Browsing Category
ଓଡିଶା
ଗୁଡଭେଲା ବ୍ଲକରେ ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ଗୁଡଭେଲା ବ୍ଲକର ୮୧ଟି ପରୀକ୍ଷା କେନ୍ଦ୍ରରେ ଦ୍ୱିତୀୟ ପର୍ଯ୍ୟାୟ ନବଭାରତ ସାକ୍ଷରତା ଅଭିଯାନ 'ଉଲ୍ଲାସ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୨୪୮୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଆଜି ଦ୍ୱିତୀୟ ପର୍ୟ୍ୟାୟରେ ସମୁଦାୟ ୮୧୯ ଜଣ!-->…
Read More...
Read More...
ଟିଟିଲାଗଡ଼ରେ ନୂତନ ସୈନିକ ସ୍କୁଲ ସ୍ଥାପନ ପାଇଁ ରାଜ୍ୟସଭାରେ ଦାବି ଉଠାଇଲେ ସାଂସଦ ନିରଞ୍ଜନ ବିଶି
ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ଏକ ନୂତନ ସୈନିକ ସ୍କୁଲ ସ୍ଥାପନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଲୋକହିତ ମୁଦ୍ଦା ଉଠାଇଛନ୍ତି । ସାଂସଦ ଶ୍ରୀ ବିଶି କହିଥିଲେ ଯେ, ବଲାଙ୍ଗିର ଜିଲ୍ଲାରେ ଏକ ନୂତନ ସୈନିକ ସ୍କୁଲ୍ ସ୍ଥାପନ ଅତ୍ୟନ୍ତ ଆବଶ୍ୟକ ।!-->…
Read More...
Read More...
ଆଉଟ ସୋର୍ସିଙ୍ଗ କର୍ମଚାରୀମାନଙ୍କୁ ନ୍ୟାୟ ସଂଗତ ଦରମା ଓ ସୁବିଧା ପ୍ରଦାନ ନ କରିବା ଯୋଗୁଁ କାର୍ଯ୍ୟ ବନ୍ଦ ଡାକରା
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଓଡିଶାର ବିଭିନ୍ନ ବିଭାଗରେ ଆଉଟ ସୋର୍ସିଙ୍ଗ ଭିତ୍ତିରେ କାମ କରୁଥିବା କର୍ମଚାରୀ ଦୀର୍ଘ ସମୟ ଧରି ଅତ୍ୟନ୍ତ କମ୍ ଦରମାରେ ଓ ଅନିଶ୍ଚିତ ପରିସ୍ଥିତିରେ କାମ କରୁଛନ୍ତି । ସରକାରୀ କାମର ମୁଖ୍ୟ ଭାଗ ସେମାନେ କରୁଥିଲେ ମଧ୍ୟ ଯଥାର୍ଥ ସୁବିଧା ଓ ସୁରକ୍ଷା ପାଇ!-->…
Read More...
Read More...
ଡିଆର୍ସିଏସ୍ଙ୍କୁ ବହିଷ୍କାର ସହ ନୂତନ ନିଯୁକ୍ତି ରଦ୍ଦ ଦାବୀ
ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ କରିଛି : ଜିଲ୍ଲାପାଳ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ମରାଡୁଗୋଛା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ସମ୍ପାଦକ ନବୀନ ଦାସଙ୍କ ଚାକିରିରେ ପରିବାରବାଦ ତଥା ଦୀର୍ଘ ଦିନରୁ!-->!-->!-->…
Read More...
Read More...
ବଲାଙ୍ଗିରର ସାମ୍ବାଦିକ ପବନ ଅଗ୍ରୱାଲ ‘ଶିଖର’ ସମ୍ମିଳନୀରେ ସମ୍ମାନିତ
ସମାଜସେବା ଏବଂ ସାମ୍ବାଦିକତା ପାଇଁ
ସମ୍ବଲପୁର/ବଲାଙ୍ଗିର, (କେପିଏନ୍ଏସ୍) : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମେଳନ ଆନୁକୂଲ୍ୟରେ ଆୟୋଜିତ ପ୍ରାଦେଶିକ ଅଧିବେଶନ 'ଶିଖର'ରେ, ରାଷ୍ଟ୍ରୀୟ ଅଧ୍ୟକ୍ଷ ପବନ ଗୋଏଙ୍କା (ନୂଆଦିଲ୍ଲୀ)ଙ୍କ କରକମଳରେ ବଲାଙ୍ଗିରର ସାମ୍ବାଦିକ ପବନ ଅଗ୍ରୱାଲଙ୍କୁ!-->!-->!-->…
Read More...
Read More...
ଗ୍ୟାସ ଯୋଗାଣ ପାଇଁ ଜିଲ୍ଲାପାଳଙ୍କୁ ବ୍ୟବସାୟୀ ସଂଘର ଦାବିପତ୍ର ପ୍ରଦାନ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁ ଦେଖାଦେଲାଣି ବ୍ୟବସାୟିକ ଓ ଘରୋଇ ଏଲପିଜି ଗ୍ୟାସ ସଂକଟ । ରେଷ୍ଟୁରାଣ୍ଟ, ଖାଦ୍ୟ ବିକ୍ରେତା ଏଥିରେ ସର୍ବାଧିକ ପ୍ରଭାବିତ ହେଉଥିବା ଭଳି ଅଭିଯୋଗ ହୋଇଛି । ଆଗକୁ ରନ୍ଧନ ଗ୍ୟାସ ମିଳିବ କି ନାହିଁ ଆଶଙ୍କା କରି!-->…
Read More...
Read More...
କଟକ ହସ୍ପିଟାଲରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଜୀବନହାନି ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତ!-->!-->!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ
ନୂଆଦିଲ୍ଲୀ, (ପିଆଇବି) : ଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
‘‘ଓଡିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି!-->!-->!-->!-->!-->…
Read More...
Read More...
ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟାଙ୍ଗନା ଅଳକା ସାହୁ ହସ୍ପିଟାଲରେ ଭର୍ତ୍ତି
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତୀୟସ୍ତରରେ ଖ୍ୟାତିସମ୍ପନ୍ନ ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟାଙ୍ଗନା ଡଃ. ଅଳକା ସାହୁ (୫୦) ସୋମବାର ସକାଳୁ ଅଚାନକ ତାଙ୍କରି ସ୍ଵାସ୍ଥ୍ୟ ସମସ୍ୟା ଉପୁଜି ଛତ୍ରପୁର ଉପଖଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମ୍ୟାଡମଙ୍କ ଅଚାନକ ରକ୍ତଚାପ!-->…
Read More...
Read More...
ପୁତୁରାର ଆକ୍ରମଣରେ ଖୁଡି ଆହତ
ବଲାଙ୍ଗିର, (କେପଏନ୍ଏସ୍) : ଧାରୁଆ ଅସ୍ତ୍ରରେ ଖୁଡିଙ୍କୁ ଆକ୍ରମଣ କଲା ପୁତୁରା । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଚାଉଳିଆ ଗ୍ରାମରେ । ପାରିବାରିକ ବିବାଦରୁ ମଦ୍ୟପ ପୁତୁରାଙ୍କ ଏଭଳି ଉତ୍ପାତ ଦେଖିବାକୁ ମିଳିଛି । ଖବର ଅନୁସାରେ ଚାଉଳିଆର ସୁଶିଳା!-->…
Read More...
Read More...