ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ : ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କୀ ଟଳିଲେ

ଶ୍ରୀନଗର : ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ । ଅବନ୍ତିପୁରାର ନାଗବେରନ୍ ତ୍ରାଲ ଅଞ୍ଚଳର ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଥିବା ବେଳେ ସୁରକ୍ଷାକର୍ମୀ ଗୁଳିରେ ୩ ଜଣ ଜୈସ-ଏ-ମହମ୍ମଦ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ ସେମାନଙ୍କର ପରିଚୟ ମିଳିପାରି ନାହିଁ । ଏବେ ଘଟଣାସ୍ଥଳକୁ ସୁରକ୍ଷାକର୍ମୀ ଘେରି ସର୍ଚ୍ଚ ଅପରେସନ୍ ଚଳାଇଛନ୍ତି ।

Leave A Reply

Your email address will not be published.