କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣି ଅସୁସ୍ଥ : ଦିଲ୍ଲୀ ଏମ୍‌ସରେ ଭର୍ତ୍ତି

ନୂଆଦିଲ୍ଲୀ, (କେପିଏନ୍‌ଏସ୍‌) : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣି ଅସୁସ୍ଥ ହୋଇ ଏମ୍‌ସରେ ଭର୍ତ୍ତି ହୋଇଥିବା ଖବରରେ କୁହାଯାଇଛି । ତେବେ ନିକଟରେ ସେ କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଫେରିଥିଲେ । ପୁଣି ସେ ଅସୁସ୍ଥ ହୋଇ ପଡିଥିବା ଯୋଗୁଁ ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଥିବା କୁହାଯାଇଛି ।

Leave A Reply

Your email address will not be published.