csstore

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୩ ଜଣ ରୋଗୀଙ୍କ ମୃତ୍ୟୁ

ମୁମ୍ବାଇ : କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଖବର ମଳିଛି । ସୂଚନା ଯୋଗ୍ୟ ଯେ, ମୁମ୍ବାଇ ଭାସାଇରରେ ଶୁକ୍ରବାର ଦିନ ବିଜୟ ବଲ୍ଲଭ ନାମକ ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ଏହି ଅଗ୍ନିକାଣ୍ଡରେ ପାଖାପାଖି ୧୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଭାସାଇ ବିରାର ମ୍ୟୁନିସିପାଲ କର୍ପୋରେସନର କରୋନା କଣ୍ଟ୍ରୋଲ ରୁମ ଦ୍ୱାରା ପ୍ରକାଶିତ ବିବୃତ୍ତି ଅନୁଯାୟୀ ଏହି ଦୁର୍ଘଟଣା ପରେ ଅନ୍ୟ ରୋଗୀଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.