ଲୋକପ୍ରିୟ ଅଭିନେତା ଅନୁପମ ଶ୍ୟାମଙ୍କ ପରଲୋକ

ନୂଆଦିଲ୍ଲୀ : ଲୋକପ୍ରିୟ ଅଭିନେତା ତଥା ପ୍ରତିଜ୍ଞା ସିରିଏଲରେ ଠାକୁର ସଜ୍ଜନ ସିଂହ ଚରିତ୍ରରେ ଅଭିନୟ କରୁଥିବା ଅନୁପମ ଶ୍ୟାମଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ୬୩ ବର୍ଷ ବୟସ ହେଉଥିଲା । ଅନୁପମଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । କିଡନୀ ଜନିତ ସମସ୍ୟାର ସେ ସମ୍ମୁଖୀନ ହୋଇଥିଲେ । ତେବେ ଆଜି ତାଙ୍କର ପରଲୋକ ହୋଇଯାଇଛି । ତାଙ୍କର ମୃତ୍ୟୁରେ କଳାକାର ଜଗତ ସ୍ତବ୍ଧ ହୋଇଯାଇଛି ।

Leave A Reply

Your email address will not be published.