ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଲେ

ନୂଆଦିଲ୍ଲୀ : ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଟ୍ୱିଟ୍ କରି ପଶ୍ଚିମବଙ୍ଗର ନିର୍ବାଚନ ଫଳାଫଳରେ ଅଗ୍ରଣୀ ହାସଲ କରିଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ଟ୍ୱିଟ୍‌ରେ ଲେଖିଛନ୍ତି, ମମତା ଦିଦିଙ୍କୁ କଡ଼ା ଟକ୍‌କ୍କରରେ ବିଜୟ ପାଇଁ ଅଭିନନ୍ଦନ। ପଶ୍ଚିମବଙ୍ଗର ଲୋକଙ୍କୁ ଅଭିନନ୍ଦନ।

ନିର୍ବାଚନ ଆୟୋଗଙ୍କ ତଥ୍ୟ ଅନୁଯାୟୀ ପଶ୍ଚିମବଙ୍ଗରେ ୨୦୦ରୁ ଅଧିକ ଆସନରେ ତୃଣମୂଳ କଂଗ୍ରେସ ଆଗୁଆ ରହିଛି । ଏଥିସହ ବିଜେପି ୭୮ ଟି ଆସନରେ ଆଗରେ ଥିଲା ।

Leave A Reply

Your email address will not be published.

10 + 5 =

error: Content is protected !!