ଏନକାଉଣ୍ଟରେ ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀର : ଜାମ୍ମୁ କାଶ୍ମୀର ରଜୌରୀ ଜିଲ୍ଲାରେ ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଖବର ମିଳିଛି । ଏହି ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଗତକାଲି ଆତଙ୍କୀ ଗୁଳିରେ ୩ ଯବାନ ସହିଦ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.