ୍ପର୍ଶକାତର ସ୍ଥାନରେ ପରିଗଣିତ ହେବ ବୋଲି ରାଜସ୍ୱ ବିପର୍ଯ୍ୟୟ ପ୍ରଶମନ
Read More...

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶଗଡ଼ାରେ ବାର୍ଷିକ ଉତ୍ସବ-୨୦୨୬ ଅନୁଷ୍ଠିତ

ଭବାନୀପାଟଣା, (କେପିଏନ୍‌ଏସ୍‌) : ବିଦ୍ୟାଳୟରେ ଶୈକ୍ଷିକ କାର୍ଯ୍ୟ ସହ ଶୈକ୍ଷିକ କାର୍ଯ୍ୟର ଆବଶ୍ୟକତାକୁ ଏଡ଼ାଇ ଦିଆଯାଇ ନପାରେ । ସେହି ସହଶୈକ୍ଷିକ କାର୍ଯ୍ୟର ଅଂଶ ବିଶେଷ ହେଉଛି ବିଦ୍ୟାଳୟର ବାର୍ଷିକ ଉତ୍ସବ । ଭବାନୀପାଟଣା ସଦର ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,
Read More...

ଜିଲ୍ଲା ସ୍ତରୀୟ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ

"ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ସମାଜରେ ସକାରାତ୍ମକ ପ୍ରଭାବ ସୃଷ୍ଟି କରିଥାଏ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି
Read More...

ସିଏମ୍‌ ଟ୍ରଫି ପାଇଁ ଫୁଟବଲ ଖେଳାଳି ଚୟନ ଜାନୟାରୀ ୩୧ ରେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ସିଏମ୍‌ ଟ୍ରଫି ଫୁଟବଲ ନିମନ୍ତେ ଉଭୟ ବାଳକ ଓ ବାଳିକା ବର୍ଗ ପାଇଁ ଆସନ୍ତା ୩୧ ତାରିଖ ଦିନ ସକାଳ ୯ ଘଣ୍ଟା ସମୟରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହେବ । ଏଥିରେ ଯେଉଁ ଖେଳାଳିମାନେ ପୂର୍ବରୁ ରେଜିଷ୍ଟ୍ରେସନ
Read More...

ସର୍ବ ଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ସ୍ମାରକୀ ଫୁଟବଲ

ଫୁଲବାଣୀ ସ୍ପୋର୍ଟ୍ସ ହଷ୍ଟେଲକୁ ହରାଇ କୁଚିଣ୍ଡା ବିଏଫ୍‌ସି ଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରଥମ ସେମି ଫାଇନାଲ କୁଚିଣ୍ଡା ବିଏଫ୍‌ସି ବନାମ
Read More...

ଅନ୍ନଦାତାଙ୍କ ମହାବନ୍ଦରେ ସାମିଲ ହେଲା ଜିଲ୍ଲା କୃଷକ ସଂଘ ଓ ଟାଉନ କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଟାଉନ କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ଓ ଜିଲ୍ଲା କୃଷକ ସଂଘ ସଭାପତି ସାନନ୍ଦ ମିଶ୍ରଙ୍କ ସଂଯୋଜନାରେ ନବ ନିର୍ମାଣ କୃଷକ ସଂଗଠନ ଏବଂ ମିଳିତ କୃଷକ ସଂଘ ତରଫରୁ ଓଡିଶା ମହାବନ୍ଦରେ
Read More...

ହାଇଦ୍ରାବାଦରେ ୱିଙ୍ଗସ୍ ଇଣ୍ଡିଆ ୨୦୨୬ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ…

ଗତ ଦଶନ୍ଧି ମଧ୍ୟରେ, ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ଐତିହାସିକ ପରିବର୍ତ୍ତନ ଦେଇ ଗତି କରିଛି, ଏକ ସ୍ୱତନ୍ତ୍ର କ୍ଲବରୁ ବିଶ୍ୱର ତୃତୀୟ ସର୍ବବୃହତ ଘରୋଇ ବିମାନ ପରିବହନ ବଜାରରେ ପରିଣତ ହୋଇଛି : ପ୍ରଧାନମନ୍ତ୍ରୀଭାରତର ବିମାନ ଚଳାଚଳ କ୍ଷେତ୍ରର ଅଭିବୃଦ୍ଧି ସରକାରଙ୍କ ଦୀର୍ଘକାଳୀନ
Read More...

ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମହାରାଷ୍ଟ୍ର ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଓ ତାଙ୍କର କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି : ପ୍ରଧାନମନ୍ତ୍ରୀଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମାଞ୍ଚଳ ଲୋକଙ୍କ ଜୀବନମାନ ଉନ୍ନତ କରିବା ପାଇଁ ଅଗ୍ରଣୀ ଭୂମିକା ନିର୍ବାହ କରିଥିଲେ। ମୁଁ
Read More...