pakka

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପଛପଟୁ ମିଳିଲା ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ : ପୋଲିସ ପକ୍ଷରୁ ତନାଘନା ତଦନ୍ତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପଛପଟୁ ମିଳିଛି ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ଏହାକୁ ନେଇ ତନାଘନା ତଦନ୍ତ ଆରମ୍ଭ କରିଛି ବଲାଙ୍ଗିର ପୋଲିସ । ସୂଚନା ଅନୁସାରେ, କୌଣସି ସୂତ୍ରରୁ ଖବର ପାଇ ବଲାଙ୍ଗିର ଟାଉନ ଥାନା ପୋଲିସ ଘଟଣାସ୍ଥଳକୁ ଯାଇ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରି ଜବତ କରିଛି । ତେବେ ଏହି ଘଟଣାକୁ ନେଇ ସାରା ଅଞ୍ଚଳରେ ଚାଂଚଲ୍ୟ ଖେଳିଯାଇଥିବା ବେଳେ ଘଟଣାର ମୂଳକୁ ପହଞ୍ଚିବା ପାଇଁ ପୋଲିସ ପ୍ରଚେଷ୍ଟା ଜାରି ରଖିଛି ।

Leave A Reply

Your email address will not be published.

18 − seventeen =