ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଜମ୍ମୁ : ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ଗୁଳି ବିନିମୟ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହିତ ସୂଚନା ମିଳିଛି । ମୃତ ଆତଙ୍କବାଦୀ ଲସ୍କର-ଇ-ତୋଏବା ଓ ଟିଆରଏଫର ସଦସ୍ୟ ବୋଲି ଜଣାପଡିଛି । ଏମାନଙ୍କ ନିକଟରୁ ତଲାସି ବେଳେ ପୋଲିସ ୨ଟି ପିସ୍ତଲ ଓ ଆଉ କିଛି ଆପତ୍ତିଜନକ ସାମଗ୍ରୀ ଜବତ କରିଛି ।

Leave A Reply

Your email address will not be published.