ନୂଆଦିଲ୍ଲୀ : ଆସନ୍ତା ୩୦ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ ହେବାର ସମ୍ଭାବନା ରହିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତିଙ୍କୁ ପ୍ରଥମେ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମସକୁ ରାଷ୍ଟ୍ରପତିଙ୍କୁ ସ୍ଥାନାନ୍ତର କରାଯାଇଛି ।