କୁକି-ଜୋ-ହମାର, ମୈତେଇ ଏବଂ ନାଗା ସମ୍ପ୍ରଦାୟର ପ୍ରତିନିଧିତ୍ୱ କରି ମଣିପୁର ବିଧାନସଭାର ନିର୍ବାଚିତ ସଦସ୍ୟମାନେ ନୂଆଦିଲ୍ଲୀରେ ଏକ ବୈଠକରେ ରାଜ୍ୟର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା

ନୂଆଦିଲ୍ଲୀ, (ପିଆଇବି) : ମଣିପୁର ବିଧାନସଭାର ନିର୍ବାଚିତ କୁକି-ଜୋ-ହମାର, ମୈତେଇ ଏବଂ ନାଗା ସମ୍ପ୍ରଦାୟର ସଦସ୍ୟ ମାନେ ଆଜି ନୂଆଦିଲ୍ଲୀରେ ଏକ ବୈଠକରେ ରାଜ୍ୟର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି । ଏହି ବୈଠକରେ ସର୍ବସମ୍ମତିକ୍ରମେ ପାରିତ ନିଷ୍ପତ୍ତିରେ ରାଜ୍ୟର ସମସ୍ତ ସମ୍ପ୍ରଦାୟର ଅଧିବାସୀଙ୍କୁ ହିଂସାର ମାର୍ଗ ଛାଡ଼ିବାକୁ ନିବେଦନ କରାଯାଇଛି ଯାହା ଫଳରେ ନିରୀହ ନାଗରିକଙ୍କ ମୂଲ୍ୟବାନ ଜୀବନ ଆଉ ଯିବନାହିଁ ।

Leave A Reply

Your email address will not be published.