Browsing Category
ଓଡିଶା
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬ ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ…
ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ଓଡ଼ିଶାର ମହିଳା ଉଦ୍ୟୋଗୀତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା–୨୦୨୬, ନୂଆପଡ଼ା ସ୍ଥିତ ନେସନାଲ!-->…
Read More...
Read More...
ସୁବର୍ଣ୍ଣପୁର ପୁଲିସ୍ର ଅପରେସନ ସାଇବର କବଚ : ୯ ସାଇବର ଠକ୍ ଗିରଫ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତ ଫେବୃଆରୀ ୧୩ରୁ ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଓଡିଶା ପୋଲିସ ପକ୍ଷରୁ ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି । ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ 'ଅପରେସନ୍ ସାଇବର କବଚ' ଅଧୀନରେ ପୋଲିସ ପକ୍ଷରୁ!-->…
Read More...
Read More...
୨୦୨୫-୨୬ ପାଇଁ ପ୍ରମୁଖ କୃଷି ଫସଲ (ଖରିଫ ଏବଂ ରବି) ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ଏବଂ କୃଷକ…
ଫସଲର ଦ୍ୱିତୀୟ ଅଗ୍ରୀମ ଆକଳନକୁ ଅନୁମୋଦନ କଲେକେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର କୃଷି କ୍ଷେତ୍ରର ବିକାଶ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି: ଶ୍ରୀ ଶିବରାଜ ସିଂହଖରିଫ ଏବଂ ରବି ଉତ୍ପାଦନ ୧୭୪୧.୪୪ ଏବଂ!-->…
Read More...
Read More...
ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ
ରେଡିଓର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କଲେ ଏଡିଜି ଅଖିଳ ମିଶ୍ର
ପୁରୀ, (ପିଆଇବି) : କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର ତଥା ଜନସମ୍ପର୍କ ଅଭିଯାନକୁ ଅଧିକ ବ୍ୟାପକ କରିବା ଲକ୍ଷ୍ୟରେ ଆଜି ପୁରୀ ଆକାଶବାଣୀ କେନ୍ଦ୍ର ପରିସରରେ ଏକ!-->!-->!-->…
Read More...
Read More...
ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଉପରେ ଆର୍ଏସ୍ପି କର୍ତ୍ତୃପକ୍ଷଙ୍କ ଆକ୍ରମଣ ବିରୋଧରେ ଓଡ଼ିଆ ଅନୁଷ୍ଠାନ ଏକତ୍ରିତ
ଆଦର୍ଶ ପାଠାଗାର ପାଇଁ ଏକ ହେଲେ ସାହିତ୍ୟିକ, ସାଂସ୍କୃତିକ, ସାମାଜିକ, ଶ୍ରମିକ ସଂଗଠନ ଓ ରାଜନୈତିକ ଦଳ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା କର୍ତ୍ତୃପକ୍ଷ ସହରର ସର୍ବପୁରାତନ ସାହିତ୍ୟ ସଂସ୍କୃତିର ବାର୍ତ୍ତାବହ ସାଜିଥିବା ଆଦର୍ଶ ପାଠାଗାର ଓ ଭଞ୍ଜଭବନକୁ ନିଜ!-->!-->!-->…
Read More...
Read More...
ପାର୍ଲିଆମେଣ୍ଟରେ ଉଠିଲା ଗ୍ରାମସଭାର ବିନା ଅନୁମୋଦନରେ ଗ୍ରାଫାଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ
ଦିଲ୍ଲୀ/ଭୁବନେଶ୍ୱର : ପାର୍ଲିଆମେଣ୍ଟର ଚଳିତ ଅଧିବେଶନରେ ରାଜ୍ୟସଭାରେ ସାଂସଦ ନିରଞ୍ଜନ ବିଶି ଓଡିଶାର ଗ୍ରାମସଭାର ବିନା ଅନୁମୋଦନରେ ଗ୍ରାଫାଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ ଉଠାଇଥିଲେ । ସାଂସଦ ଶ୍ରୀ ବିଶି କହିଥିଲେ ଯେ, ଓଡିଶା ହେଉଛି ଭାରତର ତୃତୀୟ ଆଦିବାସୀ ବହୁଳ!-->…
Read More...
Read More...
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସାମାଜିକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ମହିଳା ଦିବସ ଗୋପାଳଜୀ ମନ୍ଦିର ପ୍ରାଙ୍ଗଣରେ ସଭାପତି ମାଳତି ଉଦ୍ଗାତାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଆଦ୍ୟାଶକ୍ତି ମା'!-->…
Read More...
Read More...
ଇସ୍ପାତ ନଗରୀରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲା ଠାରେ ବିଭିନ୍ନ ଅନୁଷ୍ଠାନ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ ବଡ ଧୁମଧାମରେ ପାଳିତ ହୋଇଯାଇଛି । ବିଭିନ୍ନ ସ୍ଥାନରେ ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ ନାରୀ କିପରି ନାରାୟଣୀ, ସମାଜକୁ ସେମାନଙ୍କ ଅବଦାନ ଓ ତ୍ୟାଗ ସମ୍ପର୍କରେ!-->…
Read More...
Read More...
ବଙ୍ଗୋମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସରକାରୀ ନିର୍ଦ୍ଦେଶକୁ ଅବମାନନା : ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ…
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ବ୍ଲକ ଗ୍ରାଣ୍ଟ ସତ୍ତ୍ୱେ ପରିଚାଳନା କମିଟିରୁ ଦରମା ନିଆଯାଉଥିବା ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ପୂର୍ବତନ କମିଟି ସଦସ୍ୟ ସୁଶିଲ ଜୈନ । ଏନେଇ ଉଗ୍ରସେନ!-->…
Read More...
Read More...
୫ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନାରେ ୨ ଲକ୍ଷ ଟଙ୍କା ଲେଖାଏଁ ଚେକ ପ୍ରଦାନ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ୫ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନାରେ ୨ ଲକ୍ଷ ଟଙ୍କା ଲେଖାଏଁ ଚେକ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି!-->…
Read More...
Read More...