Browsing Category
ଓଡିଶା
ରାସ୍ତା ଦାବିରେ ଏକାଠି ହେଲେ ୩ ଗ୍ରାମର ଲୋକ : ବିକାଶ ପାଇଁ ଉଠିଲା ସ୍ୱର
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଜମରତଲା ଗ୍ରାମପଞ୍ଚାୟତ ସରପଞ୍ଚ ବିଦୁ ଭୂଷଣ!-->…
Read More...
Read More...
ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ବଡିବହାଲ ଗ୍ରାମରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ମୃତ ମହିଳା ହେଲେ ଅନୁପମା ବାଗ । ତାଙ୍କର ପାଞ୍ଚ ବର୍ଷର ଏକ ସନ୍ତାନ ରହିଛି । ପାରିବାରିକ!-->…
Read More...
Read More...
ଦାରିଙ୍ଗବାଡିରୁ କର୍ଣ୍ଣାଟକକୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ : ୩ ଗିରଫ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ଣ୍ଣାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ । ୨୩ କେଜି ଗଞ୍ଜେଇକୁ ପୋଲିସ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୩!-->…
Read More...
Read More...
ମୟୂରଭଞ୍ଜରେ ବିକାଶର ମହାଯଜ୍ଞ : ୪୩୦ କୋଟିର ପ୍ରକଳ୍ପ ସହ ୬୫୦ ଶଯ୍ୟାର ନୂଆ ଟିଚିଙ୍ଗ୍ ହସ୍ପିଟାଲ ଲୋକାର୍ପିତ
ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲର ନୂତନ ବିଲ୍ଡିଂ ଭେଟି ଦେଲେ ମୁଖ୍ୟମନ୍ତ୍ରୀମୟୂରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ୟାକେଜ୍: ୩୯ଟି ପ୍ରକଳ୍ପର ଶୁଭାରମ୍ଭ, ୧୦୦ କୋଟିର ପାନୀୟ ଜଳ ପ୍ରକଳ୍ପ ଉଦ୍ଘାଟିତ୨୫୮ କୋଟିର ସ୍ୱାସ୍ଥ୍ୟ ଭିତ୍ତିଭୂମି: ଉତ୍ତର ଓଡ଼ିଶାର ପ୍ରମୁଖ ରେଫରାଲ୍!-->…
Read More...
Read More...
ମାରିସାର ଦାବି ପୂରଣ ହେଲା, କାର୍ଯ୍ୟକ୍ଷମ ହେଲା ପିଆରଏମ୍ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍
ଅର୍ଜୁନ ମୁର୍ମୁଙ୍କ ଆନ୍ଦୋଳନ ପରେ କାର୍ଯ୍ୟକ୍ଷମ ହେଲା ପିଆରଏମ ମେଡିକାଲ୍ମୁଖ୍ୟମନ୍ତ୍ରୀଙ୍କୁ ମାରିସାର କୃତଜ୍ଞତା
ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶାର ସର୍ବାଙ୍ଗୀନ ଉନ୍ନତିର ଆବାହକ, କର୍ଣ୍ଣଧାର ମୁଖ୍ୟମନ୍ତ୍ରୀ । ତେବେ ସ୍ୱାସ୍ଥ୍ୟ କ୍ଷେତ୍ରରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ!-->!-->!-->…
Read More...
Read More...
ଆଇଟିଡିଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ରୁ ୭୦୩ ଗ୍ରାମ୍ ସୁନା ଠାବ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକର୍କୁ ଓଡିଶା ଭିଜିଲାନ୍ସ ଟିମ ସୋମବାର ଖୋଲିଛି । ସେଥିରୁ ୭୦୩ ଗ୍ରାମ୍ ସୁନା ଠାବ ହୋଇଛି । ଏଯାଏଁ ମୋଟ୍!-->…
Read More...
Read More...
ଏସ୍ଆଇଏଚ୍ଏମ୍ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ରାଜ୍ୟ ହୋଟେଲ ମ୍ୟାନେଜମେଣ୍ଟ ପ୍ରତିଷ୍ଠାନ ଠାରେ ୬ ମାସ ସାର୍ଟିଫିକେଟ କୋର୍ସ ପାଠ ପଢ଼ି ଶୀଘ୍ର ନିଯୁକ୍ତି ମିଳିବା ପାଇଁ ପିତୃ ଓ ମାତୃହିନ ଛାତ୍ରଛାତ୍ରୀମାନଙ୍କୁ ସରକାରଙ୍କ ଦ୍ୱାରା ଯଶୋଦା ଯୋଜନା ମାଧ୍ୟମରେ ନାମ ଲେଖାଇବାକୁ ଜିଲ୍ଲା!-->…
Read More...
Read More...
ବ୍ରହ୍ମପୁର ମହାତ୍ମାଗାନ୍ଧୀ ଇଣ୍ଡୋର ଷ୍ଟାଡିୟମଠାରେ ମୁଖ୍ୟମନ୍ତ୍ରୀ କପ୍ କବାଡି ପ୍ରତିଯୋଗିତାର ସେମି-ଫାଇନାଲ ଓ ଫାଇନାଲ…
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମ ଠାରେ ଆଜି ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି–୨.୦ କବାଡ଼ି ଚାମ୍ପିୟନସିପ୍–୨୦୨୬ ର ଅନ୍ତିମ ପର୍ଯ୍ୟାୟ ପ୍ରତିଯୋଗିତା ଉଦ୍ଘାଟିତ!-->…
Read More...
Read More...
ଗଞ୍ଜାମ ଲକ୍ଷ୍ୟ ନିକେତନରେ ‘ସ୍ପେସାଲ ଇଣ୍ଟେନସିଭ୍ ରିଭିଜନ୍ (ଏସ୍ଆଇଆର୍) ୨୦୨୬’ ସଚେତନତା
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଗଞ୍ଜାମ ଲକ୍ଷ୍ୟ ନିକେତନରେ 'ସ୍ପେସାଲ ଇଣ୍ଟେନସିଭ୍ ରିଭିଜନ୍ (ଏସ୍ଆଇଆର୍) ୨୦୨୬' ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାମିଲ ହେଲେ ବ୍ରହ୍ମପୁର ଉପ-ଜିଲ୍ଲାପାଳ ଓ ପ୍ରଶାସନିକ ଅଧିକାରୀ । ବ୍ରହ୍ମପୁରର ପ୍ରତିଷ୍ଠିତ!-->…
Read More...
Read More...
ମଧୁରଚୁଆ ଗ୍ରାମରେ ମହିଳାଙ୍କ ଘରୁ ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି ଘଟଣାରେ ଉଦ୍ଧାର କଲା ରମ୍ଭା ଥାନା ପୋଲିସ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ରମ୍ଭା ଥାନା ଅଞ୍ଚଳର ମଧୁରଚୁଆ ଗ୍ରାମରେ ଜଣଙ୍କ ଘରୁ ସୁନା ଅଳଙ୍କାର ସହ ନଗଦ ଟଙ୍କା ଚୋରି ଘଟଣାରେ ସମସ୍ତ ଯାବତୀୟ ଚୋରୀ ଜିନିଷ ସହ ଏହି ଅଭିଯୋଗରେ ସଂପୃକ୍ତ ଜଣେ ମହିଳାଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି । ଘଟଣା!-->…
Read More...
Read More...