Browsing Category
ଓଡିଶା
୭୭ତମ ସାଧାରଣତନ୍ତ୍ର ଦିବସରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ଗୌରବାନ୍ୱିତ ବିଜୟ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ - ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ!-->…
Read More...
Read More...
ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ!-->…
Read More...
Read More...
ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ସଂସଦୀୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଜୀବନ ଯାପନ ଏଆଇ!-->…
Read More...
Read More...
ମୁରିବାହାଲ ରେଞ୍ଜରୁ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଉଦ୍ଧାର
ଜଙ୍ଗଲ ବିଭାଗ ପକ୍ଷରୁ ତନାଘନା ତଦନ୍ତ ଜାରି
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଜଇଁତରା ସେକ୍ସନ ଜାମଲିସର ଗ୍ରାମ ଜଙ୍ଗଲ ମଧ୍ୟରେ ଥିବା ପାହାଡ ତଳୁ ଏକ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଜଙ୍ଗଲ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ପୂର୍ବ!-->!-->!-->…
Read More...
Read More...
ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବଡ଼ବଜାର ଭଗବତୀ ପ୍ଲଟ ଠାରେ ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ପ୍ରଥମ ଦିନ ଶହ ଶହ ମହିଳା କଳସ ଯାତ୍ରା କରି!-->…
Read More...
Read More...
ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଜନରାଜ୍ୟ ଦିବସ ପାଳନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତ ବର୍ଷର ୭୭ତମ ସାଧାରଣ ତନ୍ତ୍ର ଦିବସ ପାଳନ ଅବସରରେ ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଜନରାଜ୍ୟ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ନରହରି ପ୍ରଧାନ!-->…
Read More...
Read More...
ସେମଲା ସେବାଶ୍ରମରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ସେମଲା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭ୍ରମରବର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ!-->…
Read More...
Read More...
ଓଡ଼ିଶା ପାଠ୍ୟକ୍ରମ ରୂପରେଖ – ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ସଇଁତଳା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ସଇଁତଳା ଠାରେ ଓଡିଶା ପାଠ୍ୟକ୍ରମ ରୂପରେଖ ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସଞ୍ଚାଳନ ନିମନ୍ତେ ବ୍ଲକ୍ ସ୍ତରୀୟ ପାଞ୍ଚ ଦିନିଆ ପ୍ରଶିକ୍ଷଣ!-->…
Read More...
Read More...
ବାହାବଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରର ଆଧୁନିକରଣ ପ୍ରକଳ୍ପର କ୍ଷେତ୍ର ପରିଦର୍ଶନ କଲେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ…
ଖର୍ଚ୍ଚ ହେବ ୩୪ କୋଟି ଟଙ୍କା
ବାଲେଶ୍ୱର, (କେପିଏନ୍ଏସ୍) : ବାଲେଶ୍ୱର ଜିଲ୍ଲା ଗସ୍ତକାଳରେ ରାଜ୍ୟ ସରକାରଙ୍କ ଏମଏସଏମଇ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବାହାବଳପୁର ସ୍ଥିତ ମତ୍ସ୍ୟ ଅବତରଣ କେନ୍ଦ୍ର (ଜେଟି) ସହ ଏହାର ଆଧୁନିକିକରଣ ପ୍ରକଳ୍ପ!-->!-->!-->…
Read More...
Read More...
ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ
ବାଲେଶ୍ୱର, (କେପିଏନ୍ଏସ୍) : ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ଵର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୋଗରାଇ ପଞ୍ଚାୟତ ସମିତି ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତରୁ!-->…
Read More...
Read More...