ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ପାଇଁ ସୁପାରିଶ କଲେ ବିହାର ମୁଖ୍ୟମନ୍ତ୍ରୀ

ପାଟନା, (କେପିଏନ୍ଏସ୍) : ବଲିଉଡ଼ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ରାଜ୍ୟପାଳ ଫଗୁ ଚୌହାନ ମଧ୍ୟ ଏହାକୁ ଅନୁମୋଦନ କରିଥିବା ଜଣାପଡ଼ିଛି । ସୁଶାନ୍ତ ସିଂହଙ୍କ ବାପା ଏବଂ ବିହାର ବିଧାନସଭା ସଦସ୍ୟମାନଙ୍କ ଅନୁରୋଧକୁ ଆଧାର କରି ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ।

Leave A Reply

Your email address will not be published.