Browsing Category

ଓଡିଶା

ମହାବୀର ଜୟନ୍ତୀ ଅବସରରେ ରାଉରକେଲାରେ ବିଶାଳ ଶୋଭାଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ମହାବୀର ଜୟନ୍ତୀ ଅବସରରେ ଆଜି ରାଉରକେଲା ସହରରେ ଏକ ବିଶାଳ ଶୋଭାଯାତ୍ରା ବାହାର କରାଯାଇଥିଲା । ପ୍ରଭୁ ମହାବୀରଙ୍କ ଜନ୍ମବାର୍ଷିକୀ ଅବସରରେ ସକାଳ ୯ଟାରେ ମଧୁସୂଦନ ମାର୍ଗ ଅମର ଭବନରୁ ଏକ ବିଶାଳ ଶୋଭାଯାତ୍ରା ବାହାର କରାଯାଇଥିଲା । ଜୈନ ସମାଜର ଶହ ଶହ
Read More...

ରାଉରକେଲା ଓକିଲ ସଂଘର ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ ନବ ନିର୍ବାଚିତ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ସଦସ୍ୟ ମାନଙ୍କ ଶପଥ ଗ୍ରହଣ ସମାରୋହ ଆଜି ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ବରିଷ୍ଠ ଆଇନଜୀବୀ ସରୋଜ ନାରାୟଣ
Read More...

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ
Read More...

ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତରଫରୁ କ୍ୟାମ୍ପ କୋର୍ଟ ଓ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକଦିନିଆ କ୍ୟାମ୍ପ କୋର୍ଟ ଏବଂ ସାର୍ବଜନୀନ ଶୁଣାଣିରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ
Read More...

ଆନ୍ତର୍ଜାତିକ ମହିଳା ଦିବସ ପାଳନ ଓ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଓ ସମ୍ବର୍ଦ୍ଧନା ସଭା ସେକ୍ଟର ୧୯ ସ୍ଥିତ ହୋଟେଲ ସରୋବର ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନ ଦ୍ୱାରା ଆୟୋଜିତ ଆନ୍ତର୍ଜାତିକ
Read More...

ଡଙ୍ଗାଘାଟ ଗ୍ରାମରେ ୨୪ ପ୍ରହରୀ ନାମଯଜ୍ଞ ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜଗତର ନାଥ ଜଗନ୍ନାଥଙ୍କ ଅପାର କରୁଣାରୁ ପଦ୍ମପୁର ଉପଖଣ୍ଡ ଡଙ୍ଗାଘାଟ ଗ୍ରାମ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ତଥା ଅଷ୍ଟ ଦେବାଦେବୀଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ପ୍ରଥମ ବାର୍ଷିକ ମହୋତ୍ସବ ଅବସରରେ ୨୪ ପ୍ରହରୀ ନାମଯଜ୍ଞର ଶୁଭାରମ୍ଭ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବିଶ୍ୱ ନାଟ୍ୟ ଦିବସ ଓ ବାର୍ଷିକ ନାଟ୍ୟ ସମାରୋହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କଳା ଓ ସଂସ୍କୃତିର ଅନନ୍ୟ କେନ୍ଦ୍ର ପଦ୍ମପୁର ସ୍ଥିତ ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷ ମଙ୍ଗଳବାର ଦିନ ନାଟ୍ୟମୟ ହୋଇଉଠିଥିଲା । ବିଶ୍ୱ ନାଟ୍ୟ ଦିବସ ଉପଲକ୍ଷେ ଆୟୋଜିତ ଏହି ବାର୍ଷିକ ନାଟ୍ୟ ସମାରୋହରେ ଶିକ୍ଷାବିତ୍, କଳାକାର ଓ
Read More...

ନକ୍ସଲମୁକ୍ତ ଭାରତ : ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା

ନୂଆଦିଲ୍ଲୀ, (ପିଆଇବି) : ଭାରତ ୩୧ ମାର୍ଚ୍ଚ ୨୦୨୬ରେ ନକ୍ସଲବାଦମୁକ୍ତ ହେଉଥିବାରୁ ଗତ ୫୬ ବର୍ଷ ଧରି ଚାଲିଥିବା ସଶସ୍ତ୍ର ସଂଘର୍ଷର ଅନ୍ତ ଘଟିଛି। ୨୦୧୪ରେ ୧୨୬ ଥିବା ନକ୍ସଲ ପ୍ରଭାବିତ ଜିଲ୍ଲା ସଂଖ୍ୟା ୨୦୨୬ ସୁଦ୍ଧା କମି ୨ରେ ପହଞ୍ଚିଛି । ଏପରିକି ଗୁରୁତର ନକ୍ସଲ ପ୍ରଭାବିତ ଜିଲ୍ଲା ସଂଖ୍ୟା
Read More...

କଲମପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମବାୟ ନିୟମ ଅନୁସାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଲମପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା କଲମପୁର ମଣ୍ଡି ପରିସରରେ ଅନୁଷ୍ଠିତ ହୋଇଯାଇଛି । କୃଷି ସମବାୟ ସମିତି ଅଧ୍ୟକ୍ଷ ଶଙ୍କର୍ଷଣ ବେହେରାଙ୍କ ଅଧ୍ୟକ୍ଷତାରେ
Read More...

ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁ ଏକ କବଚ ସଦୃଶ : ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଏକ ଉଚିତ୍ ପଦକ୍ଷେପ ଓ କବଚ ସଦୃଶ ବୋଲି ବକ୍ତାମାନେ କହିଥିଲେ । ଏଭଳି ପ୍ରଶିକ୍ଷଣ ଆମମାନଙ୍କ
Read More...