pakka

ଶ୍ରୀନଗରର ହାଇଦର୍‌ପୋରା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ଗୁଳି ବିନିମୟ : ୧ ଜଣ ଅଜ୍ଞାତ ଆତଙ୍କବାଦୀ ନିହତ

bbehera

ଜାମ୍ମୁ କାଶ୍ମୀର : ଶ୍ରୀନଗରର ହାଇଦର୍‌ପୋରା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବେଳେ ଏଥିରେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ କାଶ୍ମୀର ପୋଲିସ କହିଛି ଯେ, ଶ୍ରୀନଗରର ହାଇଦର୍‌ପୋରା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି । ଏନକାଉଣ୍ଟରରେ ଜଣେ ଅଜ୍ଞାତ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି ଏବଂ ଅପରେସନ୍‌ ଜାରି ରହିଛି । ଜାମ୍ମୁ କାଶ୍ମୀରର ଡିଜିପି ଦିଲବାଗ ସିଂ ମୃତ ପୋଲିସ କର୍ମଚାରୀଙ୍କ ସମ୍ପର୍କୀୟଙ୍କୁ ୨.୭୮ କୋଟି ଟଙ୍କାର ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି । ଜାମ୍ମୁ କାଶ୍ମୀର ପୋଲିସ ଏହି ସୂଚନା ଦେଇଛି ।

jay balangir
Leave A Reply

Your email address will not be published.

15 − 10 =

error: Content is protected !!