Browsing Category

କ୍ରୀଡା

ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ପୁରୁଷ ଜୁନିଅର ବିଶ୍ୱକପ୍ ହକି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ପୁରୁଷ ଜୁନିଅର ବିଶ୍ୱକପ୍ ହକି ଆରମ୍ଭ ହୋଇଛି । ବିନା ଦର୍ଶକରେ ମ୍ୟାଚ୍ ଖେଳାଯାଉଥିବା ବେଳେ ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ବେଲଜିୟମ୍ ଓ ଦକ୍ଷିଣ ଆଫ୍ରିକା । ଆଜି ୫ଟି ମ୍ୟାଚ୍ ଖେଳାଯିବ । କାନାଡ଼ା-ପୋଲାଣ୍ଡ,
Read More...

ଠାକୁର ଦେଓ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ : ପାଟଣାଗଡକୁ ହରାଇ କଳାହାଣ୍ଡି ଚାମ୍ପିଅନ 

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ହାତୀସରା ପଞ୍ଚାୟତ ନାଇକେନଶିରା ଖେଳ ପଡ଼ିଆରେ ଜଗନ୍ନାଥ କ୍ଳବ୍ ଉପରପଡ଼ା ନାଇକେନଶିରା ପକ୍ଷରୁ ଅନୁଷ୍ଠିତ ହୋଇଥିବା ଠାକୁର ଦେଓ ଫୁଟବଲ ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚରେ ପାଟଣାଗଡକୁ କଳାହାଣ୍ଡି ଦଳ ୩-୧ଗୋଲରେ
Read More...

ଆଇପିଏଲ୍ ୨୦୨୨ରେ ଦୁଇଟି ନୂଆ ଟିମ୍, ଅହମ୍ମଦାବାଦ ଓ ଲକ୍ଷ୍ନୌ

ଦୁବାଇ: ଆଇପିଏଲରେ ଦୁଇଟି ନୂଆ ଟିମ୍ ଭାବେ ଅହମ୍ମଦାବାଦ ଓ ଲକ୍ଷ୍ନୌ ଫ୍ରାଂଚାଇଜି ସାମିଲ ହୋଇଛନ୍ତି । ଟିମ୍ ଅହମ୍ମଦାବାଦ ଫ୍ରାଂଚାଇଜିକୁ ସିଭିସି କ୍ୟାପିଟାଲ୍ ଗ୍ରୁପ ୫ ହଜାର ୬୦୦ କୋଟି ଟଙ୍କାରେ କିଣିଛି । ଅନ୍ୟପଟେ ୭ ହଜାର ୯୦ କୋଟି ଟଙ୍କା ମୂଲ୍ୟରେ ଲକ୍ଷ୍ନୌ ଟିମର ମାଲିକନା ହାସଲ କରିଛି
Read More...

ଟି୨୦ ବିଶ୍ଵକପ : କୋହଲିଙ୍କ ୫୭ ଓ ପନ୍ତଙ୍କ ୩୯ବଳରେ ପାକିସ୍ତାନ ବିପକ୍ଷରେ ୧୫୨ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କଲା ଭାରତ

ଦୁବାଇ : ଚଳିତ ଟି-୨୦ ବିଶ୍ୱକପ୍‌ରେ ଭାରତ ରବିବାର ନିଜର ଅଭିଯାନ ଆରମ୍ଭ କରିଛି । ଭାରତ ପ୍ରଥମ ମୁକାବିଲାରେ ପାକିସ୍ତାନକୁ ଭେଟିଛି । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ବିଶ୍ୱକପ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ତଥା ହାଇଭୋଲଟେଜ୍‌ ମ୍ୟାଚ ପାଇଁ ଟସ୍‌ ପଡ଼ିଛି ।
Read More...

ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ୨୦୨୧ ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବେ ବୋଲି ସୂଚନା ମିଳିଛି । ଏନେଇ ଆଜି ଏକଲବ୍ୟ ପୁରସ୍କାର ଜୁରୀ କମିଟି ତାଙ୍କୁ ଚୟନ କରିଥିବା ବେଳେ ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଓ
Read More...

ଭାରତ-ପାକ ଲଢ଼େଇ : ୬ରନରେ ୨ୱିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ଭାରତ

ଦୁବାଇ : ଚଳିତ ଟି-୨୦ ବିଶ୍ୱକପ୍‌ରେ ଭାରତ ରବିବାର ନିଜର ଅଭିଯାନ ଆରମ୍ଭ କରିଛି । ଭାରତ ପ୍ରଥମ ମୁକାବିଲାରେ ପାକିସ୍ତାନକୁ ଭେଟିଛି । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ବିଶ୍ୱକପ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ତଥା ହାଇଭୋଲଟେଜ୍‌ ମ୍ୟାଚ ପାଇଁ ଟସ୍‌ ପଡ଼ିଛି ।
Read More...

ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ : ଶରଧାପାଲି ବିଜୟୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ଖୁଣ୍ଟପାଲି ଖେଳ ପଡିଆରେ ଦ୍ୱିଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଛି । ଉଦଘାଟନୀ ଉତ୍ସବରେ ତାଲପାଲି ସରପଞ୍ଚ ସୁଶାନ୍ତ ସାହୁ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଶୁଭାରମ୍ଭ କରିଥିଲେ । ନିର୍ବାହୀ ଅଧିକାରୀ ପାଣ୍ତବ ନନ୍ଦ ସହଯୋଗ
Read More...

ନୂଆ ଜର୍ସିରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତୀୟ ପୁରୁଷ କ୍ରିକେଟ ଦଳ

ମୁମ୍ବାଇ : ଟ୍ୱେଣ୍ଟି-୨୦ ବିଶ୍ୱକପ୍ ଲାଗି ଭାରତୀୟ କ୍ରିକେଟ୍ ଦଳର ନୂଆ ଜର୍ସି ଉନ୍ମୋଚିତ ହୋଇଛି । ନୂଆ ଜର୍ସିକୁ ‘ବିଲିୟନ୍ ଚିୟର୍ସ ଜର୍ସି’ ଭାବେ ନାମିତ କରାଯାଇଛି । ଏହି ନୂଆ ଜର୍ସିରେ ଭାରତ ପ୍ରଥମ ଅଭ୍ୟାସ ମ୍ୟାଚ୍ ଇଂଲଣ୍ଡ ବିପକ୍ଷରେ ଖେଳି ବିଜୟରୁ ଅଭିଯାନ ଆରମ୍ଭ କରିଛି ।
Read More...

ଆଜି ଆଇପିଏଲ ଫାଇନାଲ : ଟ୍ରଫି ପାଇଁ ଚେନ୍ନଇ-କୋଲକାତା ମୁହଁ ମୁହିଁ, କିଏ ଜିତିବ ଟ୍ରଫି ?

ଦୁବାଇ : ଶୁକ୍ରବାର ଦିନ ଆଇପିଏଲ ଟ୍ରଫି ଟକ୍କରରେ ଚେନ୍ନାଇ-କୋଲକାତା ମଧ୍ୟରେ ଦୁବାଇ ଷ୍ଟାଡିୟମରେ ମୁହାଁମୁହିଁ ହେବେ । ଲିଗ୍ ପର୍ଯ୍ୟାୟରେ ଚେନ୍ନାଇ ଶୀର୍ଷ ସ୍ଥାନରେ ଉନ୍ନୀତ ହୋଇ ପ୍ରଥମ କ୍ଵାଲି ଫାୟରରେ ଦିଲ୍ଲୀକୁ ହରାଇ ସିଧାସଳଖ ଫାଇନାଲରେ ପ୍ରବେଶ କରିଥିଲା । ଅନ୍ୟପଟେ କୋଲକାତା ଲିଗ୍
Read More...

ପାରା ଅଲିମ୍ପିକ୍ସରେ ଭାବିନାଙ୍କୁ ମିଳିଲା ରୌପ୍ୟ

ଟୋକିଓ : ଟୋକିଓ ପାରାଅଲିମ୍ପିକ୍ସରେ ଟେବୁଲ ଟେନିସ ଫାଇନାଲ ମ୍ୟାଚରେ ଭାରତର ଭାବିନା ପଟେଲଙ୍କୁ ରୌପ୍ୟ ମିଳିଛି । ଫାଇନାଲ ମ୍ୟାଚରେ ହାରି ରୌପ୍ୟ ଜିତିଛନ୍ତି ଭାବିନା । ଟେବୁଲ ଟେନିସ ମହିଳା ଫାଇନାଲ ରାଉଣ୍ଡରେ ଭାବିନା ପଟେଲଙ୍କୁ ଚାଇନାର ଜିଓ ୟିଙ୍ଗ ୩-୦ରେ ହରାଇଛନ୍ତି ।
Read More...