om academy

୭ମ ଥର ପାଇଁ ମହିଳା ଏସିଆ କପ୍‌ର ବିଜେତା ହେଲା ଭାରତ

jsm

ସିଲହଟ : ଭାରତୀୟ ମହିଳା କ୍ରିକେଟ ଦଳ ୭ମ ଥର ପାଇଁ ଏସିଆ କପ୍‌ର ବିଜେତା ହୋଇଛି । ଫାଇନାଲ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ଶୋଚନୀୟ ପରାସ୍ତ କରିଛି । ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ଥିବା ବେଳେ ଦଳ ୨ ଓ୍ବିକେଟ ହରାଇ ୮.୩ ଓଭରରେ ୭୧ ସଂଗ୍ରହ କରି ସହଜ ବିଜୟ ହାସଲ କରିଛି ।

Leave A Reply

Your email address will not be published.

14 + one =